Sign in
Sign in
Recover your password.
A password will be e-mailed to you.
ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ପୁରୀ : ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି । ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ!-->…
ମୁଁ ନିଜେ ତାକୁ ଦଣ୍ଡ ଦେବି; ରାଜାଙ୍କ ପରିବାର ଆଗରେ ଏଭଳି କହିଲେ ସୋନମର ଭାଇ
ଇନ୍ଦୋର: ରାଜା ରଘୁବଂଶୀ ହତ୍ୟା ମାମଲାର ତଦନ୍ତ ଯେତେ ଯେତେ ଆଗକୁ ବଢ଼ୁଛି, ସେତେ ସେତେ ନୂଆ ନୂଆ ଖୁଲାସା ହେବାରେ ଲାଗିଛି। ରାଜାଙ୍କ ପତ୍ନୀ ସୋନମ ଏବଂ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଅନ୍ୟ ଚାରି ଜଣ ଅଭିଯୁକ୍ତ ପୁଲିସର ପଚରାଉଚରା ମଧ୍ୟରେ ସେମାନଙ୍କର ଅପରାଧ ସ୍ୱୀକାର କରିଛନ୍ତି। ଗୋଟିଏ!-->…
ଆଗକୁ ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ: ମନ୍ତ୍ରୀ
ଭୁବନେଶ୍ବର: ଏଥର ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ ସେଥିପାଇଁ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ!-->…
ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା
ପୁରୀ : ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ । ଟାଉନ ଥାନା ଅନ୍ତର୍ଗତ ଗୁଡ଼ିଆ ସାହିରେ ଘଟିଛି ହତ୍ୟା । ସ୍ନାନ ପୂର୍ଣ୍ଣିମା ପାଇଁ ୭୦ପ୍ଲାଟୁନ ରୁ ଅଧିକ ଫୋର୍ସ ମୁତୟନ ରହିଥିବାବେଳେ ଦିବା ଲୋକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ!-->…
ରାଜା ରଘୁବଂଶୀ ହତ୍ୟା କରିଥିବା କଥାକୁ ଶେଷରେ ସ୍ବୀକାର କଲେ ସୋନମ
ନୂଆଦିଲ୍ଲୀ: ଇନ୍ଦୋରର ବ୍ୟବସାୟୀ ରାଜା ରଘୁବଂଶୀ ହତ୍ୟା ମାମଲାର ସମସ୍ତ ପାଞ୍ଚ ଅଭିଯୁକ୍ତଙ୍କୁ ସିଲଂ କୋର୍ଟରେ ହାଜର କରାଯିବାର ପ୍ରକ୍ରିୟା ଚାଲିଛି। କୋର୍ଟରୁ ପୁଲିସ ସମସ୍ତ ଅଭିଯୁକ୍ତଙ୍କୁ ୧୦ ଦିନିଆ ରିମାଣ୍ଡ ନେଇ ଅପରାଧସ୍ଥଳକୁ ନେଇଯିବାର ବ୍ୟବସ୍ଥା କରିଛି। ସେଠାରେ ରାଜାଙ୍କ ହତ୍ୟାର!-->…
ପୁଣି ବଢିଲା ସୁନା ଦର
ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ବଢିଲା ସୁନା ଦର। ଗତ କିଛି ଦିନ ଲଗାତାର ସୁନା ଦର କମିଚାଲିଥିଲା। ହେଲେ ଏବେ ସୁନା ଦର ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ପୁଣି ଲକ୍ଷେ ଟପିଯିବ କି ସୁନ ମୂଲ୍ୟ ନେଇ ଗ୍ରାହକଙ୍କ ମନରେ ଛନକା। ଜୁନ୍ ୧୧ ଅର୍ଥାତ୍ ବୁଧବାର ବୃଦ୍ଧି ପାଇଛି!-->…
AI କ୍ୟାମେରା ନଜରରେ ରହିଛି ପୁରୀ ସହର
ପୁରୀ : ଆଜି ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ହୋଇଛି । ଏନେଇ ଭକ୍ତଙ୍କ ଗହଳିକୁ ନଜର ରଖି ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୭୦ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ୪୫୦ଜଣ ଅଧିକାରୀଙ୍କୁ!-->…
ୟୁପି ନେତାଙ୍କ ବେକରେ ଫୁୁଲମାଳ ପକାଇ ମାଡ଼ ମାରିଲେ ପୂର୍ବତନ ଦଳୀୟ ସହକର୍ମୀ
ଜୌନପୁର: ୟୁପି ନେତାଙ୍କ ବେକରେ ଫୁୁଲମାଳ ପକାଇ ମାଡ଼ ମାରିଲେ ପୂର୍ବତନ ଦଳୀୟ ସହକର୍ମୀ। ସୁହେଲଦେବ ସ୍ୱାଭିମାନ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମହେନ୍ଦ୍ର ରାଜଭରଙ୍କୁ ତାଙ୍କ ପୂର୍ବତନ ଦଳର ନେତା ଚାପୁଡ଼ା ମାରିଥିବା ଜଣାଯାଇଛି। ଉତ୍ତର ପ୍ରଦେଶର ଜୌନପୁର ଜିଲ୍ଲାରେ ଏକ କାର୍ଯ୍ୟକ୍ରମରେ ଏହି!-->…
ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ହୋଇଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଯାଜପୁର: ଧର୍ମଶାଳା ଅଞ୍ଚଳରେ ମଙ୍ଗଳବାରଠାରୁ ଅଚାନକ ଶତାଧିକ ରୋଗୀ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ଅଞ୍ଚଳର ଅନେକ ପଞ୍ଚାୟତର ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ମେଡିକାଲ ପରିସରରେ ରୋଗୀ ଓ ପରିବାର!-->…
ଯାଜପୁରରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି: ୨ ଜଣ ମୃତ, ୫୦୦ ଆକ୍ରାନ୍ତ
ଯାଜପୁର: ଯାଜପୁରରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ଆଉ କିଛି ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଡାଇରିଆରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଶହରୁ ଅଧିକ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ଦାନଗଦି ବ୍ଲକ ତକାଇଲୋ ଗାଁର ୬୨ ବର୍ଷୀୟ ସୁଦର୍ଶନ ପାତ୍ର!-->…