Sign in
Sign in
Recover your password.
A password will be e-mailed to you.
ବାଲିମେଳା ଜଳ ଭଣ୍ଡାରରେ ଡଙ୍ଗାବୁଡି ଜଣେ ନିଖୋଜ
ମାଲକାନଗିରି : ଆଜି ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ର ଓରାପଦର ଘାଟରେ ବାଲିମେଳା ଜଳ ଭଣ୍ଡାର ନଦୀ ରେ ଏକ ଦେଶୀ ଡଙ୍ଗା ରେ ନଦୀ ପାର ହେଉଥିବା ବେଳେ କାଳବୈଶାଖୀ ବର୍ଷା ପବନ ହେତୁ ଡଙ୍ଗାଟି ବୁଡି ଯିବାରୁ ଡଙ୍ଗାରେ ଥିବା ଶାଙ୍କା ପଲାସି ନାମକ ଜଣେ ବ୍ୟକ୍ତି ଜଳ!-->…
ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ
ବାଲେଶ୍ୱର: ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ । ବାଲେଶ୍ୱର ଏସପି ନିୟମ ଭାଙ୍ଗିଥିବା କନଷ୍ଟେବଳଙ୍କ ବିରୋଧରେ ଆକ୍ସନ ନେଇଛନ୍ତି । ନିଲମ୍ୱିତ ୫ କନଷ୍ଟେବଳ ବାଲେଶ୍ୱର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ ।
ଜିଲ୍ଲାପାଳଙ୍କ ଆବାସିକ!-->!-->!-->…
୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି, ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ
ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଶ-ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଚାକିରୀ ପାଇଛନ୍ତି, ତାଙ୍କ ସେବା ସବୁବେଳେ କରୁଥିବେ, ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେନାହିଁ
ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ ଦେବାପାଇଁ କେବେ!-->!-->!-->!-->…
ରଦ୍ଦ ହୋଇନି ସିମଲା ଚୁକ୍ତି : ପାକ୍ ବୈଦେଶିକ ମନ୍ତ୍ରାଳୟ
ଇସ୍ଲାମାବାଦ : ଗତକାଲି ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଥିଲେ ଯେ ଭାରତ ସହ ସ୍ବାକ୍ଷରିତ ସିମଲା ଚୁକ୍ତି ଏକ ମୃତ ଦଲିଲ ହୋଇଯାଇଛି । ଏହା ସହିତ ଦୁଇ ଦେଶ ୧୯୪୮ର ସ୍ଥିତିକୁ ଫେରିଯାଇଛନ୍ତି, ଯେତେବେଳେ ଜାତିସଂଘ ନିୟନ୍ତ୍ରଣ ରେଖାକୁ ଯୁଦ୍ଧ ବିରତି ରେଖା ଭାବେ ଘୋଷଣା!-->…
ପିସିସି ସଭାପତିଙ୍କ ହିଞ୍ଜିଳି ଗସ୍ତ : ହିଞ୍ଜିଳିରେ ଭାରତୀୟ ଜାତୀୟ କଂଗ୍ରେସର ସମ୍ବିଧାନ ବଞ୍ଚାଅ ମହା ସମାବେଶ
ଆଗାମୀ ଦିନରେ ଭାରତ ବର୍ଷ ହେବ କଂଗ୍ରେସମୟ : ମିଶ୍ରଣ ପର୍ବରେ ବିଜେଡିର ବହୁ କର୍ମୀ କଂଗ୍ରେସରେ ଯୋଗଦେଲେହିଞ୍ଜିଳିକାଟୁ : ଶୁକ୍ରବାର ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଓ ଏଆଇସିସି ଓଡିଶା ପ୍ରଭାରୀ ଅଜୟ କୁମାର ଲୁଲୁ ହିଞ୍ଜିଳି ଗସ୍ତ କରିଛନ୍ତି। କଂଗ୍ରେସ ଦଳକୁ!-->…
ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ମାମଲା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ୍
ସୁନ୍ଦରଗଡ଼: ମାଓବାଦୀ ବିସ୍ଫୋରକ ଲୁଟ୍ ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପଥର ଖଣି ମାଲିକ ନିରଜ ପାଣ୍ଡେଙ୍କୁ ଦୁଇ ଦିନ ଭିତର ହାଜର ହେବା ପାଇଁ ନୋଟିସ୍ରେ ଉଲ୍ଲେଖ ରହିଛି । ବାଙ୍କୋ ଖଣିକୁ ନୋଟିସ୍!-->…
ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ନିମନ୍ତ୍ରଣ କଲେ କାନାଡ଼ା ପ୍ରତିପକ୍ଷ
ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ଣ୍ଣିଂ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫୋନ୍ କରି ନିମନ୍ତ୍ରଣ କରିଛନ୍ତି। ଏହାପରେ ମୋଦୀଙ୍କ କାନାଡ଼ା!-->…
ଆର୍ଆଇଇରେ ନାମଲେଖା ଆବେଦନ ଆରମ୍ଭ, ୨୯ରେ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର: ଶିକ୍ଷକ ଶିକ୍ଷାରେ କ୍ୟାରିଅର କରିବାକୁ ଚାହାଁନ୍ତି କି ? ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆର୍ଆଇଇ)ରେ ଶିକ୍ଷକ ଶିକ୍ଷା ନାମଲେଖା ଆବେଦନ ଆରମ୍ଭ ହୋଇଛି। ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ସୁଯୋଗ ମିଳିବ। ୨୯ ତାରିଖରେ ପ୍ରବେଶିକା ପରୀକ୍ଷା!-->…
ଏଲିଲୋପାଥିର ରାସାୟନିକ ପ୍ରଭାବରେ ରାୟଗଡ ଜିଲ୍ଳା
ଡ: ପ୍ରସନ୍ନ କୁମାର ଗନ୍ତାୟତ
ପରିବେଶର ଅବନତି ଏକ ବିଶ୍ୱସ୍ତରୀୟ ସମସ୍ୟା । ମଣିଷ ପ୍ରକୃତିର ସବୁଠାରୁ ଶ୍ରେଷ୍ଠ ପ୍ରାଣୀ ହୋଇଥିବାରୁ ଅନ୍ୟ ଜୀବ ମାନଙ୍କ ତୁଳନାରେ ପରିବେଶକୁ ଅଧିକ ପରିବର୍ତର୍ନ କରିଥାଏ ଏବଂ ପ୍ରକୃତିକୁ ଅତି ନିର୍ଦୟ ଭାବରେ ଶୋଷଣ କରିଥାଏ । ଏହି ପରି ଆମେ ଅତ୍ୟଧିକ!-->!-->!-->…
ବୁଲେଟକୁ ଧକ୍କା ଦେଲା ଟ୍ୟାଙ୍କର, ମାମୁଁ ସହ ୨ ଭାଣିଜୀ ମୃତ
ବ୍ରହ୍ମପୁର : ମାମୁଁଙ୍କ ସାଙ୍ଗରେ ବୁଲେଟରେ ଖୁସିରେ ଯାଉଥିଲେ ଦୁଇ ଭାଣିଜୀ । ନୂଆ ଡ୍ରେସକିଣିବେ କିନ୍ତୁ ମୃତ୍ୟୁର ଦୂତ ଯେପରି ଛକି ଜଗିଥିଲା ଦିଗପହଣ୍ଡି ରାସ୍ତା ଉପରେ । ହଠାତ ଏକ ଟ୍ୟାଙ୍କର ସହିତ ବୁଲେଟର ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ମାମୁଁ!-->…