ବିମାନ ଦୁର୍ଘଟଣାକୁ ନେଇ ତୁର୍କୀ ଆଡକୁ ଇଙ୍ଗିତ କଲେ ରାମଦେବ

ନୂଆଦିଲ୍ଲୀ: ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଉପରେ ଯୋଗଗୁରୁ ବାବା ରାମଦେବ ତୁର୍କୀ ଆଡ଼କୁ ଇଙ୍ଗିତ କରିଛନ୍ତି । ସେ କହିଛନ୍ତି ଯେ ମୁଁ ଜାଣିବାକୁ ପାଇଛି ଯେ ବିମାନରେ ରକ୍ଷଣାବେକ୍ଷଣ କାମ ଏକ ତୁର୍କୀ କମ୍ପାନୀ କରୁଥିଲା | ତୁର୍କୀ ଏହି ଏଜେନ୍ସି ମାଧ୍ୟମରେ ଏଭଳି ଏକ

ଦକ୍ଷିଣ ଆଫ୍ରିକା ନୂଆ ବିଶ୍ବ ଟେଷ୍ଟ ଚାମ୍ପିୟନ, ୨୭ ବର୍ଷ ପରେ ଜିତିଲା ଆଇସିସି ଟ୍ରଫି

ଲର୍ଡସ : ଇତିହାସ ସୃଷ୍ଟି କରିଛି ଦକ୍ଷିଣ ଆଫ୍ରିକା । ଲଣ୍ଡନର ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଉଥିବା ବିଶ୍ବ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲରେ ଅଷ୍ଟ୍ରେଲିଆକୁ ୫ ଓ୍ବିକେଟ ହରାଇ ଚାମ୍ପିୟନ ହୋଇଛି ଏହି ଆଫ୍ରିକୀୟ ଦଳ ।୨୮୨ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୫ ଓ୍ବିକେଟ ହରାଇ

ମୃତ୍ୟୁର ଦ୍ବାରଦେଶରେ ଇରାନ: ପରମାଣୁ କେନ୍ଦ୍ରରୁ ଲିକ୍ ହେଉଥିବା ବିକିରଣ ବିନାଶ ଆଣିବ

ତେହେରାନ : ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ, ପ୍ରତ୍ୟେକ ମୁହୂର୍ତ୍ତରେ ଇରାନ ମୃତ୍ୟୁର ଦ୍ବାରଦେଶରେ ଠିଆ ହେବାରେ ଲାଗିଛି। ଯଦିଓ ଇରାନ ପରମାଣୁ ବିକିରଣ ଲିକ୍ ହେବା କଥାକୁ ଅସ୍ୱୀକାର କରୁଛି, କିନ୍ତୁ ଅନ୍ତର୍ଜାତୀୟ ପରମାଣୁ ଶକ୍ତି ସଂସ୍ଥା(ଆଇଏଇଏ) ଦ୍ୱାରା ଜାତିସଂଘକୁ

ମଦ ଟଙ୍କାରେ କଂଗ୍ରେସ ଅଫିସ ନିର୍ମାଣ ଅଭିଯୋଗରେ ସିଲ କଲା ଇଡି

ରାୟପୁର: ଛତିଶଗଡ଼ ମଦ ଦୁର୍ନୀତିରେ ଇଡି କଂଗ୍ରେସ ନେତା କାୱାସି ଲଖମାଙ୍କ ଅନେକ ସମ୍ପତ୍ତି ଜବତ କରିଛି। ବିଶେଷ କଥା ହେଉଛି ଇଡି କଂଗ୍ରେସର ସୁକମା ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଜବତ ସିଲ କରିଛି। ଏହି କୋଠା ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟି ନାମରେ ଅଛି। ଏପରି ପରିସ୍ଥିତିରେ, କଂଗ୍ରେସ ଭବନ

ଆମେରିକା-ବ୍ରିଟେନ-ଫ୍ରାନ୍ସକୁ ଇରାନର ଚେତାବନୀ

ତେହେରାନ : ଇସ୍ରାଏଲ-ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦୁଇ ଦେଶ ପରସ୍ପର ଉପରେ ଆକ୍ରମଣ ପ୍ରତିଆକ୍ରମଣ ଜାରି ରଖିଛନ୍ତି। ଏହା ମଧ୍ୟରେ ଇରାନ ଇସ୍ରାଏଲର ପ୍ରମୁଖ ସହଯୋଗୀ ତଥା ପାଶ୍ଚାତ୍ୟ ଦେଶଗୁଡ଼ିକୁ ଚେତାବନୀ ଦେଇଛି। ବିଶେଷ କରି ଆମେରିକା, ଫ୍ରାନ୍ସ ଏବଂ ବ୍ରିଟେନକୁ ଇରାନ ଚେତାବନୀ

