Sign in
Sign in
Recover your password.
A password will be e-mailed to you.
ଟ୍ରେନରୁ ୨୦ ପାର୍ସିଆନ ବିଲେଇ ଜବତ, ଦମ୍ପତି ଅଟକ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ରେଳ ଷ୍ଟେସନରୁ ଉଦ୍ଧାର ହେଲା ୨୦ଟି ଇଂପୋର୍ଟେଡ଼ ପାର୍ସିଆନ ବିଲେଇ । ମୁମ୍ବାଇ ଶାଳୀମାର ଟ୍ରେନରେ ବଡ଼ ଛୋଟ ମିଶାଇ ୨୦ ଟି ପାର୍ସିଆନ ବିଲେଇକୁ ଏକ ଦମ୍ପତି ମୁମ୍ବାଇରୁ ଆଣି କଲିକତା ସାନ୍ତ୍ରାଗାଛିକୁ ନେଇ ଯାଉଥିଲେ ବୋଲି ଆରପିଏଫ ତରଫରୁ!-->…
ପ୍ରେମୀ ଯୁଗଳକୁ ଉଦ୍ଧାର ବେଳେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ
କଣ୍ଟାବାଞ୍ଜି: ହଟ୍ଟହଟ୍ଟା ହେଲେ ପୋଲିସ । ପ୍ରେମୀ ଯୁଗଳକୁ ଉଦ୍ଧାର କରିବା ସମୟରେ ଜନସାଧାରଣଙ୍କ ସହ ପୋଲିସର ଧସ୍ତାଧସ୍ତି । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।
ବିରିପାଲି ଗାଁରେ ଲୁଚି ରହିଥିବା ପ୍ରେମୀ ଯୁଗଳଙ୍କୁ!-->!-->!-->…
ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ: କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ଭୀଷଣ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ହୋଇଛି । ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ!-->…
ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଦୁର୍ଘଟଣାଗ୍ରସ୍ତ ବୀର ଯବାନଙ୍କ ଜୀବନ
କନ୍ଧମାଳ : କାନ୍ଧରେ ଧରିଥାଆନ୍ତି ଯବାନଙ୍କ ମରଶରୀର । ପଛରେ ପରିବାର ଲୋକଙ୍କ ଠାରୁ ଆରମ୍ଭ କରି ବନ୍ଧୁ ପରିଜନ ସମସ୍ତେ ଯାଉଥାଆନ୍ତି ଗାଁ ଶଶ୍ମାନକୁ। ଛଳ ଛଳ ଆଖିରେ ବୀର ପୁଅକୁ ଶେଷ ବିଦାୟ ଦେଉଛନ୍ତି । ସାଥୀ ଯବାନ ଓ ଅଞ୍ଚଳବାସୀଙ୍କ ରାମ ନାମ ସତ୍ୟ ହେ ବୀର ଯବାନ ଅମର ରହେ… ଅମର!-->…
ଯନ୍ତ୍ରୀ ସୁରେନ୍ଦ୍ରଙ୍କ ଘରୁ ମିଳିଲା ନଗଦ ୧ ଲକ୍ଷ ୨୫ ହଜାର ଟଙ୍କା,ଏକକାଳୀନ ୮ସ୍ଥାନରେ ଚାଲିଛି ରେଡ୍
ଅନୁଗୁଳ : ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ରେଡ୍ ବେଳେ ବିପୁଳ ସମ୍ପତ୍ତି ଠାବ । ସୁରେନ୍ଦ୍ରଙ୍କର ରହିଛି ୨ଟି ବହୁତଳ ଘର, ୨ଟି ଫ୍ଲାଟ ଓ ୪ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି। ୩ଟି ଦୁଇ ଚକିଆ ଯାନ ଥିବା ଜଣାପଡିଛି । ଯାଞ୍ଚ ବେଳେ ଘର ଭିତରୁ!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା,ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାଗ…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ବ୍ୟାଡମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା । ପ୍ୟାରିସ ଅଭିଯାନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଦୁଇ ସଟଲର ଭଉଣୀ । ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ!-->…
ଅପେରାରେ ସାପ ସହ ଅଭିନୟ: ଭିଡିଓ ଭାଇରାଲ
ଅନୁଗୋଳ : ପୁଣି ମଞ୍ଚରେ ଜୀବନ୍ତ ସାପ । ଅପେରାରେ ପୁଣି ସାପ ଧରି ଅଭିନେତାଙ୍କ ଅଭିନୟ । ଅନୁଗୋଳ ସହର ଉପକଣ୍ଠ ନତଡ଼ାଗାଁରେ ଗତକାଲି ରାତିରେ ଏକ ଅପେରାରେ ନାଟକ ପରିବେଷଣର ଭିଡିଓ ଭାଇରାଲ ହେଉଛି । ଜୀବନ୍ତ ସାପ ସହ ଅଭିନୟ କରିଛନ୍ତି ଅଭିନେତା । ସାପଟି!-->…
ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକୃଷ୍ଣନ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ନୂଆଦିଲ୍ଲୀ : ବର୍ତ୍ତମାନ ମହାରାଷ୍ଟ୍ରର ରାଜ୍ୟପାଳ ଥିବା ଚନ୍ଦ୍ରପୁରମ ପନ୍ନୁସାମି ରାଧାକୃଷ୍ଣନଙ୍କୁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ( ଏନଡିଏ) ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି ।ଆଜି ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର!-->…
ସାନଶାରୋଳ ଗ୍ରାମରେ ଲକ୍ଷ୍ମୀନାରାୟଣ ମନ୍ଦିରର ରତ୍ନମୁଦ ପ୍ରତିଷ୍ଠା ଉତ୍ସବ
ଜଗତସିଂହପୁର/ଝଙ୍କଡ଼ : ବାଣୀକ୍ଷେତ୍ର ଝଙ୍କଡ଼ ପ୍ରଗଣାର , ତିର୍ତ୍ତୋଲ ବ୍ଲକ, ଗୋପାଳ ପୁର ପଞ୍ଚାୟତ ଅଧିନ ସାନଶାରୋଳ ଗ୍ରାମରେ ପୂଜାପାଇ ଆସୁଥିବା ଗାଦିବ୍ରହ୍ମ ସ୍ୱରୂପ ଲକ୍ଷ୍ମୀ ନାରାୟଣ ଠାକୁର ସ୍ୱପ୍ନାଦେଶ ଅନୁସାରେ ଏକ ନବନିର୍ମିତ ଭବ୍ୟ ମନ୍ଦିର ର ରତ୍ନମୁଦ ପ୍ରତିଷ୍ଠା ଉତ୍ସବ ପବିତ୍ର!-->…
ସହରାଞ୍ଚଳରେ ନାଗରିକ ସେବାରେ ପରିବର୍ତ୍ତନ ଲାଗି ଆର. ଟି. ପି. ଏସ୍. ଅଧିନିୟମ ସମ୍ପର୍କିତ ବୈଠକ
ଭୁବନେଶ୍ବର:“ନାଗରିକ-ପ୍ରଥମ” ଶାସନ ପ୍ରତି ପ୍ରତିବଦ୍ଧତାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଉଛି l ସହରାଞ୍ଚଳ ଶାସନ ଏବଂ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସୁଦୃଢ଼ କରିବା ଉପରେ ଧ୍ୟାନ ଦେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଜନସେବା ଅଧିକାର!-->…