ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍

LEADING ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରୁ ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ଜର୍ଜ ମୁଣ୍ଡାକୁ ପୁଲିସ ଗିରଫ କରିଛି। ଏନେଇ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଇନଫର୍ମର ସାଜି ଜର୍ଜ

ଯାଜପୁରରେ କେନ୍ଦ୍ରୀୟ ଟିମ୍ : ହଇଜା ସ୍ଥିତି ନେଇ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା

ଯାଜପୁର : ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ,

ଯାଜପୁର ଜିଲ୍ଲା ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ: ଧର୍ମଶାଳାରେ ସ୍ଥିତିର ଅନୁଧ୍ୟାନ କଲେ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ପରେ ସ୍ଥିତିର ଅନୁଧ୍ୟାନ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, କଟକ

କେରଳରେ ଲଗାଣ ବର୍ଷା: ତଳିଆ ଅଞ୍ଚଳ ଜଳମଗ୍ନ

ଥିରୁଭାନ୍ତପୁରମ,୧୫।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରବିବାର କେରଳର ବିଭିନ୍ନ ସ୍ଥାନରେ ନିରନ୍ତର ଏବଂ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା, ପବନ ଯୋଗୁ ବିଭିନ୍ନ ସ୍ଥାନରେ ଗଛଗୁଡିକ ଉପୁଡ଼ି ପଡ଼ିଥିବା ବେଳେ ଉଚ୍ଚ ଅଞ୍ଚଳରେ କାଦୁଅ ଧସି

ଟ୍ରମ୍ପ୍ ଇରାନକୁ ଚେତାବନୀ ଦେବା ପରେ ଇରାକର ଆମେରିକୀୟ ଘାଟି ଉପରେ ବଡ଼ ଆକ୍ରମଣ

ବାଗଦାଦ୍: ଇରାନ-ଇସ୍ରାଏଲ ଉତ୍ତେଜନା ମଧ୍ୟରେ, ଇରାକରେ ଥିବା ଆମେରିକୀୟ ବାୟୁସେନା ଘାଟି ଉପରେ ଏକ ଡ୍ରୋନ୍ ଆକ୍ରମଣ କରାଯାଇଛି। ରିପୋର୍ଟ ଅନୁଯାୟୀ, ଇରାକର ଆମେରିକୀୟ ସାମରିକ ଘାଟି ଆଇନ୍ ଅଲ୍-ଆସଦ୍ ଉପରେ ତିନୋଟି ଡ୍ରୋନ୍ ମାଡ଼ କରାଯାଇଛି। ଆମେରିକୀୟ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ,

ମ୍ୟାଚ ହେଲା ବିଜୟ ରୂପାନିଙ୍କ ଡିଏନଏ

ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନିଙ୍କ ଡିଏନଏ ପରୀକ୍ଷା ମେଳ ଖାଇଛି। ଗୃହମନ୍ତ୍ରୀ ହର୍ଷ ସାଂଘଭି ଡିଏନଏ ମେଳକୁ ନିଶ୍ଚିତ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ଲଣ୍ଡନ ଯିବାର

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଚାଲି ଯାଇଥାଆନ୍ତା ୨ହଜାର ‌ଲୋକଙ୍କ ଜୀବନ; ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଏଡାଇଦେଲା…

ନୂଆଦିଲ୍ଲୀ: ଜୁନ୍ ୧୨ ଗୁରୁବାର ଅପରାହ୍ନରେ ଅହମଦାବାଦର ମେଘାନି ନଗର ଅଞ୍ଚଳରେ କେହିକିଛି ବୁଝିବା ପୂର୍ବରୁ ହଠାତ୍ ଏୟାର ଇଣ୍ଡିଆର ବିମାନ ଏଆଇ ୧୭୧ ବିସ୍ଫୋରଣ ହୋଇଥିଲା।ଏହି ଦୁର୍ଘଟଣାରେ ବିମାନରେ ୨୩୦ ଜଣ ଯାତ୍ରୀ ଏବଂ ୧୨ ଜଣ କ୍ରୁ ସଦସ୍ୟଙ୍କ ଥିଲେ। ଅର୍ଥାତ ୨୪୨ ଜଣ ଯାତ୍ରୀଙ୍କ ମଧ୍ୟରୁ

ରାଜନୀତିରେ ଆଝାରୁଦ୍ଦିନଙ୍କ ପୁଅ

ହାଇଦ୍ରାବାଦ: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ମୁରାଦାବାଦର ପୂର୍ବତନ ସାଂସଦ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦୁଦ୍ଦିନ ଏବେ ରାଜନୀତିରେ ପ୍ରବେଶ କରିଛନ୍ତି। ସମ୍ପ୍ରତି ଆଝାରୁଦ୍ଦିନଙ୍କ ପୁଅ ଅସଦୁଦ୍ଦିନଙ୍କୁ ତେଲେଙ୍ଗାନା କଂଗ୍ରେସର ମହାସଚିବ ଭାବରେ ନିଯୁକ୍ତ କରାଯାଇଛି। ଏହି ନୂତନ ଭୂମିକା

ପୁଣେରେ ଭୁଶୁଡ଼ିଲା ପାଦଚଲା ପୋଲ: ୨୦ ପର୍ଯ୍ୟଟକ ନିଖୋଜ, ୨ ମୃତ

ପୁଣେ : ଦେଶରେ ପୁଣି ଏକ ଦୁଃଖଦ ଦୁର୍ଘଟଣା ଘଟିଛି । ମହାରାଷ୍ଟ୍ରର ପୁଣେରେ ଇନ୍ଦ୍ରାୟଣୀ ନଦୀ ଉପରେ ନିର୍ମିତ ପୋଲର ଅଧା ଅଂଶ ଭାଙ୍ଗି ପଡ଼ିବାରୁ ୨୫ରୁ ୩୦ ଜଣ ଲୋକ ନଦୀରେ ପଡ଼ି ନିଖୋଜ ହୋଇଯାଇଛନ୍ତି । ନିଖୋଜ ଲୋକମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଯେତେବେଳେ ପୋଲଟି

୮୦ ବର୍ଷ ବୟସରେ ବିଶ୍ଵର ୨ୟ ଧନୀ ହେଲେ ଏହି ବ୍ୟକ୍ତି

ନୂଆଦିଲ୍ଲୀ : ବିଶ୍ଵର ୨ୟ ଧନୀ ବ୍ୟକ୍ତି ତାଲିକାରେ ପରିବର୍ତ୍ତନ ହୋଇଛି। ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ହରାଇଛନ୍ତି। ତାଙ୍କୁ ପଛରେ ପକାଇଛନ୍ତି ଓରାକଲର ପ୍ରତିଷ୍ଠାତା ଲାରି ଏଲିସନ। ଗତ ଗୁରୁବାର ୮୦ ବର୍ଷୀୟ ଏଲିସନଙ୍କ ସମ୍ପତ୍ତିରେ ହଠାତ ବୃଦ୍ଧି