Sign in
Sign in
Recover your password.
A password will be e-mailed to you.
ଝାଟିମାଟି କୁଡିଆରୁ ଦିଲ୍ଲୀର ବିଜ୍ଞାନଭବନ ଯାତ୍ରା କଲେ ଚାଷୀ ପୁଅ
ବ୍ରହ୍ମପୁର: ଝାଟିମାଟି କୁଡିଆରୁ ଦିଲ୍ଲୀର ବିଜ୍ଞାନଭବନ ଯାତ୍ରା । ଘରକୁ ଖୁସି ଆଣିଦେଲେ ଚାଷୀ ପୁଅ । ପ୍ରଧାନମନ୍ତ୍ରୀଙ୍କ ମନ ଜିଣିଲେ ଓଡ଼ିଆ ଚାଷୀ ଘର ପୁଅ । ଏ ଯୁବକ ଜଣେ ଏମିତି ପ୍ରତିଭା ଯାହାଙ୍କୁ ପ୍ରଧାନମନ୍ତ୍ରୀ ପୁରସ୍କୃତ କରିଛନ୍ତି ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପ୍ରଶଂସିତ!-->…
ଜମ୍ମୁ କାଶ୍ମୀର ସୁରକ୍ଷା ସମୀକ୍ଷା କଲେ ଗୃହମନ୍ତ୍ରୀ ଅମିତ ଶାହ
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରରେ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପ୍ରମୁଖ ସୁରକ୍ଷା ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ ଗୋବିନ୍ଦ ମୋହନ, ଗୁଇନ୍ଦା!-->…
ରିଙ୍କୁ ସିଂହଙ୍କୁ ଦାଉଦ ଗ୍ୟାଙ୍ଗ ପକ୍ଷରୁ ଧମକ
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ଷ୍ଟାର ଖେଳାଳି ରିଙ୍କୁ ସିଂହଙ୍କୁ ଅଣ୍ଡରୱାଲ୍ଡରୁ ଧମକ ମିଳିଛି । ସୂଚନା ଅନୁଯାୟୀ ରିଙ୍କୁ ସିଂହଙ୍କୁ ଏହି ଧମକ ଦାଉଦ ଗ୍ୟାଙ୍ଗ ଦ୍ୱାରା ଦିଆଯାଇଥିଲା । ଏହି ଘଟଣାରେ ପୁଲିସ କିଛି ବ୍ୟକ୍ତିବିଶେଷଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।
ଏହାକୁ ମିଶାଇ!-->!-->!-->…
କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା ଆଇନ୍ -୨୦୧୩ ଉପରେ ଦିନିକିଆ ତାଲିମ୍ ଶିବିର
ଛତ୍ରପୁର : କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା ଆଇନ୍ -୨୦୧୩ ଉପରେ ଦିନିକିଆ ତାଲିମ୍ ଶିବିର ଜିଲ୍ଲାପାଳଙ୍କ ସଦ୍ଭାବନା ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଡ. ପ୍ରମୋଦ କୁମାର ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା ସୁସ୍ଥ ରହିଲେ ପରିବାର ସଶକ୍ତହୋଇ!-->…
ମମତା ସରକାରଙ୍କୁ ୨୪ ଘଣ୍ଟିଆ ମହଲତ: ଆଇନ ଶୃଙ୍ଖଳା ନ ସୁଧାରିଲେ ହେବ ସାମ୍ବିଧାନିକ କାର୍ଯ୍ୟାନୁଷ୍ଠାନ
କଲକାତା: ପଶ୍ଚିମବଙ୍ଗର ଜଳପାଇଗୁଡ଼ିରେ ବିଜେପି ସାଂସଦ ଖଗେନ ମୁର୍ମୁ ଏବଂ ବିଧାୟକ ଶଙ୍କର ଘୋଷଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି ଉଷ୍ମ ହେବାରେ ଲାଗିଛି। କ୍ଷମତାସୀନ ତୃଣମୂଳ କଂଗ୍ରେସ ସମର୍ଥକମାନେ ଏହି ଆକ୍ରମଣ କରିଥିବାବେଳେ ବିଜେପି ଏହାକୁ ଗୁରୁତ୍ବର ସହ ଗ୍ରହଣ!-->…
