କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ନୂଆଦିଲ୍ଲୀ: ଆଜି ଉତ୍ତରାଖଣ୍ଡରେ ଗୁପ୍ତକାଶୀରୁ କେଦାରନାଥ ଧାମକୁ ଉଡ଼ାଣ ଭରୁଥିବା ଆର୍ଯ୍ୟାନ ଆଭିଏସନ୍‌ର ହେଲିକପ୍ଟର ଗୌରୀକୁଣ୍ଡ-ସୋନପ୍ରୟାଗ ଜଙ୍ଗଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟ୍‌ଙ୍କ ସମେତ ସମସ୍ତ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉଦ୍ଧାରକାରୀ ଦଳ

ଢେଙ୍କାନାଳ ଜିଲାକୁ ଡେଇଁଲା ଝାଡ଼ାବାନ୍ତି, ଭୁବନରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ଢେଙ୍କାନାଳ ଜିଲାକୁ ବ୍ୟାପିଲା ଝାଡ଼ାବାନ୍ତି। ଯାଜପୁର ଜିଲା ଏବଂ କଟକର ବାଙ୍କୀ ପରେ ଢେଙ୍କାନାଳର ଭୁବନ ବ୍ଲକ ଏବଂ ଏନଏସି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବା ସାମ୍ନାକୁ ଆସିଛି। ଝାଡ଼ାବାନ୍ତିରେ ଭୁବନର ଜଣେ ବ୍ୟକ୍ତି ପ୍ରାଣ ହରଇଥିବା ସୂଚନା ମିଳିଛି। ମୃତକ ହେଲେ ଭୁବନ

ପଥରରେ ଛେଚି ଯୁବକକୁ ହତ୍ୟା ଘଟଣା : ୨ ଗିରଫ, ବାଇକ ଓ ସାଇକେଲ ଜବତ

କନ୍ଧମାଳ, ତା, ୧୫/୦୬:: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡ଼ା ପଞ୍ଚାୟତର ବଇରୀକୁମ୍ପା ନିକଟରେ ରାସ୍ତା କଡରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣଙ୍କ ମୃତଦେହ ଫିରିଙ୍ଗିଆ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣାରେ ପୋଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି l ଏଥି ସହିତ ହତ୍ୟାରେ ବ୍ୟବହୃତ

ଅଣ ସେବାୟତ ରଥ ଉପରେ ଚଢ଼ିଲେ ଗିରଫ

ପୁରୀ : ଚଳିତ ମାସ ୨୭ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଘୋଷଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର

ସବୁ ବିଦ୍ୟାଳୟରେ ହେବ ଯୋଗ ଦିବସ

ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ

ଇରାନକୁ ଅସ୍ତ୍ରଶସ୍ତ୍ର ବୋଝେଇ ବିମାନ ପଠାଇଲା ଚୀନ !

ତେହେରାନ : ଚୀନ ଯେପରି ଭାରତ-ପାକ ସଂଘର୍ଷରେ ପରୋକ୍ଷରେ ସାମିଲ ହୋଇଥିଲା, ଠିକ ସେପରି ଇସ୍ରାଏଲ-ଇରାନ ଯୁଦ୍ଧରେ ବି ସାମିଲ ହେବା ଆରମ୍ଭ କରିଛି । ଏପରି ରିପୋର୍ଟ ସତ ହେଲେ ଚୀନ ସିଧାସଳଖ ଆମେରିକାକୁ ଚ୍ୟାଲେଞ୍ଜ କରିବା ଆରମ୍ଭ କରିଛି ।ସୂଚନା ଅନୁସାରେ ତେହେରାନରେ ଏକ ଚୀନ୍ କାର୍ଗୋ ବିମାନ

ଇସ୍ରାଏଲ ଆକ୍ରମଣ ବନ୍ଦ କଲେ ଆମେ ବନ୍ଦ କରିବୁ : ଇରାନ

ତେହେରାନ: ଇସ୍ରାଏଲର ଇରାନ ଉପରେ ଆକ୍ରମଣ ପରଠାରୁ, ଉଭୟ ଦେଶ ପରସ୍ପର ଉପରେ ଲଗାତାର ଆକ୍ରମଣ କରିଆସୁଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଇରାନକୁ ଧମକ ଦେଇଛନ୍ତି ଯେ ଯଦି ଆମେରିକୀୟ ସାମରିକ ଘାଟିକୁ ଟାର୍ଗେଟ କରାଯାଏ, ତେବେ ଆମର ସେନା ଆକ୍ରମଣ କରିବ। ଏହି ସମୟରେ, ଇରାନ

ହର୍ମୁଜ୍ ପ୍ରଣାଳୀ ବନ୍ଦ କରିବାକୁ ଇରାନର ଧମକ: ଚୀନ୍-ଭାରତର ଚିନ୍ତା ବଢ଼ିଲା, ତେଲ ଦର ଆକାଶ ଛୁଆଁ ହେବା ଆଶଙ୍କା

ତେହେରାନ୍: ଇରାନୀ ଗଣମାଧ୍ୟମ ସାଂସଦ ଇସମାଇଲ କୋସାରିଙ୍କ ମନ୍ତବ୍ୟ ଅନୁସାରେ କହିଛି ଯେ, ଇରାନ ହର୍ମୁଜ୍ ପ୍ରଣାଳୀକୁ ବନ୍ଦ କରିବା ବିଷୟରେ ବିଚାର କରୁଛି। ଇରାନ ପୂର୍ବରୁ ଏହି ରାସ୍ତାକୁ ବନ୍ଦ କରିବାକୁ ଧମକ ଦେଇସାରିଛି। ଇସ୍ରାଏଲ ସହିତ ଉତ୍ତେଜନା ବୃଦ୍ଧି ପାଇଲେ ଇରାନ ଏହା କରିବ ବୋଲି

ବେଆଇନ ମାଙ୍କଡ଼ା ବୋଝେଇ ମିନିଟ୍ରକ ଜବତ: ଜଣେ ଗିରଫ…

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ପୋଲିସ କୋମଣ୍ଡ ଅଞ୍ଚଳରୁ ଏକ ବେଆଇନ ମାଙ୍କଡ଼ା ବୋଝେଇ ମିନିଟ୍ରକ ଜବତ କରିବା ସହିତ ଚାଳକକୁ ଗିରଫ କରିଛି । ଗିରଫ ଜଣକ ରୋହିବାଙ୍କ ର ରବୀନ୍ଦ୍ର ସେଠୀ। ଓଡ଼ଗାଁ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଓଡ଼ି ୨୫ଡି ୬୪୬୩ ନମ୍ବର ବିଶିଷ୍ଟ ମିନିଟ୍ରକ ରେ ବେଆଇନ