Sign in
Sign in
Recover your password.
A password will be e-mailed to you.
ଆଜି ଆସିବ ପୋଷ୍ଟମୋର୍ଟମ ରିପୋର୍ଟ, ୬ ରୋଗୀଙ୍କ ମୃତ୍ୟୁ ପରେ ଫୋକସରେ ନୋରେପିନେଫ୍ରିନ୍ ଇଞ୍ଜେକ୍ସନ୍
ଜୟପୁର: କୋରାପୁଟ ସହିଦ ଲକ୍ଷ୍ଣଣ ନାୟକ ହସପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ଘଟଣାରେ ତନାଘନା । ମେଡିକାଲରେ ପହଞ୍ଚିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା!-->…
ଭାରତ ବିରୋଧରେ ପାକ୍ର ଧର୍ମ କାର୍ଡ ଫ୍ଲପ୍: ‘ଆମେ ଦୁହେଁ ଇସଲାମିକ୍ ରାଷ୍ଟ୍ର’
ନୂଆଦିଲ୍ଲୀ: ଜାତିସଂଘରେ କାଶ୍ମୀର ପ୍ରସଙ୍ଗ ଥିବା ଦର୍ଶାଇ ସମସ୍ତ ‘ଅପରେସନ ସିନ୍ଦୂର ଆଉଟ୍ରିିଚ୍’ କାର୍ଯ୍ୟକ୍ରମକୁ ବାତିଲ କରିବାକୁ ପାକିସ୍ତାନର ଅନୁରୋଧକୁ ମାଲେସିଆ ପ୍ରତ୍ୟାଖ୍ୟାନ କରିଛି। ଧର୍ମ କାର୍ଡ ଖେଳିବାକୁ ଚେଷ୍ଟା କରି ପାକିସ୍ତାନୀ ଦୂତାବାସ ମାଲେସିଆ ସରକାରୀ ଅଧିକାରୀମାନଙ୍କୁ!-->…
ପଶ୍ଚିମବଙ୍ଗ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲା: ପୁଲିସ ଉପରେ ବର୍ଷିଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ: ୨୦୨୧ ନିର୍ବାଚନ ପରବର୍ତ୍ତୀ ହିଂସା ସମୟରେ ଜଣେ ବିଜେପି ସମର୍ଥକଙ୍କ ଘରେ ଭଙ୍ଗାରୁଜା ଓ ତାଙ୍କ ପତ୍ନୀଙ୍କୁ ଯୌନ ନିର୍ଯାତନା ମାମଲାରେ ସୁପ୍ରିମ୍କୋର୍ଟ ନିକଟରେ ପଶ୍ଚିମବଙ୍ଗ ପୁଲିସକୁ କଡ଼ା ସମାଲୋଚନା କରି କହିଛନ୍ତି ଯେ ଦାୟିତ୍ୱରେ ଥିବା ଅଧିକାରୀ ଏଫ୍ଆଇଆର୍ ରୁଜୁ କରିବାକୁ!-->…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଜ୍ଞାମାଳ ବିଜେ
ପୁରୀ : ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୀତି । ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ ।!-->…
ଭାଜପାର ଏକ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ, ପିପିଲି-ଡ଼େଲାଙ୍ଗବାସୀଙ୍କ ଆଗରେ ରିପୋର୍ଟ କାର୍ଡ଼ ଦେଲେ ବିଧାୟକ ଓ ସାଂସଦ
ପିପିଲି : ଭାଜପା ପାଳନ କରିଛି ବିଜୟ ଉତ୍ସବର ଏକ ବର୍ଷ ପୂର୍ତ୍ତି ଉତ୍ସବ । ପିପିଲି ଦାଣ୍ଡମୁକୁନ୍ଦପୁର ବାଲିପଡ଼ଇଆରେ ବିଶାଳ ଆଶୀର୍ବାଦ ଉତ୍ସବ ଆୟୋଜିତ କରି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ଆଶିଷ କାମନା କରିଥିଲେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଏବଂ ସାଂସଦ ଡ଼ ସମ୍ବିତ ପାତ୍ର!-->…
ବିଶିଷ୍ଟ ପରିବେଶବିତ୍ ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ଉଠାଇ ନେଲା ପୋଲିସ
ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ ରଖିଛି ରାୟଗଡା ପୋଲିସ । ରାୟଗଡା ରେଳ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା ବେଳେ ପୋଲିସ ଉଠାଇ ନେଇଛି ।
!-->!-->!-->…
କୋରାପୁଟ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ, ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ମୃତ୍ୟୁ ଘଟଣାର କରିବେ ସ୍ଥିତି ଅନୁଧ୍ୟାନ
କୋରାପୁଟ: ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣାରେ ଅନୁଧ୍ୟାନ ପାଇଁ ମେଡିକାଲ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରିବେ। ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ ପଚରାଉଚରା କରିବେ। ସେହିପରି ଏହି!-->…
ରାଜ୍ୟରେ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ,!-->…
ପାକିସ୍ତାନର ୫ ଲକ୍ଷ ମୁସଲମାନ ଇଦ୍ ପାଳନ କରିବେ ନାହିଁ: ମରିୟମ ସରକାରଙ୍କ କଡ଼ା ଆଇନ
ଇସଲାମାବାଦ: ପାକିସ୍ତାନରେ ପ୍ରାୟ ୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅହମଦିଆ ମୁସଲିମ୍ ସମ୍ପ୍ରଦାୟକୁ ଏଥର ବକ୍ରିଇଦ୍ ପାଳନ କରିବାକୁ ଅନୁମତି ଦିଆଯିବ ନାହିଁ। ମରିୟମ ନୱାଜ ସରକାରଙ୍କ ଅଧୀନରେ ଥିବା ଲାହୋର ହାଇକୋର୍ଟ ବାର ଆସୋସିଏସନ ପଞ୍ଜାବ ପୁଲିସକୁ ଏକ ଚିଠି ଲେଖି କଡ଼ା ନିର୍ଦ୍ଦେଶ ଦେଇଛି ଯେ,!-->…
ରକ୍ତ ଅଭାବରୁ ନାବାଳକର ମୃତ୍ୟୁ ! ନ୍ୟାୟ ଦାବିରେ ଧାରଣାରେ ବସିଲେ ପରିବାର
ରାୟଗଡ଼ା: ଆବଶ୍ୟକ ସମୟରେ ଓଡ଼ିଶା ରକ୍ତ କେନ୍ଦ୍ର ରାୟଗଡ଼ାରୁ ରକ୍ତ ନମିଳିବାରୁ ଜଣେ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ବର୍ଗ। ମୃତ ନାବାଳକ ହେଲେ ରାଜୀବ ଟାକିରି (୯)। ସେ ଜ୍ୱରରେ ପୀଡ଼ିତ ଥିବାରୁ ପରିବାର ଲୋକେ ତାଙ୍କୁ ଗତକାଲି ସକାଳ ୯ ଟା ସମୟରେ ଜିଲ୍ଲା!-->…