ଚିରାଗ ଏନ୍ଡିଏ ଆସନ ବୁଝାମଣାରେ କଣ୍ଟା
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ଶାସକ ଏନଡିଏ ଓ ବିରୋଧୀ ମହାମେଣ୍ଟ ଆସନ ବୁଝାମଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ ବୁଝାମଣା ପ୍ରକ୍ରିୟା ଶେଷ ପରେ ମେଣ୍ଟର ଅଂଶୀଦାର ଦଳଗୁଡିକ ସେମାନଙ୍କର ପ୍ରାର୍ଥୀ ଘୋଷଣା ଆରମ୍ଭ କରିବେ। ଇତି ମଧ୍ୟରେ ଏନଡିଏ!-->…
ଉତ୍କଳମଣିଙ୍କ ପ୍ରତି ଅସମ୍ମାନ : କ୍ଷୋଭ ପ୍ରକାଶ କଲେ ବୁଦ୍ଧିଜୀବୀ
ବ୍ରହ୍ମପୁର : ଆଜି ଅକ୍ଟୋବର ୯ ତାରିଖ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀରେ ଆଜି ବ୍ରହ୍ମପୁର ଗିରିରୋଡ ସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଠାରେ ଏକ ଅଭାବନୀୟ ପରିସ୍ଥିତି ଦୃଷ୍ଟି ଗୋଚର ହୋଇଛି l ବ୍ରହ୍ମପୁର ମହାନଗର ନିଗମ କତୃପକ୍ଷ ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀରେ!-->…
ସାହିତ୍ୟ ପାଇଁ ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ମିଳିଲା ନୋବେଲ ପୁରସ୍କାର
ହଙ୍ଗେରୀ : ସାହିତ୍ୟରେ ନୋବେଲ ପୁରସ୍କାର ଘୋଷଣା ହୋଇଛି । ହଙ୍ଗେରୀ ଲେଖକ ଲାସଲୋ କ୍ରାସ୍ନାହୋରକାଇଙ୍କୁ ସାହିତ୍ୟରେ ନୋବେଲ ପୁରସ୍କାର ମିଳିବ । ତାଙ୍କର ଉପନ୍ୟାସ ହର୍ସଟ୍ ୦୭୭୬୯ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ ।
୧୯୫୪ ମସିହାରେ ହଙ୍ଗେରୀ ଓ ରୋମାନିଆ ସୀମାରେ ଥିବା!-->!-->!-->…
ଶୋଇଥିବା ବେଳେ ସ୍ବାମୀ ଉପରେ ଗରମ ତେଲ ଢାଳିଲା ସ୍ତ୍ରୀ
ଦିଲ୍ଲୀ : ଦିଲ୍ଲୀର ମଦନଗିରିରେ ଘଟିଛି ଏକ ଅଭାବନୀୟ ଘଟଣା । ଜଣେ ୨୮ ବର୍ଷୀୟ ସ୍ବାମୀ ନିଜ ସ୍ତ୍ରୀ ଉପରେ କରିଛନ୍ତି ଅଭିଯୋଗ । ତାହା ହେଉଛି ଶୋଇଥିବା ସମୟରେ ସ୍ତ୍ରୀ ଫୁଟୁଥିବା ଗରମ ତେଲକୁ ତାଙ୍କ ଉପରେ ଢାଳିବା ସହ ଲଙ୍କା ଗୁଣ୍ଡ ଛିଞ୍ଚି ଦେଇଥିଲେ । ଏହା ସହ ତାଙ୍କ ସ୍ତ୍ରୀ ଧମକ!-->…
ନିର୍ବାଚନ ପୂର୍ବରୁ ତେଜସ୍ବୀଙ୍କ ବଡ଼ ଘୋଷଣା, ଦଳ ସରକାରକୁ ଆସିଲେ ପ୍ରତି ପରିବାରକୁ ମିଳିବ ସରକାରୀ ଚାକିରି
ବିହାର : ରାଷ୍ଟ୍ରୀୟ ଜନତା ଦଳ(RJD) ନେତା ତଥା ବିହାରର ପୂର୍ବ ଉପ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ବିହାର ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି । ତେଜସ୍ବୀ କହିଛନ୍ତି, ଆମେ ସରକାରକୁ ଆସିବା ପରେ ପ୍ରତି ପରିବାରରେ ସରକାରୀ ଚାକିରି ଦେବୁ ।
ପାଟନାରେ ଏକ ପ୍ରେସ କନଫରେନ୍ସରେ!-->!-->!-->…