Sign in
Sign in
Recover your password.
A password will be e-mailed to you.
ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ୪ ଜିଲ୍ଲାରେ ହେବ ମେଡିକାଲ କଲେଜ
କୋରାପୁଟ : ୪ ଜିଲ୍ଲାରେ ହେବ ମେଡିକାଲ କଲେଜ । କୋରାପୁଟରେ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍ ଶୀଘ୍ର!-->…
ବିଦ୍ୟୁତ ସଂଯୋଗ ନାହିଁ: ଅନ୍ଧାରୀ ଜୀବନ ବିତାଉଛନ୍ତି ୪୦ ରୁ ଉର୍ଦ୍ଧ୍ବ ପରିବାର
ଘଟଗାଁ: ଯୁଗ ବଦଳିବା ସହ ବଦଳିଛି ଲୋକଙ୍କ ଚାଲିଚଳନ। ବିଶେଷ କରି ଗ୍ରାମଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ଏଥିପାଇଁ ସରକାର ବିଭିନ୍ନ ଯୋଜନା ଜରିଆରେ ପାଣି ଭଳି ଅର୍ଥ ମଧ୍ୟ ଖର୍ଚ୍ଚ କରୁଛନ୍ତି। କିନ୍ତୁ ପ୍ରଶାସନିକ!-->…
ଚନ୍ଦ୍ରଭାଗାରେ ବୁଡି ୩ ମୃତ
ଗୋପ : ବଣଭୋଜି କରି ସମୁଦ୍ରରେ ଗାଧୋଇବା ବେଳେ ଘଟିଲା ଅଘଟଣ । ଉଚ୍ଚ ଜୁଆର ଯୋଗୁଁ ଗାଧୋଇବା ବେଳେ ସମୁଦ୍ରଭିତରକୁ ଚାଲିଯାଇଥିଲେ ଜଣେ ଯୁବକ । ସଙ୍ଗେ ସଙ୍ଗେ ସାଙ୍ଗମାନଙ୍କ ଦ୍ୱାରା ଉଦ୍ଧାର କରାଯାଇ କୋଣାର୍କ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ।
ହେଲେ ସେଠାରେ ଅବସ୍ଥା!-->!-->!-->…
ଭାରତରେ ପ୍ରଥମଥର ହେବ କଣ୍ଟିନେଣ୍ଟାଲ ଟୁର୍, ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ ଲାଗି ଯୋଗ୍ୟତା ଲକ୍ଷ୍ୟ
ଭୁବନେଶ୍ବର: ଭୁବନେଶ୍ବରରେ ଚାଲିଥିବା ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଇଭେଣ୍ଟରେ ଚମକିଲେ ଓଡିଆ ଆଥଲେଟ। ୧୦୦ ମିଟର ପୁରୁଷ ବର୍ଗ ଫାଇନାଲ୍ କୁ ଗଲେ ଲାଲୁ ଭୋଇ। ୨୦୦ ମିଟର ପୁରୁଷ ବର୍ଗ ଫାଇନାଲକୁ ଉନ୍ନୀତ ହୋଇଛନ୍ତି ଅନିମେଶ୍ କୁଜୁର୍। ସେହିଭଳି ମହିଳା ୧୦୦ ମିଟର ବର୍ଗ!-->…
କେନିଆରେ ଉଇକିମାନିଆ ୨୦୨୫, ଓଡ଼ିଆ ଓ ସାନ୍ତାଳୀ ଉଇକିଆଳିଙ୍କ ଯୋଗଦାନ
ନୂଆଦିଲ୍ଲୀ: ଉଇକିପିଡ଼ିଆର ସମୁଦାୟ ତଥା ଉଇକିପିଡ଼ିଆର ବାର୍ଷିକ ଉତ୍ସବ ଭାବରେ ପାଳନ କରାଯାଉଥିବା ଆନ୍ତର୍ଜାତୀୟ କାର୍ଯ୍ୟକ୍ରମ ଉଇକିମାନିଆ, ଏଥର କେନିଆର ନାଇରୋବି ସହରରେ ଆୟୋଜନ କରାଯାଇଛି । ଏଥିରେ ଓଡ଼ିଶାରୁ ଉଭୟ ଓଡ଼ିଆ ଓ ସାନ୍ତାଳି ଉଇକିଆଳିମାନେ (ଉଇକିପିଡ଼ିଆରେ ସ୍ୱେଚ୍ଛାସେବୀ ଭାବରେ!-->…
୨ ଲକ୍ଷ ଭାରତୀୟ ନାଗରିକତ୍ବ ଛାଡ଼ିଛନ୍ତି