ସ୍ତ୍ରୀଙ୍କ ଅସ୍ଥି ବିସର୍ଜନ ପାଇଁ ଲଣ୍ଡନରୁ ଆସିଥିଲେ ସ୍ବାମୀ : ବିମାନ ଦୁର୍ଘଟଣାରେ ଜୀବନ ଦେଲେ

ଅହମଦାବାଦ, ୧୨।୬:ଅହମଦାବାଦ୍‌ ବିମାନ ଦୁର୍ଘଟଣାରେ ଲଣ୍ଡନ ନିବାସୀ ଭାରତୀୟ ବଂଶୋଦ୍ଭବ ଅର୍ଜୁନ ମନୁଭାଇ ପଟୋଲିଆ(୩୬) ପ୍ରାଣ ହରାଇଛନ୍ତି। ସେ ତାଙ୍କ ସ୍ତ୍ରୀ ଭାରତୀବେନ୍‌ ଏବଂ ୪ ଓ ୮ ବର୍ଷର ୨ ଝିଅଙ୍କ ସହ ଲଣ୍ଡନରେ ବସବାସ କରୁଥିଲେ। କିଛି ସପ୍ତାହ ତଳେ ଭାରତୀବେନ୍‌ଙ୍କର ମୃତ୍ୟୁ ହୋଇଥିଲା।

ଲକ୍ଷେ ଟପିଲା ସୁନାଦର

ନୂଆଦିଲ୍ଲୀ,୧୪।୬: ଇସ୍ରାଏଲ-ଇରାନ ଉତ୍ତେଜନା ମଧ୍ୟରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଛି। ଲଗାତର ତୃତୀୟ ଦିନ ପାଇଁ ସୁନା ମୂଲ୍ୟ ବୃଦ୍ଧି ପାଇବା ସହ ୧୦ ଗ୍ରାମ ପ୍ରତି ଲକ୍ଷେ ଟପିଛି। ଜାତୀୟ ରାଜଧାନୀରେ ସୁନା ପ୍ରତି ୧୦ ଗ୍ରାମ ୧,୦୧,୫୪୦ ଟଙ୍କା ରେକର୍ଡ ସ୍ତରକୁ ପହଞ୍ଚିଛି। ଘରୋଇ ଫ୍ୟୁଚର୍ସ

ଦୁର୍ଘଟଣାଗ୍ରସ୍ତ ବିମାନର ଉଦଘାଟନ କରିଥିଲେ ରୂପାଣୀ, ୨ଥର ଟିକେଟ ବାତିଲ୍ କରି ଜୁନ୍ ୧୨କୁ ବାଛିଥିଲେ

ଅହମଦାବାଦ: ଅହମଦାବାଦରେ ହୃଦୟବିଦାରକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ସମ୍ପର୍କରେ ଆଉ ଏକ ଦୁଃଖଦ ସଂଯୋଗ ସାମ୍ନାକୁ ଆସିଛି। ଭାଗ୍ୟର ଖେଳ ଥିଲା ଯେ ରୂପାଣୀ ସେହି ଦୁର୍ଭାଗ୍ୟପୂର୍ଣ୍ଣ ବିମାନରେ ଚଢ଼ିଥିଲେ। ପ୍ରକୃତରେ, ଏହା

ନିଟ୍ ୟୁଜି ପରୀକ୍ଷା ଫଳ ପ୍ରକାଶ: ସ୍ନେହାଶିଷ ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ: ନିଟ୍ ୟୁଜି ପରୀକ୍ଷା-୨୦୨୫ ଫଳ ପ୍ରକାଶ ପାଇଛି। ଏହି ମେଡିକାଲ ପ୍ରବେଶିକା ପରୀକ୍ଷାରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ନିଟ୍ neet.nta.nic.inର ଅଫିସିଆଲ୍ ୱେବସାଇଟରେ ସେମାନଙ୍କର ଫଳାଫଳ ଦେଖିପାରିବେ। ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନଟିଏ)ମଧ୍ୟ ପାସ୍ କରିଥିବା

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