ବିଲ୍ ପାସ୍ ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ

କଳାହାଣ୍ଡି : ଭିଜିଲାନ୍ସ ଜାଲରେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ । ସ୍ୱୟଂ ସହାୟକ ଗୋଷ୍ଠୀର ବିଲ୍ ପାସ୍ ପାଇଁ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏଭି ପ୍ରଧାନଶିକ୍ଷକ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୀତାକାନ୍ତ ରଣା

” ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା” କର୍ମଶାଳା

ବାଲିଗୁଡା, ତା, ୨୨/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ +୩ ଛାତ୍ରଛାତ୍ରୀଙ୍କୁ ନେଇ ବୁଧବାର ଉଚ୍ଚ ଶିକ୍ଷା ବିଭାଗର ପ୍ରତ୍ଯକ୍ଷ ଅନୁଦାନରେ ଏକ ସଚେତନତା କାର୍ଯ୍ୟକ୍ରମ " ଆରମ୍ଭ ଏବଂ ନବ ସୃଜନ ପ୍ରତିଯୋଗିତା" କର୍ମଶାଳା (ଷ୍ଟାର୍ଟ ଅପ୍ ଏଣ୍ଡ ଇନୋଭେସନ)

ରେଳ ଯାତ୍ରୀଙ୍କୁ ସୁରକ୍ଷା ଦେବ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ

ଭୁବନେଶ୍ବର : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ ହୋଇଛି

ସେବା ମହୋତ୍ସବ ଉଦଯାପିତ : ମନମୋହିଲା ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ସହ ସାଂସ୍କୃତିକ କାର୍ଯ୍ୟକ୍ରମ

ନୟାଗଡ଼: ନୟାଗଡ଼ ଜିଲ୍ଲା ସେବା ଉତ୍ସବ ସମିତି ପକ୍ଷରୁ ଦଶମ ଜିଲ୍ଲା ବ୍ୟାପି ସେବା ମହୋତ୍ସବ କାର୍ଯ୍ୟକ୍ରମ ସୋମବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଦିବସରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ନୟାଗଡ଼ ସହରରେ ଦେଶତ୍ମାବୋଧର ନିଆରା ପରିବେଷ ସୃଷ୍ଟି କରିଥିଲା l

ଆହୁରି ୫ ଦିନ ବର୍ଷିବ, ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ

ମାଲକାନଗିରି ଜିଲ୍ଲା ଭାଜପା କାର୍ଯ୍ୟାଳୟରେ ‘ମନ୍ କି ବାତ୍’ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ଭାରତୀୟ ଜନତା ପାର୍ଟି (ଭାଜପା) କାର୍ଯ୍ୟାଳୟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିମାସର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ସଫଳ ଆୟୋଜନ ଓ ବ୍ୟାପକ ପ୍ରସାର ପାଇଁ ଏକ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଶିକ୍ଷକ ନିଯୁକ୍ତି ଦାବିରେ ଡିଇଓ ଅଫିସ ଘେରିଲେ ଅଭିଭାବକ

କେନ୍ଦ୍ରାପଡା : ଶିକ୍ଷକ ଅଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ କରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଗ୍ରାମବାସୀ । ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ

ଲଗାଣ ବର୍ଷା ପରେ ଜଳବନ୍ଦୀ ଜୀବନ କାଟୁଛନ୍ତି ଗ୍ରାମବାସୀ, ଘର ଭିତରେ ଆଣ୍ଠୁଏ ପାଣି

ଆଠଗଡ଼ : ଲଗାଣ ବର୍ଷା ପରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)ର ୯ ନମ୍ବର ୱାର୍ଡ ବୀର କିଶୋରପୁର ଅଞ୍ଚଳରେ ଦେଖାଦେଇଛି ଜଳବନ୍ଦୀ ସମସ୍ୟା । ଘର ଭିତରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି । ଲଗାଣ ବର୍ଷାରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କିଶୋର

ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରସ୍ତୁତି ଜୋରଦାର : ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ

ଅଗଷ୍ଟ ୪ରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ, ସଡ଼କ ପଥରେ ବ୍ରହ୍ମପୁରରୁ ତପ୍ତପାଣି ଯିବେ

ବ୍ରହ୍ମପୁର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ ଆସିବା କାର୍ଯ୍ୟକ୍ରମ ଏକପ୍ରକାର ଚୂଡ଼ାନ୍ତ ହୋଇଛି। କାର୍ଯ୍ୟସୂଚୀ ସମ୍ପର୍କରେ ସବିଶେଷ ସୂଚନା ମିଳି ନ ଥିଲେ ସୁଦ୍ଧା ଆପାତତଃ ସ୍ଥିର ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ରାଷ୍ଟ୍ରପତି ଗଞ୍ଜାମ