ଜଙ୍ଗଲକଟା ଜମିରେ ଚାଷ ନ କରିବା ପାଇଁ ବିରୋଧ,ଫରେଷ୍ଟରଙ୍କୁ ଘେରିଲେ କୁନ୍ଦେଇ ଗ୍ରାମବାସୀ

ଉମରକୋଟ / ରାଇଘର : ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକରେ ଦିନକୁ ଦିନ ଜଙ୍ଗଲ ସଫା ହେବାକୁ ଲାଗିଲାଣି ଏଣୁ ଜଙ୍ଗଲ କେମିତି ସୁରକ୍ଷିତ ରହିବ, ଜଙ୍ଗଳ କଟା କିପରି ବନ୍ଦ ହେବ, ଜଙ୍ଗଲ କାଟି ତିଆରି ହୋଇଥିବା ଚାଷ ଜମିକୁ ଯେପରି କୌଣସି ଜମି ମାଲିକ ଟ୍ରାକ୍ଟର ଦ୍ୱାରା ଚାଷ କରି ପାରିବନି

ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁଁ ରାସ୍ତା କାଦୁଅରେ ପଚପଚ : ଚଳାଚଳ ବନ୍ଦ, ଲୋକେ ହଟହଟା

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ ଟ୍ରକ୍‌ କାଦୁଅରେ ଫସିଯିବା ପରେ ସେହି ରାସ୍ତାରେ ଯାତାୟାତ କରୁଥିବା ଅନ୍ୟ ଗାଡ଼ିମୋଟର

ମୌଳିକ ସୁବିଧାରୁ ବଞ୍ଚିତ ଗଦାପୁର ପଞ୍ଚାୟତ : ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ। ସ୍ଥାନୀୟ ଲୋକେ ତାଙ୍କୁ ନାଳରୁ ଉଦ୍ଧାର କରି ଗଦାପୁର

ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କରେ ଇଓଡବ୍ଲୁ ଅଧିକାରୀଙ୍କ ଛାନଭିନ…

ନୟାଗଡ଼:ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କରେ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ର ବରିଷ୍ଠ ଅଧିକାରୀ ଛାନଭିନ କରିଛନ୍ତି ।ନୟାଗଡ଼ ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କରେ ବ୍ୟାପକ ପରିମାଣର ଅର୍ଥ ହେରଫେର ଏବଂ ଇନକମ ଟ୍ୟାକ୍ସ ଫାଙ୍କିବା ପାଇଁ ଏକାଧିକ ପ୍ୟାନ କାର୍ଡ

ଖାମେନିଙ୍କୁ ଇରାନରେ ହିଁ ଫାଶୀ ଦେବୁ : ଇସ୍ରାଏଲ

ନୂଆଦିଲ୍ଲୀ : ଇସ୍ରାଏଲ ଓ ଇରାନ ମଧ୍ୟରେ ଉତ୍ତେଜନା ଶୀର୍ଷ ସ୍ତରରେ ପହଞ୍ଚିଛି। ସୋମବାର ଇସ୍ରାଏଲର ପିଏମ୍‌ ବେଞ୍ଜାମିନ୍‌ ନେତନ୍ୟାହୁ ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲୀ ଖାମେନିଙ୍କୁ ହତ୍ୟା ଧମକ ଦେଇଛନ୍ତି। ସେ କହିଛନ୍ତି ଯେ, ଖାମେନିଙ୍କର ହତ୍ୟା ହେବ। ଏହାପରେ ହିଁ ଏହି ଯୁଦ୍ଧ

ମଦ ବନାମ ପରକୀୟା ପ୍ରୀତି : ସ୍ତ୍ରୀର ଟାଙ୍ଗିଆ ମାଡ଼ରେ ସ୍ବାମୀର ମୃତ୍ୟୁ, ପୁଲିସର ଛାନଭିନ୍‌ ଆରମ୍ଭ

କନ୍ଧମାଳ, ତା, ୧୭/୦୬ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଂଚଳରେ ସୋମବାର ଜଣେ ସ୍ତ୍ରୀ ଏକ ଟାଙ୍ଗିଆରେ ନିଜ ସ୍ବାମୀଙ୍କୁ ଆକ୍ରମଣ କରିଥିଲେ। ମଙ୍ଗଳବାର ଗୁରୁତର ସ୍ବାମୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ, ଝାମ୍ପି ଗ୍ରାମର ପ୍ରଶାନ୍ତ କହଁର ସବୁବେଳେ

ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ ତୀବ୍ର ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସମୟ ରାତି ପ୍ରାୟ ୮.୩୦ ମିନିଟ୍ । କଲେଜ ଛାତ୍ରୀ ଜଣକ ନିଜ ପୁରୁଷ ବନ୍ଧୁ ସହ ସନ୍ଧ୍ୟା ସାଢ଼େ ୬ଟାରେ ଗୋପାଳପୁରରେ ପହଞ୍ଚି ବେଳାଭୂମି ବୁଲୁଥିଲେ । ପରେ ବେଳାଭୂମି ପାନ୍ଥ ନିବାସର ପଛ ଭାଗରେ ଥିବା ଏକ ନିଛାଟିଆ ସ୍ଥାନକୁ ଯାଇଥିଲେ ପ୍ରେମୀଯୁଗଳ । ସେଠାରେ ପୂର୍ବରୁ କିଛି ଛୋଟ

ତେହରାନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନର ସେନା ମୁଖ୍ୟ ଅଲ୍ଲୀ ଶାଦମାମୀ ନିହତ

ଇସ୍ରାଏଲ-ଇରାନ ମଧ୍ୟରେ ଯୁଦ୍ଧ ଉଗ୍ର ରୂପ ନେବାରେ ଲାଗିଛି । ଇରାନକୁ ପୁଣି ବଡ଼ ଝଟକା । ଇସ୍ରାଏଲ ଆକ୍ରମଣରେ ଇରାନର ନୂଆ ଆର୍ମି ଚିଫ୍ ନିହତ । ୱାର ଟାଇମ୍ ଚିମିଅଫ୍ ଷ୍ଟାଫ ଅଲ୍ଲୀ ଶାଦମାମୀଙ୍କ ମୃତ୍ୟୁ ହୋଇଥିବା ଦାବି କରିଛି ଆଇଡିଏଫ୍ । ଇରାନ ତାଙ୍କୁ ଯୁଦ୍ଧ ସମୟରେ ସେନାର ମୁଖ୍ୟ ଭାବେ

ରାଜଧାନୀରେ ଅପମିଶ୍ରିତ ମଦ! ୨ଜଣଙ୍କର ମୃତ୍ୟୁ ଅଭିଯୋଗ, ଦୋକାନ ସିଲ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଅଭାବନୀୟ ଘଟଣା ଘଟିଥିବା ନେଇ ଚର୍ଚ୍ଚା ହେଉଛି। ଲକ୍ଷ୍ମୀସାଗର ଅଞ୍ଚଳରେ ବିଷାକ୍ତ ମଦ ପିଇ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଚାରି ଦିନ ପୂର୍ବରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ଅନ୍ୟ ଜଣଙ୍କର ମୃତ୍ୟୁ ଘଟିଛି। ଉଭୟଙ୍କର