କଟକରେ ଝାଡ଼ାବାନ୍ତି ଆତଙ୍କ: ୬୪ ଆକ୍ରାନ୍ତ

କଟକ: ଜିଲ୍ଲାରୁ ଜିଲ୍ଲାକୁ ବ୍ୟାପୁଛି ଝାଡାବାନ୍ତି। କଟକରେ ମଧ୍ୟ ଚିନ୍ତା ବଢାଇଛି ଝାଡାବାନ୍ତି। ପ୍ରାୟ ୬୪ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସିଟି ହସ୍ପିଟାଲରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‌ ସମୀକ୍ଷା କରିଛି। ସିଡିଏମଓଙ୍କ ସହ ବରିଷ୍ଠ ଅଧିକାରୀ ଅନୁଧ୍ୟାନ କରିଛନ୍ତି। ବାଙ୍କୀ

ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଏହି ସେବା

ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ସେ କହିଛନ୍ତି ଯେ, ଓଡ଼ିଶା

ଅହମଦାବାଦ ବିମାନ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରୁ ମିଳିଲା ସୁନା

ଗାନ୍ଧୀନଗର: ଗୁରୁବାର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମଲାଇନର୍ ବିମାନ (ଉଡ଼ାଣ ନମ୍ବର ଏଆଇ ୧୭୧) ଦୁର୍ଘଟଣାଗ୍ରସ୍ତ ହୋଇଥିିଲା। ବିମାନରେ ମୋଟ ୨୪୨ଜଣ ଥିବା ବେଳେ ମାତ୍ର ଜଣେ ହିଁ ବଞ୍ଚିପାରିଥିଲେ। ଏହି ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏବେ

ଗୋପାଳପୁର ସମୁଦ୍ର ବେଳାଭୂମି ରେ ପୁରୁଷ ବନ୍ଧୁ କୁ ମାଡ଼ ମାରି ଯୁବତୀଙ୍କୁ ଗଣ ଦୁଷ୍କର୍ମ : ୨୪ ଘଣ୍ଟା ମଧ୍ୟରେ ସମସ୍ତ…

ଘଟଣାରେ ୬ ଜଣ ଗିରଫ ୪ ଜଣ ଗଲେ ବାଳ ସୁଧାର ଗୃହ ରିମାଣ୍ଡରେ ଆଣି ଅଧିକ ପଚରା ଉଚରା କରାଯିବ ବୋଲି କହିଲେ ଏସପି ଘଟଣା କୁ ନେଇ ଏସ ପି ଙ୍କ ସହିତ କଥା ହେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା.. ବ୍ରହ୍ମପୁର : ବିଶ୍ୱ ମାନଚିତ୍ରରେ ପର୍ଯ୍ୟଟନ ସ୍ଥଳୀରେ ଗଣ ଗଣଦୁଷ୍କର୍ମ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ (ଏସ୍ପିଜି),

ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ । ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସମେତ ୧୩

ମୋବାଇଲ ଦୋକାନରୁ ଚୋରୀ ଘଟଣାରେ ଲୁଟେରାଙ୍କୁ ବାନ୍ଧିଲା ପୋଲିସ: ୧୩ ମୋବାଇଲ ଜବତ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ ଦ୍ୱାରା ଜଣେ ମୋବାଇଲ ଲୁଟେରା ଯୁବକ ଗିରଫ ହୋଇଛନ୍ତି। ଗିରଫ ଯୁବକ ହେଲେ ଉକ୍ତ ଥାନା ପ୍ଳିହେରୀର ସୂର୍ଯ୍ୟ ପ୍ରଧାନ (୧୯) ବୋଲି ଡିଏସପି ତଥା ଦାରିଙ୍ଗବାଡି ଥାନା ଇନଚାର୍ଜ କନକ କୁମାର ମାଝୀ କହିଛନ୍ତି। ପୋଲିସ

ଟାଟା ପାୱାର ପକ୍ଷରୁ ସୁଲଭ ଦରରେ ସୋଲାର୍ ରୁଫ୍‌ଟପ୍ ସମାଧାନର ଶୁଭାରମ୍ଭ

ଭୁବନେଶ୍ୱର: ଟାଟା ପାୱାରର ସମ୍ପୂର୍ଣ୍ଣ ସହାୟକ ସଂସ୍ଥା ତଥା ଭାରତର ଅଗ୍ରଣୀ ରୁଫ୍‌ଟପ୍ ସୋଲାର କମ୍ପାନି ଟାଟା ପାୱାର ରିନୁଏବଲ୍ ଏନର୍ଜି ଲିମିଟେଡ୍ (ଟିପିଆର୍‌ଇଏଲ୍‌) ପକ୍ଷରୁ ଏହାର ‘ଘର ଘର ସୋଲାର’ ଅଭିଯାନ ଅଧୀନରେ ଓଡ଼ିଶାର ଭୁବନେଶ୍ୱରରେ ଭାରତର ସବୁଠୁ ସୁଲଭ ରୁଫଟପ୍ ସୋଲାର ସମାଧାନର

ଆମେରିକାରେ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧ

ଓ୍ବାସିଂଟନ : ଆମେରିକା ଯାଇଥିବା ପାକିସ୍ତାନର ସେନା ମୁଖ୍ୟ ଫିଲଡ୍ ମାର୍ସାଲ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ମୁନିରଙ୍କୁ 'ପାକିସ୍ତାନୀଙ୍କ ହତ୍ୟାକାରୀ', 'ଇସଲାମାବାଦର ହତ୍ୟାକାରୀ', 'ଗଣହତ୍ୟାକାରୀ' ବୋଲି ବିକ୍ଷୋକ୍ଷକାରୀମାନେ ସ୍ଲୋଗାନ ଦେଇଥିଲେ ।

ଇରାନ-ଇସ୍ରାଏଲ ଉତ୍ତେଜନା ଭିତରେ ଜି-୭ ବୈଠକ ଛାଡ଼ିଲେ ଟ୍ରମ୍ପ୍ 

ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହଠାତ୍ ଜି-୭ ସମ୍ମିଳନୀକୁ ଅଧା ବାଟରେ ଛାଡିବାକୁ ଘୋଷଣା କରିଛନ୍ତି। ସେ ଏହି ଶିଖର ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ କାନାଡା ଛାଡି ୱାଶିଂଟନ୍ ଫେରିଆସିଛନ୍ତି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ତୀବ୍ର ହେବା ପରେ କିଛି ଏପରି