ପୋଖରୀକୁ ଖସିଲା କାର୍, ୫ ମୃତ

ଢ଼େଙ୍କାନାଳ : ବରଯାତ୍ରୀ ହେଲା ଶେଷଯାତ୍ରା । ନିମିଷକରେ ପାଣି ଫୋଟକା ପରି ମିଳାଇ ଗଲା ହସ ଖୁସିର ମୁହୂର୍ତ୍ତ । ପୋଖରୀକୁ ଖସିଲା କାର୍, ୫ ମୃତ । କାର୍ ଭିତରେ ଥିବା ୭ ଜଣଙ୍କ ମଧ୍ୟରୁ ୫ ମୃତ । ଢ଼େଙ୍କାନାଳ ସଦର ଥାନା ଇନ୍ଦିପୁର – ଛାଟିଆ ଗାଁ ନିକଟରେ ବିଳମ୍ବିତ ରାତିରେ ଘଟିଛି

ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳା ପ୍ରତିବାଦରେ ଓଜେସିର ବିକ୍ଷୋଭ

ଭୁବନେଶ୍ୱର: ନିଟ୍ ପ୍ରଶ୍ନପତ୍ର ଲିକ୍ ଓ ବିଭିନ୍ନ ପରୀକ୍ଷାରେ ବାରମ୍ବାର ଘଟୁଥିବା ସାଂଘାତିକ ତ୍ରୁଟି ବିରୁଦ୍ଧରେ ଦିଲ୍ଲୀର ଜନ୍ତରମନ୍ତର ଠାରେ ପ୍ରତିବାଦ କରୁଛନ୍ତି ଛାତ୍ରଛାତ୍ରୀ। ଆନ୍ଦୋଳନରତ ଛାତ୍ରମାନଙ୍କ ଉପରେ ପୋଲିସର ଅମାନବୀୟ ଦମନଲୀଳା ପ୍ରତିବାଦରେ ଆଜି ଓଡ଼ିଶା ଜନତା କଂଗ୍ରେସ

ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ, ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଡରାଇଲାଣି କରୋନା। ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲ୍ଲାରେ ଜଣେ ୫୦ ବର୍ଷିୟ ମହିଳା କୋଭିଡ ପଜିଟିଭ ରହିଥିବା ବେଳେ ଆଜି ଆଉ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ପଷ୍ଟ କଲେ ଜନସ୍ୱାସ୍ଥ୍ୟ

ବାହୁଡ଼ା ଓ ସୁନାବେଶ ଲାଗି ଯାନବାହନ କଟକଣା

ପୁରୀ: ଆଜି ଆଡ଼ପ ଶେଷ ଦର୍ଶନ । ସନ୍ଧ୍ୟା ୬ଟା ଯାଏଁ ହେବ ଦର୍ଶନ । ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତି ବହୁଳତାକୁ ଦୃଷ୍ଟିରେ ରଖି,ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ସର୍ବସାଧାରଣଙ୍କ ପ୍ରବେଶ ବନ୍ଦ ରହିବ। ଏହି ସମୟରେ

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା ୫% ବୃଦ୍ଧି କଲେ ରାଜ୍ୟ ସରକାର। ୨୫୭%ରୁ ବୃଦ୍ଧି ପାଇ ୨୬୨% ହେଲା ମହଙ୍ଗା ଭତ୍ତା। ସବୁଠାରୁ ବଡ଼ କଥା ହେଉଛି, ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ ଲାଗୁ ହେବ । ଫଳରେ କର୍ମଚାରୀମାନେ ବର୍ତ୍ତମାନର

୨୫ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାହୁଡ଼ାରେ ପୁରୀରେ ମେଘୁଆ ପାଗ ସମ୍ଭାବନା

ସେତୁ ଓ ପାୱାର ପ୍ଲାଣ୍ଟକୁ ଟାର୍ଗେଟ୍ କରିବୁ, ଇରାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ

ୱାଶିଂଟନ:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ କଡ଼ା ଚେତାବନୀ ଦେଇଛନ୍ତି। ହର୍ମୁଜ୍ ପ୍ରଣାଳୀରେ କୌଣସି ଜାହାଜ ଉପରେ ଆକ୍ରମଣ ହେଲେ ଆମେରିକା ଇରାନର ସେତୁ ଏବଂ ପାୱାର ପ୍ଲାଣ୍ଟଗୁଡ଼ିକୁ ଲକ୍ଷ୍ୟ କରି ବୋମାମାଡ଼ କରିବ ବୋଲି ସେ କହିଛନ୍ତି। ସୋସିଆଲ୍ ମିଡିଆ

କୋକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ଉପରେ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଦିଲ୍ଲୀରେ କୋକ୍ରୋଚ୍ ଜନତା ପାର୍ଟି ( ସିଜେପି)ର ଏକ ଶୋଭାଯାତ୍ରା ସମୟରେ ଛାତ୍ର ପ୍ରତିବାଦକାରୀଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନକୁ ଚ୍ୟାଲେଞ୍ଜ କରି କରାଯାଇଥିବା ଏକ ଆବେଦନର ଜରୁରୀ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ବୁଧବାର ମନା କରିଦେଇଛନ୍ତି। ଆଇନଜୀବୀ ନରେନ୍ଦ୍ର

ପ୍ରବଳ ବର୍ଷାରେ ବେହାଲ ସୁରଟ, ସହରରେ କୃତ୍ରିମ ବନ୍ୟା ପରିସ୍ଥିତି

ସୁରଟ: ଲଗାଣ ବର୍ଷା ଯୋଗୁଁ ଗୁଜରାଟର ସୁରଟ ସହରରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପ୍ରବଳ ବର୍ଷା ରେ ବେହାଲ ସୁରଟ । ସହର ମଝିରେ ବର୍ଷା ପାଣି ଜିଆଇଡିସି, କତାର ଗ୍ରାମ, ମନୀଷା ଗର୍ନ୍ନଳା, ଆମ୍ରଲି, କ୍ରୋସ ରୋଡ଼, ଅଡାଜନ ଅଞ୍ଚଳ ସମେତ ଷ୍ଟେସନ ରୋଡ଼ରେ ପାଣି ଲହଡି ମାରୁଛି ।

NEET ପେପର ଲିକ୍ କୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ଅନେକ ରାଜ୍ୟରେ ରାସ୍ତାକୁ ଓହ୍ଲାଇଲେ ଛାତ୍ର

ନୂଆଦିଲ୍ଲୀ : NEET ପେପର ଲିକ୍ କୁ ନେଇ ଦେଶବ୍ୟାପୀ ବିକ୍ଷୋଭ । ଅନେକ ରାଜ୍ୟରେ ଛାତ୍ର ଓ କଂଗ୍ରେସର ପ୍ରତିବାଦ । NEET-UG ୨୦୨୬ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦ ସମୟରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ବିଭିନ୍ନ ରାଜ୍ୟରେ ବିକ୍ଷୋଭ ଜୋରଦାର