Sign in
Sign in
Recover your password.
A password will be e-mailed to you.
ମେଘାଳୟ ସରକାରଙ୍କୁ କ୍ଷମା ମାଗି ରାଜାଙ୍କ ଭାଇ କହିଛନ୍ତି,‘ସୋନମଙ୍କ ଭଳି ମହିଳାଙ୍କ ପାଇଁ ନଷ୍ଟ ହୋଇଯାଇଛି ୭ଟି…
ନୂଆଦିଲ୍ଲୀ: ଇନ୍ଦୋରର ବ୍ୟବସାୟୀ ସୋନମ ରଘୁବଂଶୀଙ୍କ ହତ୍ୟା ମାମଲାର ଯାଞ୍ଚ ଯେତେ ଆଗକୁ ବଢ଼ୁଛି ନୂଆନୂଆ ତଥ୍ୟ ସେତେ ସାମ୍ନାକୁ ଆସିବାରେ ଲାଗିଛି।
ଯାଞ୍ଚ ଏଜେନ୍ସିଙ୍କ କହିବାନୁଯାୟୀ ମୃତ ରାଜାଙ୍କ ଭାଇ ସଚିନ ରଘୁବଂଶୀ ମେଘାଳୟ ସରକାରଙ୍କୁ କ୍ଷମା ମାଗିଛନ୍ତି। ସଚିନ କ୍ଷମା ମାଗି!-->!-->!-->…
ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡ଼ିବ ଜୋରିମାନା
କଟକ: ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜୋରିମାନା। କଟକ ମହାନଗର ନିଗମ (ସିଏମସି) ଆବର୍ଜନା ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏଭଳି କଠୋର ବ୍ୟବସ୍ଥା ଆପଣାଇବାକୁ ଯାଉଛି। ଘରୋଇ ଲୋକେ ରାସ୍ତାରେ ଅଳିଆ ଫିଙ୍ଗିଲେ ୧୦୦ ଟଙ୍କା ଓ ବ୍ୟବସାୟୀମାନେ ରାସ୍ତାରେ ଫିଙ୍ଗିଲେ!-->…
ପାର୍ଟ ପ୍ଲଟ୍ ବିକ୍ରି ପାଇଁ ହଟିଲା କଟକଣା, ଥରକେ ବିକ୍ରି କରିହେବ ୫ ଶହ ବର୍ଗମିଟର
ଭୁବନେଶ୍ୱର : ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଖୋଲିଲା । ଏବେ ୫ ହଜାର ୨୦୦ ସ୍କୋୟାର ଫୁଟ ପାର୍ଟ ପ୍ଲଟ ବିକିବା ପାଇଁ ସମସ୍ତ କଟକଣା ହଟିଲା । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
ଏହା ମଧ୍ୟ ମନ୍ତ୍ରୀ କହିଛନ୍ତି ଯେ ପ୍ଲଟିଂ କରି!-->!-->!-->…
୭୮ତମ ଜନ୍ମଦିନରେ ୭୮କିଲୋର ଲଡୁ କାଟିଲେ ଲାଲୁ ଯାଦବ
ପଟନା: ଆଜି ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ୭୮ତମ ଜନ୍ମଦିନ। ଏହି ଅବସରରେ ଦଳୀୟ କର୍ମୀଙ୍କଠାରୁ ଆରମ୍ଭ କରି ସମର୍ଥକ ପର୍ଯ୍ୟନ୍ତ, ସମସ୍ତେ ରାଜ୍ୟବ୍ୟାପୀ ଜନ୍ମଦିନ ପାଳନ କରୁଛନ୍ତି। ନିଜ ଜନ୍ମଦିନ ଅବସରରେ ଲାଲୁ ଯାଦବ!-->…
ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଚେତାବନୀ ଦେଲା ରାଜ୍ୟ ପରିବହନ ମଞ୍ଚ
ଭୁବନେଶ୍ଵର: ରାଜ୍ୟରେ ଯାନବାହାନଗୁଡ଼ିକୁ ଚେକିଂ କରିବା କ୍ଷମତା ପୋଲିସକୁ ଦେବା ପ୍ରସଙ୍ଗକୁ ବିରୋଧ ସହିତ ୭ ଦଫା ଦାବିରେ ଏକାଠି ହୋଇଛନ୍ତି ବସ୍, ଟ୍ରକ୍, ମିନିଟ୍ରକ୍ ମାଲିକଙ୍କ ସମେତ ଡ୍ରାଇଭର ସଂଘ। ଆସନ୍ତା ମାସ ୮ ତାରିଖ ସୁଦ୍ଧା ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ମହଲତ ଦେଲା!-->…
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ପାଇଁ ଆଶୀର୍ବାଦ ଭିକ୍ଷା…
ପୁରୀ: ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କର ସମ୍ପନ୍ନ ହେଉଥିବା ସ୍ନାନଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ସ୍ନାନଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।
ଏହା ସହିତ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ଦେବସ୍ନାନ!-->!-->!-->…
ଦଳାଚକଟା ଘଟଣାରେ ବିଜେପିର ଇସ୍ତଫା ଦାବିକୁ “ସମ୍ପୂର୍ଣ୍ଣ ରାଜନୈତିକ” ବୋଲି କହିଲେ ଖର୍ଗେ
ବେଙ୍ଗାଲୁରୁ: ଆରସିବି ଦଳାଚକଟା ଘଟଣାରେ ବିଜେପିର ଇସ୍ତଫା ଦାବିକୁ "ସମ୍ପୂର୍ଣ୍ଣ ରାଜନୈତିକ" ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖର୍ଗେ।
ବେଙ୍ଗାଲୁରେ ଆରସିବି କାର୍ଯ୍ୟକ୍ରମରେ ଦଳାଚକଟା ଘଟଣାରେ ଅବହେଳା ଅଭିଯୋଗ କରି ବିଜେପି ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା,!-->!-->!-->…
ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍
ଭୁବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବାପରେ,!-->!-->!-->…
ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ, ଶ୍ରୀଜିଉଙ୍କ ଦିବ୍ୟ ଦର୍ଶନ କଲେ ଭକ୍ତ
ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ଚାରି ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି । ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି ।
ମଙ୍ଗଳ ଆଳତି, ମଇଲମ, ଅବକାଶ ନୀତି ପରେ ମହାସ୍ନାନ ନୀତି ଆରମ୍ଭ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ,!-->!-->!-->…
ଡ଼ବଲ ଇଞ୍ଜିନ ସରକାର ଙ୍କ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ଼ ଦେଉଛି ଯନ୍ତ୍ରଣା…
କାର୍ଡ଼ ଥାଇବି ସଦାନନ୍ଦ ନାହାକ ଚିକିତ୍ସା ପାଇବାରୁ ବଞ୍ଚିତ……!ବ୍ରହ୍ମପୁର: ବିଜେଡ଼ି ସରକାର ସମୟରେ ଲୋକେ ସ୍ୱାସ୍ଥ୍ୟ ସେବା ବିଭିନ୍ନ ରାଜ୍ୟରେ ପାଇ ପାରୁଥିଲେ। ନୂତନ ସରକାର ଗଠନ ପରେ ପୂର୍ବ ସରକାରଙ୍କ ବିଭିନ୍ନ ଯୋଜନା ର ନାଁ ପରିବର୍ତ୍ତନ ସାଙ୍ଗକୁ ରଙ୍ଗ ବଦଳେଇବାରେ କାର୍ଯ୍ୟ!-->!-->!-->…