ନୂଆଦିଲ୍ଲୀ: ୨୦୨୪ରେ ୨ ଲକ୍ଷରୁ ଅଧିକ ବ୍ୟକ୍ତି ଭାରତୀୟ ନାଗରିକତ୍ବ ଛାଡିଥିବା ଜଣାପଡିଛି। ଶୁକ୍ରବାର ଲୋକସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ବିଦେଶ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂହ ଏହି ସୂଚନା ଦେଇଛନ୍ତି। ଏମାନେ ବିଦେଶୀ ନାଗରିକତ୍ବ ଗ୍ରହଣ କରିଥିବାରୁ ଭାରତୀୟ ନାଗରିକତ୍ବ!-->…
ଭାରତ ପାଇଁ ଏୟାରସ୍ପେସ୍ ବନ୍ଦ କରିବା ନିଷ୍ପତ୍ତି ପଡିଲା ଭାରି, ପାକିସ୍ତାନ ଦୁଇ ମାସରେ ୧୨୭ କୋଟି କ୍ଷତି ସହିଲା
ଭାରତ ସହିତ ଉତ୍ତେଜନା ବୃଦ୍ଧି କଲା ପାକିସ୍ତାନ । ଏହା ପରେ ପାକିସ୍ତାନ ତାର ଏୟାରସ୍ପେସ୍ ବନ୍ଦ କରିବାର ନିଷ୍ପତ୍ତି ନେବା ଦ୍ୱାରା ନିଜ ପାଇଁ ବହୁତ କ୍ଷତି ହୋଇଛି । ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରଣାଳୟ ପ୍ରକାଶ କରିଛି ଯେ ଭାରତୀୟ ବିମାନ ପାଇଁ ତାର ଏୟାରସ୍ପେସ୍ ବନ୍ଦ କରିବା ଯୋଗୁଁ ଦୁଇ!-->…
ସ୍ତ୍ରୀ ସହ ମିଶି ମାଆର ତଣ୍ଟି ଚିପି ମାରିଦେଲା ପୁଅ
ବ୍ରହ୍ମପୁର/ଆସିକା : ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଗଙ୍ଗାପୁର ପଞ୍ଚାୟତ ଦନ୍ତାରିବଗଡ଼ ଗାଁରେ ଅଭାବନୀୟ ଘଟଣା । ଜମିବାଡ଼ି ବିବାଦ ଓ ଭତ୍ତା ଟଙ୍କାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ନିଜ ଜନ୍ମକଲା ମାଆର ତଣ୍ଟି ଚିପି ହତ୍ୟା କରିଦେଲେ ବଡ଼ ପୁଅ ଓ ବୋହୂ । ମୃତ ମାଆ ଜଣଙ୍କ ହେଲେ ୭୫ ବର୍ଷୀୟା!-->…
ପ୍ରଧାନମନ୍ତ୍ରୀ ମୋଦୀ ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ କଲେ ଉଦ୍ଘାଟନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ବଡ଼ ଉପହାର ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଆଜି ୩ଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସର!-->…
ଯାତ୍ରୀଙ୍କୁ ଅପରିଷ୍କାର ସିଟ୍ ଦେବା ପଡ଼ିଲା ମହଙ୍ଗା, ଇଣ୍ଡିଗୋ ଏୟାରଲାଇନକୁ୧.୫ ଲକ୍ଷ ଟଙ୍କା ଜରିମାନା
ନୂଆଦିଲ୍ଲୀ: ଯାତ୍ରୀଙ୍କୁ ଅପରିଷ୍କାର ସିଟ୍ ଦେବା ଇଣ୍ଡିଗୋକୁ ପଡ଼ିଲା ମହଙ୍ଗା । ଏଥିପାଇଁ ଏୟାରଲାଇନ୍ସକୁ ୧.୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଦିଲ୍ଲୀର ଏକ ଉପଭୋକ୍ତା ଫୋରମ୍ । ଜଣେ ମହିଳା ଜଣକ ଭୋଗୁଥିବା ଅସୁବିଧା, ଯନ୍ତ୍ରଣା ଏବଂ ମାନସିକ ଯନ୍ତ୍ରଣାର କ୍ଷତିପୂରଣ!-->…