Sign in
Sign in
Recover your password.
A password will be e-mailed to you.
ଭାଲୁ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ
ନୀଳଗିରି: ନୀଳଗିରି ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ମହିଳା ମୃତ। ମୃତ ମହିଳା ନୀଳଗିରି ଥାନା ଅଧିନ ସଜନାଗଡ଼ ପଞ୍ଚାୟତ ପାଣବନ୍ଧ ଗାଁର ଚନ୍ଦ୍ର ମୋହନ ନାୟକଙ୍କ ସ୍ତ୍ରୀ ଶାନ୍ତିଲତା ନାୟକ। ସକାଳୁ ଉଭୟ ସ୍ଵାମୀ ଓ ସ୍ତ୍ରୀ ଦୁଇଜଣ ପାଖ!-->…
ବାପାକୁ ଟାଙ୍ଗିଆରେ ହାଣି ପୋତିଦେଲା ପୁଅ !
ଦେବଗଡ : ପରେ ବାପାଙ୍କୁ ମାଟିରେ ପୋତିଦେଲା ପୁଅ। ବାରକୋଟ ଥାନା ଔତଳ ଗାଁରେ ନିର୍ମମ ହତ୍ୟାକାଣ୍ଡ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ବୁଧବାର ସକାଳେ ପୁଅ ହୃଦାନନ୍ଦ ବେହେରା ଘରେ ଥିବା ଏକ ମେଣ୍ଢା କୁ ବିକ୍ରି ପାଇଁ ଜିଦ ଧରିଥିଲା। ମାତ୍ର ବାପା ବଳଭଦ୍ର ବେହେରା (୬୨) ଏହାକୁ ବିରୋଧ!-->…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।
!-->!-->…
କାମାକ୍ଷାନଗରରେ ପୁଣି ବାଘ ଆତଙ୍କ
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି। ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ କାଦବସନ୍ତ ଗାଁରେ ଏକ ଗାଇକୁ ଜଙ୍ଗଲ ଭିତରକୁ ଘୋଷାଡି ନେଇ ମାରିଦେଇଥିବା ଜଣାପଡିଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ବାଘକୁ ଠାବ!-->…
ବାଲିଯାତ୍ରା ପଡ଼ିଆ ହେବ ‘ନୋ ଡ୍ରୋନ୍ ଜୋନ୍
କଟକ : ବାଲିଯାତ୍ରା ସମୟରେ ବାଲିଯାତ୍ରା ପଡ଼ିଆଠାରୁ ୫ କି.ମି. ପରିଧି ଭିତରେ ଉଡିପାରିବନି ଡ୍ରୋନ୍। ନଭେମ୍ବର ୧ରୁ ନଭେମ୍ବର ୧୫ ଯାଏ, ତଳ ଓ ଉପର ବାଲିଯାତ୍ରା ପଡ଼ିଆକୁ ନୋ ଡ୍ରୋନ୍ ଜୋନଭାବେ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ବାଲିଯାତ୍ରା ୫ ନଭେମ୍ବରରୁ ୧୨ ନଭେମ୍ବର!-->…
ଜେଜେମା’ର ଅନ୍ତ୍ୟେଷ୍ଟିରେ ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲା ନାତି
ଭଦ୍ରକ : ଜେଜେମାଆର ଅନ୍ତ୍ୟେଷ୍ଟି ରେ ନାତି ମୃତ। ଭଦ୍ରକ ତେସିଙ୍ଗା ପଞ୍ଚାୟତ କୁଶଗଡିଆ ଗାଁରେ ଅଭାବନୀୟ ଘଟଣା। ଜେଜେମା ଶବ ସତ୍କାର ସାରି ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ି ନାତିର ମୃତ୍ୟୁ। ଗତକାଲି ରାତିରେ ପ୍ରେମଲତା ମଲ୍ଲିକଙ୍କ ମୃତ୍ୟୁ!-->…
୨୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଓଏଏସ ଅଧିକାରୀ
କଟକ: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗଞ୍ଜାମ ବେଲଗୁଣ୍ଠା ଏନଏସି ନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ବକେୟା ଦରମା କରାଇ ଦେବା ପାଇଁ ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ଏହି କାମ ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ।
ସୂଚନା ମୁତାବକ,!-->!-->!-->…
କଳାକାରମାନେ କାହାରି ଅବଜ୍ଞାର ପାତ୍ର ନୁହନ୍ତି : କଣ୍ଠଶିଳ୍ପୀ ଶୈଳଭାମା
ଭୁବନେଶ୍ଵର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ସଂଘ" ପକ୍ଷରୁ ସ୍ଥାନୀୟ ହସପାଳ ସ୍ଥିତ ଏସ. ଆର୍. ଏମ୍. ଷ୍ଟୁଡିଓ ପରିସରରେ ଏକ କଳାକାର ସମାବେଶ ମହାସଂଘ ସଭାପତି ସୀମାନ୍ତ ନଟରାଜ ଡଃ. ତିରୁପତି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥିତଯଶା!-->…
ମହୁମାଛି ଆକ୍ରମଣରେ ୭ ଗୁରୁତର
କାମାକ୍ଷାନଗର : ମହୁମାଛି ଆକ୍ରମଣରେ ୭ ଗୁରୁତର । ଢେଙ୍କାନାଳ ପରଜଙ୍ଗ ଥାନା ବସୁଲେଈ ଗାଁରେ ଘଟଣା ଘଟିଛି । ରେଙ୍ଗାଳି କେନାଲ ରାସ୍ତାରେ ଲୋକ ଯିବା ଆସିବା କରୁଥିବାବେଳେ ହଠାତ୍ ଆକ୍ରମଣ କରିଥିଲେ ମହୁମାଛି । ଫଳରେ ଅଙ୍ଗନବାଡି ଦିଦି ଭାନୁମତି ସାହୁଙ୍କ ସମେତ ୬ଜଣ ଗୁରୁତର ହୋଇଛନ୍ତି । !-->…
ଓୟୁଟିଆରର ଚତୁର୍ଥ ପ୍ରତିଷ୍ଠା ଦିବସରେ ଯୋଗ ଦେଲେ ରାଜ୍ୟପାଳ : ଛାତ୍ରଛାତ୍ରୀମାନେ ନବସୃଜନର ନେତୃତ୍ୱ ନେବାକୁ…
ଭୁବନେଶ୍ୱର : ଛାତ୍ରଛାତ୍ରୀମାନେ ଶିକ୍ଷାର ଉପଯୋଗ କରି ଭାରତର ଆତ୍ମନିର୍ଭରଶୀଳତାକୁ ସୁଦୃଢ଼ କରିବା ପାଇଁ ଅର୍ଥପୂର୍ଣ୍ଣ ନବସୃଜନ ଏବଂ ସ୍ଥାୟୀ ସମାଧାନ ସୃଷ୍ଟି କରିବାକୁ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି I ଓଡ଼ିଶା ପ୍ରଯୁକ୍ତିବିଦ୍ୟା ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ!-->…