Sign in
Sign in
Recover your password.
A password will be e-mailed to you.
ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭବନରେ ରହିବ ଓଡ଼ିଆ ଐତିହ୍ୟର ଝଲକ
ଭୁବନେଶ୍ୱର : ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି । ଓଡ଼ିଶା ଭବନରେ ଓଡିଆ ଐତିହ୍ୟର ଝଲକ ରହିବ । ରାଜ୍ୟର ସମୃଦ୍ଧ ପ୍ରସ୍ତର!-->…
ପୋଲାଭରମ ପ୍ରକଳ୍ପ କାମ ବନ୍ଦ କରାଯାଉ, CWC ଆଗରେ ବିଜେଡି ପ୍ରତିନିଧିଙ୍କ ଦାବି
ଭୁବନେଶ୍ୱର : ପୋଲାଭରମ ପ୍ରକଳ୍ପ କାମ ବନ୍ଦ କରାଯାଉ । ପୋଲାଭରମକୁ ନେଇ କେନ୍ଦ୍ରୀୟ ଜଳ କମିଶନଙ୍କୁ ଭେଟି ଦାବି ରଖିଲେ ବିଜେଡି ପ୍ରତିନିଧି ଦଳ । ଜଳ କମିଶନଙ୍କୁ ସ୍ମାରକପତ୍ର ଦେଲେ । ପୋଲାଭରମ ପାଇଁ ମାଲକାନଗିରିର ଅଧିକାଂଶ ଅଞ୍ଚଳ ପ୍ରଭାବିତ ହେବ । !-->…
ବ୍ରହ୍ମପୁର ମହିଳା ହତ୍ୟାକାଣ୍ଡ: କର୍ଣ୍ଣାଟକରୁ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର: ସ୍ଥାନୀୟ ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ଘଟିଥିବା ବହୁଚର୍ଚ୍ଚିତ ମହିଳା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତକୁ ବ୍ରହ୍ମପୁର ପୁଲିସ କର୍ଣ୍ଣାଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଉଛି ଶାନ୍ତନୁ କୁମାର ପାତ୍ର। ଏକ ସାମ୍ବାଦିକ ସମ୍ମିଳନୀରେ ବ୍ରହ୍ମପୁର!-->!-->!-->…
ଓଡ଼ିଶା ଏକତ୍ରିକରଣ ଆନ୍ଦୋଳନର ଅନ୍ୟତମ ସାଥୀ ସତ୍ୟ ନାରାୟଣ ରାଜଗୁରୁଙ୍କ ସ୍ମରଣେ….
ବ୍ରହ୍ମପୁର : ଆଜି ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଶା ଏକତ୍ରିକରଣ ଆନ୍ଦୋଳନର ସହଯୋଦ୍ଧା ଡ଼ା.ସତ୍ୟ ନାରାୟଣ ରାଜଗୁରୁଙ୍କ ଜୟନ୍ତୀ ପାଳନ ହୋଇଯାଇଛି l ଓଡ଼ିଶା ଚାଷୀ ମୁଲିଆ ସଂଘର ଗଂଜାମ ଜିଲ୍ଲା ସଭାପତି ଆଇନଜୀବି ଅବନୀ ଗୟାଙ୍କ!-->…
ଭାରତ-ଚୀନ ସୀମା ବିବାଦ: ଅଜିତ ଡୋଭାଲ ଓ ଚୀନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ: ଆମେରିକାରର ଟାରିଫ୍ ୱାର ମଧ୍ୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ନୂଆଦିଲ୍ଲୀରେ ଉଭୟ ଭାରତ-ଚୀନ ସୀମା ବିବାଦ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକ ସୀମା ବିବାଦର ସମାଧାନ ଏବଂ ପ୍ରକୃତ!-->…
ହ୍ବାଇଟ୍ ହାଉସରେ ଏକାଠି ହେଲେ ଟ୍ରମ୍ପ-ଜେଲେନସ୍କି, ଯୁଦ୍ଧ ବିରତି ନେଇ ଆଲୋଚନା
ସୋମବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏବଂ ୟୁରୋପୀୟ ନେତାମାନଙ୍କ ସହ ସାକ୍ଷାତ କରିଛନ୍ତି । ହ୍ୱାଇଟ୍ ହାଉସରେ ଗୁରୁତ୍ୱପୂର୍ଣ୍ଣ ବୈଠକଟ୍ରମ୍ପ ଏହାକୁ ‘ସଫଳ ଦିନ’ ବୋଲି କହିଥିଲେ, କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା!-->…
ଇଲେକ୍ଟ୍ରୋନିକ୍ସ ଷ୍ଟୋରରେ ଅଗ୍ନିକାଣ୍ଡ, ୩ ମୃତ, ଜଣେ ଆହତ
ଦିଲ୍ଳୀ : ପଶ୍ଚିମ ଦିଲ୍ଲୀର ରାଜା ବଗିଚାରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ଏହି ଘଟଣା ପ୍ରାୟ ଗତକାଲି ଅପରାହ୍ଣରେ ଘଟିଥିବା ସୂଚନା ମିଳିଛି । ସୂଚନା ପାଇବା ମାତ୍ରେ!-->…
ମୁମ୍ବାଇରେ ବର୍ଷାର ତାଣ୍ଡବ: ୭ ମୃତ: ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ
ମୁମ୍ବାଇ ଏବଂ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ନିରନ୍ତର ପ୍ରବଳ ବର୍ଷା ହେଉଛି, ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରବାହିତ କରିଛି । ମୁମ୍ବାଇ, ଥାନେ, ପାଲଘର ଏବଂ ନଭି ମୁମ୍ବାଇର ଅନେକ ଅଞ୍ଚଳରେ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ପରିସ୍ଥିତି ଖରାପ ରହିଛି । ଆଇଏମଡି ଥାନେ ଏବଂ ପାଲଘର!-->…
ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅନ୍ତରୀକ୍ଷରୁ ଆଣିଥିବା ଫଟୋ ଉପହାର ଦେଲେ ଶୁଭାଂଶୁ ଶୁକ୍ଲା
ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ ହେବା!-->…
ପକ୍ଷୀମାଡ଼ ଯୋଗୁଁ ବିମାନେର ଲାଗିଲା ନିଆଁ, ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ୩୦୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କ…
ପୁଣି ବର୍ତ୍ତିଗଲା ବଡ଼ ବିମାନ ଦୁର୍ଘଟଣା । ବଞ୍ଚିଗଲା ୩୦୦ ଯାତ୍ରୀଙ୍କ ଜୀବନ । ଉଡ଼ାଣ ଭରିବାର କିଛି ସମୟ ଭିତରେ ବିମାନରେ ଲାଗିଗଲା ନିଆଁ । ଏହି ଘଟଣାର ୧୮ ସେକେଣ୍ଡର ଭିଡିଓ ଭାଇରଲ ହେବାରେ ଲାଗିଛି । ଯାହାକୁ ଦେଖି ଲୋକ ଭୟଭୀତ ହୋଇଛନ୍ତି ।
ଖବର ମୁତାବକ, ଗ୍ରୀସରୁ କର୍ଫୁରୁ ଉଡ଼ାଣ!-->!-->!-->…