ଗଞ୍ଜାମ ଜିଲ୍ଲା ଅବକାରୀ ଗୋଇନ୍ଦା ବିଭାଗକୁ ପୁଣି ମିଳିଛି ବଡ଼ ସଫଳତା…

ବେଆଇନ ଗଂଜେଇ ଚୋରା ଚାଲାଣ ବେଳେ ମାଡି ବସିଲା ଅବକାରୀ ଗୁଇନ୍ଦା ବିଭାଗ ବ୍ରହ୍ମପୁର : କନ୍ଦମାଳ ଜିଲ୍ଲା ସୀମନବାଡି ଗାଁ ରୁ ବଡ଼ଗଡ଼ ଥାନା ହରିପୁର ଗାଁ କୁ ଚାଲାଣ ବେଳେ ମାଡି ବସିଲା ଅବକାରୀ ଗୁଇନ୍ଦା ବିଭାଗ। କୌଣସି ବିଶେଷ ସୂତ୍ରରୁ ଖବର ପାଇଁ ଅବକାରୀ ଗୁଇନ୍ଦା ପକ୍ଷରୁ ବଡ଼ଗଡ଼ ଥାନା

ଶିବସେନା ୟୁବିଟି ସହ ଏମଏନଏସ ମେଣ୍ଟ ନେଇ ବଡ ବୟାନ ଦେଲେ ଉଦ୍ଧବ ଠାକରେ

ନୂଆଦିଲ୍ଲୀ: ଉଦ୍ଧବ ଠାକରେ ରାଜ ଠାକରେଙ୍କ ଦଳ ସହିତ ମେଣ୍ଟ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଶିବସେନା ୟୁବିଟି ମୁଖ୍ୟ ଆଜି କହିଛନ୍ତି ଯେ ମହାରାଷ୍ଟ୍ରର ହୃଦୟରେ ଯାହା ଅଛି ତାହା ଘଟିବ। ସେ କହିଛନ୍ତି ଯେ ଆମର ଓ ଶିବସୈନିକଙ୍କ ହୃଦୟରେ କୌଣସି ଦ୍ୱନ୍ଦ୍ୱ ନାହିଁ। ସେମାନଙ୍କ (ଏମଏନଏସ)

ବିକଶିତ କୋଟିଆ ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍‍

ଭୁବନେଶ୍ୱର: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠି ହେବ ବେଳେ ଏଥିରେ ବିଭିନ୍ନ ବିଭାଗର

ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦, ସକ୍ରିୟ ୨୩

ଭୁବନେଶ୍ୱର : ରାଜ୍ୟରେ ଗତକାଲି ସୁଦ୍ଧା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଁଚିଛି । ଏବେ ୨୩ଟି କେଶ ସକ୍ରିୟ ଥିବାବେଳେ ୭ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତ ଘରେ ରହି ଚିକିତ୍ସତ ହେଉଛନ୍ତି । କୋଭିଡ ନେଇ କେନ୍ଦ୍ର ସହ ଆଲୋଚନା ହୋଇଛି । କେନ୍ଦ୍ର ପକ୍ଷରୁ କଣ

ଅପରେସନ ସିନ୍ଦୂରକୁ ମନେ ରଖିବ ପାକିସ୍ତାନ : ଚେନାବ ସେତୁକୁ ଉଦଘାଟନ କରି କହିଲେ ମୋଦୀ

ଶ୍ରୀନଗର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଜୁନ୍ ୬, ୨୦୨୫) ଜମ୍ମୁ ଏବଂ କାଶ୍ମୀରର ରିଆସି ଜିଲ୍ଲାରେ ଚେନାବ ସେତୁର ଉଦଘାଟନ କରିଛନ୍ତି। ଏହି ସେତୁ ଚେନାବ ନଦୀ ଉପରେ ନିର୍ମିତ ଏବଂ ଏହାକୁ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଭାବରେ ବିବେଚନା କରାଯାଉଛି। ଏହି ସେତୁ

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ : ଉଦଘାଟିତ ହେବ ବହୁ ପ୍ରତିକ୍ଷୀତ ମେଡିକାଲ କଲେଜ

କନ୍ଧମାଳ : ଆଦିବାସୀ ଅଧୁଷିତ ବହୁଳ କନ୍ଧମାଳ ଜିଲ୍ଲା ଫୁଲବାଣୀ କୁ ୭ ତାରିଖ ଶନିବାର ଦିନିକିଆ ଗସ୍ତରେ ଆସୁଛନ୍ତି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥି ପାଇଁ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହି

ସିଏମଓ ଅଫିସ ନାଁ କହି ଠକେଇ, ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ସିଏମଓ ଅଫିସ ନାଁ କହି ଠକେଇ। ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ । ଠକେଇ ଶିକାର ହୋଇଛନ୍ତି ଅନୁଗୁଳ ରାସ୍ତା ଓ କୋଠାବାଡି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ହରିପାଲ । ଜଣେ ବ୍ୟକ୍ତି ନିଜକୁ ସିଏମଓ ଅଫିସର କର୍ମଚାରୀ ପରିଚୟ ଦେଇ ୨ ଲକ୍ଷ ନଦେଲେ ତାଙ୍କୁ

ଆକ୍ସନ ମୋଡରେ ପୁରୀ ପୋଲିସ, ବନ୍ଧୁକ ସହ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବନ୍ଧୁକ ସହ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ । ସଙ୍ଗଠିତ ଅପରାଧ ମାମଲାକୁ ନେଇ ୬ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି। ପୋଲିସର ସ୍ବତନ୍ତ୍ର ସ୍କ୍ୱାର୍ଡ ଦ୍ଵାରା ୬ ଟି ଦେଶି କଣ୍ଟ୍ରି ମେଡ୍ ବନ୍ଧୁକ, ୬ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଏବଂ ୨୦ ରୁ

ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣା

କଟକ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ରାସ୍ତାରେ ଏକ ଟ୍ରକ୍‌ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କାହାରି କୌଣସି କ୍ଷତି ହୋଇନଥିବା

ଭାରତ ଛାଡିବା ପୂର୍ବରୁ ଅରୁଣ ଜେଟଲୀଙ୍କ ପରାମର୍ଶ ନେଇଥିଲେ ବୋଲି କହିଲେ ମାଲ୍ୟା

ନୂଆଦିଲ୍ଲୀ: ଦେଶରୁ ହଜାର ହଜାର କୋଟି ଟଙ୍କା ନେଇ ପଳାଇ ଯାଇଥିବା ବ୍ୟବସାୟୀ ବିଜୟ ମାଲ୍ୟ ଗୋଟିଏ ସପ୍ତାହ ହେବ ବେଶ୍ ଚର୍ଚ୍ଚାରେ ଅଛନ୍ତି । ଏକ ପୋଡକାଷ୍ଟରେ ବିଜୟ ମାଲ୍ୟ ଯେଉଁ ବୟାନ ଦେଇଛନ୍ତି ତାହା ଏବେ ଭାରତୀୟ ରାଜନୀତି ଉପରେ ଗଭୀର ପ୍ରଭାବ ପକାଇପାରେ । ଏହି ଆଲୋଚନା ସମୟରେ ସେ