Sign in
Sign in
Recover your password.
A password will be e-mailed to you.
ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି।
!-->!-->!-->…
କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା
କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ । ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ!-->…
ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଣମାଧ୍ୟମରେ ସେ କହିଛନ୍ତି ଯେ, ୧!-->…
ଆର୍ପିଏସ୍ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ
ଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ଏହି ପଦବିରେ ନିଯୁକ୍ତ ହେଲା ପରେ ୧୯୮୮!-->…
କଟକ ରାଣୀହାଟରେ ବିଭିନ୍ନ ଔଷଧ ଦୋକାନରେ ଚଢାଉ
କଟକ : କଟକ ରାଣୀହାଟ ସ୍ଥିତ ବିଭିନ୍ନ ଔଷଧ ଦୋକାନରେ ମଙ୍ଗଳବାର ଚଢାଉ କରାଯାଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ କଟକ ରାଣୀହାଟ ବଜାର ସ୍ଥିତ ଏକାଧିକ ଔଷଧ ଦୋକାନରେ ଟିମ୍ ଯାଞ୍ଚ କରିଛି। ଏହି ସବୁ ଦୋକାନରେ ବିକ୍ରି ହେଉଥିବା ଏମଟିପି କିଟ୍ ଓ ଗର୍ଭପାତ ଔଷଧର ଷ୍ଟକ୍ ଯାଞ୍ଚ କରିଛି ବିଭାଗ।!-->…
ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା
ଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ ।
ତେବେ ଆଜି ଶଙ୍ଖ ଭବନରେ ଆୟୋଜିତ ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ!-->!-->!-->…
ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ
ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ ଆତଙ୍କୀ ହମଲା ପରେ ଭାରତ ପକ୍ଷରୁ ହୋଇଥିବା ଅପରେସନ!-->…
ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ
ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି । !-->…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ
ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଜଣେ ଠିକାଦାରଙ୍କଠାରୁ ୮,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଦିନ ଜଣେ କନିଷ୍ଠ ଯନ୍ତ୍ରୀ (JE)ଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ବରଗଡ଼ ଗାଇସିଲେଟ ବ୍ଲକ୍ ଡାଙ୍ଗବାହାଲ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ!-->…
ଅଷ୍ଟ୍ରିଆ ସ୍କୁଲରେ ଗୁଳିକାଣ୍ଡ, ୧୧ ମୃତ
ଗ୍ରାଜ୍ : ୟୁରୋପୀୟ ଦେଶ ଅଷ୍ଟ୍ରିଆର ଦ୍ବିତୀୟ ବୃହତ୍ତମ ସହର ଗ୍ରାଜରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି। ଏକ ସ୍କୁଲରେ ଜଣେ ବନ୍ଧୁକଧାରୀ ଆଖିମୁଜା ଗୁଳି ଚଳାଇବାରୁ ୭ ଛାତ୍ରଛାତ୍ରୀଙ୍କ ସମେତ ମୋଟ ୧୧ ଜଣ ମୃତ୍ୟୁବରଣ କରିଛନ୍ତି।
ଗ୍ରାଜର ମେୟରଙ୍କ ସୂଚନା ଅନୁସାରେ ବନ୍ଧୁକଧାରୀ ଜଣକ ସେହି!-->!-->!-->…