Sign in
Sign in
Recover your password.
A password will be e-mailed to you.
ମଧ୍ୟପ୍ରଦେଶରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ୯ ଜୀବନ; ୨ ଗୁରୁତର
ଝାବୁଆ: ମଧ୍ୟପ୍ରଦେଶର ଝାବୁଆ ଜିଲ୍ଳାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ସିମେଣ୍ଟ୍ରେ ଭର୍ତ୍ତି ହୋଇଥିବା ଏକ ଟ୍ରକ୍ଟି ଏକ କାର୍ ଉପରେ ଓଲଟି ପଡ଼ିବାକୁ ୯ ଜଣଙ୍କର ମୃତ୍ୟୁ ଘଟିଛି। ୯ ଜଣ ମୃତଙ୍କ ବ୍ୟତୀତ ଆହୁରି ଦୁଇ ଜଣ ଗୁରୁତର ଆଘାତ ପାଇଁ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ!-->…
ଜୁଲାଇ ୨୧ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରୁ ସଂସଦରେ ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏନେଇ ସଂସଦୀୟ କାର୍ଯ୍ୟମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ସୂଚନା ମୁତାବକ ଏହି ଅଧିବେଶନ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି କ୍ରମରେ ଉଭୟ ରାଜ୍ୟସଭା ଓ ଲୋକସଭାରେ ଅଧିବେଶନ ଚାଲିବ । ଏଥିରେ ବିଧେୟକ!-->…
ଗାଜା ଏବଂ ବିଦେଶରେ ଥିବା ହମାସ ନେତାମାନଙ୍କୁ ନିପାତ କରିବା ପାଇଁ ଇସ୍ରାଏଲର ଯୋଜନା
ଜେରୁଜେଲମ: ଗାଜାରେ ନିଜର ଅଭିଯାନ ଆରମ୍ଭ କରିବା ପରଠାରୁ, ଇସ୍ରାଏଲ ଅନେକ ହମାସ ନେତା ଏବଂ କମାଣ୍ଡରଙ୍କୁ ଟାର୍ଗେଟ କରିସାରିଛି ଏବଂ ଗାଜାରେ ଥିବା ପ୍ରାୟ ସମସ୍ତ ବରିଷ୍ଠ ହମାସ ଅଧିକାରୀଙ୍କୁ ମଧ୍ୟ ହତ୍ୟା କରିଛି। ଏକ ସାମ୍ପ୍ରତିକ ରିପୋର୍ଟରୁ ଜଣାପଡିଛି ଯେ, ଇସ୍ରାଏଲ ଏବେ ଗାଜା ଏବଂ!-->…
୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ହେଲେ ଆମକୁ ୮, ୮.୫ ରୁ ୯% ଅଭିବୃଦ୍ଧି ଆବଶ୍ୟକ
ନୂଆଦିଲ୍ଲୀ,୩।୬: ପୂର୍ବତନ ଆରବିଆଇ ଗଭର୍ଣ୍ଣର ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ରଘୁରାମ ରାଜନ ଏକ ସାକ୍ଷାତକାରରେ କହିଛନ୍ତି, “ମୁଁ ବହୁ ଦିନ ଧରି ଜୋର ଦେଇ କହୁଛି—ଯଦି ଆମେ ୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ଚାହୁଁ, ତେବେ ଆମକୁ ୮, ୮.୫ ରୁ ୯% ଅଭିବୃଦ୍ଧି ଆବଶ୍ୟକ, କାରଣ ଆମେ ଏବେ ବି!-->…
ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜ୍ୟୋତି ମାଲହୋତ୍ରାଙ୍କ ପରେ ଗିରଫ ହେଲେ ଆଉ ଜଣେ ୟୁଟ୍ୟୁବର
ଚଣ୍ଡିଗଡ଼,୪।୬: ଜ୍ୟୋତି ମାଲହୋତ୍ରାଙ୍କ ପରେ ଆଉ ଜଣେ ୟୁଟ୍ୟୁବରଙ୍କୁ ଭାରତ ସହ ବିଶ୍ୱାସଘାତକତା କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ସନ୍ଦେହ କରାଯାଉଛି। ପୋଲିସ ତାଙ୍କୁ ପଞ୍ଜାବର ରୂପନଗରରୁ ଗିରଫ କରିଛି। କୁହାଯାଉଛି ଯେ ଜସବୀର ସିଂହଙ୍କର ଜ୍ୟୋତି!-->…
ସରଣ୍ଡା ଅପରେସନ୍ ଟିମ୍ କୁ ବଡ଼ ସଫଳତା: ଆଜି ପୁଣି ଜବତ ହେଲା ୭୦୦ କେଜି ଲୁଟ୍ ବିସ୍ଫୋରକ
କୋଇଡା: ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର!-->…
୬ ତାରିଖରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର!-->…
ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ୫ ରୋଗୀଙ୍କ ମୃତ୍ୟୁ: ଡିଏମଇଟି ପକ୍ଷରୁ ୫ ଜଣିଆ ଟିମ୍ ଗଠିତ, ଆସନ୍ତାକାଲି ରିପୋର୍ଟ…
କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭୁଲ ଇଞ୍ଜେକସନ୍ ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଏମଇଟି । ଏଥିଲାଗି ୫ ଜଣିଆ ଟିମ୍ ଗଠନ କରାଯାଇଛି। ବ୍ରହ୍ମପୁରର ଏମକେସିଜିରୁ ୩ ଓ କଟକର ଏସସିବିରୁ୨ ଜଣିଆ ଟିମ୍ ସହିଦ ଲଷ୍ମଣ!-->…
ନାଗୁଣୀ ସହ ୧୭ ଅଣ୍ଡା ଉଦ୍ଧାର…
ହିଞ୍ଜିଳିକାଟୁ ୪!୬ ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ଶ୍ୟାମଳାଇ ଗ୍ରାମ ରୁ ନାଗୁଣୀ ସହ ୧୭ ଅଣ୍ଡା ଉଦ୍ଧାର କରାଯାଇଛି। ଗ୍ରାମର କାହ୍ନୁଚରଣ ପାତ୍ରଙ୍କ ବାଡିରେ ଥିବା ପିଜୁଳି ଗଛର କୋରଡରେ ଏକ ନାଗସାପ ପଶିଯିବାର ଦେଖିଲେ। ନିରେଖି କରି ଦେଖିବାରୁ ପିଜୁଳି ଗଛର କୋରଡ ଭିତରେ କିଛି ଅଣ୍ଡା!-->…
ଭିଏତନାମ ଗସ୍ତ ସମୟରେ ଓଡ଼ିଶା-ଦା ନାଙ୍ଗ ସମ୍ପର୍କ ସ୍ଥାପନ ପାଇଁ ପ୍ରସ୍ତାବ ଦେଲେ ରାଜ୍ୟପାଳ
ଭୁବନେଶ୍ୱର : ଭିଏତନାମକୁ ନିଆଯାଇଥିବା ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ (ରେଲିକ୍ସ) ଭାରତ ଫେରାଇ ଆଣିବା ପାଇଁ ଭିଏତନାମ ଗସ୍ତ କରିଥିବା ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଓଡ଼ିଶା ଏବଂ ଭିଏତନାମର ଡା-ନାଙ୍ଗ ସିଟି ମଧ୍ୟରେ ପ୍ରଦେଶସ୍ତରୀୟ ସମ୍ପର୍କ ସ୍ଥାପନ କରିବାକୁ!-->…