୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ କଚାଡ଼ି ମାରିଥିବା ଜଣାପଡିଛି । ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଉଦାସାହି ଗ୍ରାମର ସଞ୍ଜୟ ଚାତାର ଶ୍ୱଶୁର ଘର

ଅପରେସନ ସିନ୍ଦୂରରେ ୨୦ ନୁହେଁ ଧ୍ୱଂସ ପାଇଛି ଆତଙ୍କୀସ୍ତାନର ୨୮ ଠିକଣା

ଇସ୍‌ଲାମ୍‌ବାଦ୍‌: ପାକିସ୍ତାନର ଦସ୍ତାବିଜରୁ ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟଜନକ ତଥ୍ୟ, ଯେଉଁଥିରେ ଦାବି କରାଯାଇଛି ଯେ ଭାରତର ଅପରେସନ୍ ସିନ୍ଦୂର ମେ ୭ ତାରିଖରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଶିବିର ବ୍ୟତୀତ ଅନ୍ୟ ଆଠଟି ସ୍ଥାନରେ ଭାରତୀୟ

ରୁଷିଆରେ ଆଳୁ ସଙ୍କଟ: ଚିନ୍ତାରେ ପୁଟିନ୍

ମସ୍କୋ:ୟୁକ୍ରେନ ପକ୍ଷରୁ ରୁଷିଆ ଉପରେ ଡ୍ରୋନ୍ ଆକ୍ରମଣ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଅସ୍ଥିର କରିଦେଇଛି। ଆକ୍ରମଣ ଏପରି ଥିଲା ଯେ, ଏହା ରୁଷିଆର ଆଭ୍ୟନ୍ତରରେ ପହଞ୍ଚିଥିଲା। ଯାହାକୁ ନେଇ ରୁଷିଆ କଳ୍ପନା ମଧ୍ୟ କରି ନଥିଲା। କିନ୍ତୁ ଏବେ ବିଶ୍ୱର ସବୁଠାରୁ ଅଧିକ ଆଳୁ ଖାଉଥିବା ଦେଶ

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର, ଜୁନ୍ ୭ ତାରିଖ ଆବେଦନର ଶେଷ ତାରିଖ

ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ବୋଲି ପୂର୍ବରୁ ନିର୍ଦ୍ଦେଶ ରହିଥିଲା । ପୂର୍ବରୁ ଆବେଦନର ଶେଷ

ହୀରାକୁଦ ଜଳଭଣ୍ଡାରରୁ ହଟିଲା କଟକଣା, ବୁଲିପାରିବେ ପର୍ଯ୍ୟଟକ

ସମ୍ବଲପୁର: ଅପରେସନ ସିନ୍ଦୂର ସମୟରେ ହୀରାକୁଦ ଦଳଭଣ୍ଡାରର ସୁରକ୍ଷା ପାଇଁ ଜାରି ହୋଇଥିବା କଟକଣାକୁ ଆଜି ପ୍ରତ୍ୟାହର କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରକୁ ଆସିପାରିବେ ପର୍ଯ୍ୟଟକ । ଏହି କଟକଣା ହଟିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାପାଳ ଆହୁରି କହିଛନ୍ତି ଯେ,

ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା, ବିସ୍ଫୋରକ ଗୋଦାମ ମାଲିକ ଗିରଫ

ରାଉରକେଲା: ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା। ବଡ଼ଗାଁର ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ। ଗୋଦାମ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିଲା SIT। ରଘୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ବିସ୍ଫୋରକ ସାମଗ୍ରୀ ନେଇଯାଇଥିବା ଟ୍ରକ୍‌

ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ…

୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ ଜିଲ୍ଲା ମୁଖ୍ୟାଳୟରେ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା ଉଦ୍‍ଘାଟିତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର

ଜନଜାତି ବହୁଳ ମାଲକାନଗିରି ଜିଲ୍ଲାରେ ବିଦ୍ୟୁତ ଭିତ୍ତିଭୂମି ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍…

-- ମାଥିଲି ସବଷ୍ଟେସନର କ୍ଷମତା ୮.୧୫ ଏମଭିଏରୁ ୧୦ ଏମଭିଏକୁ ବୃଦ୍ଧି -- ଗ୍ରାମୀଣ ଅଞ୍ଚଳର ପ୍ରାୟ ୬ ହଜାରରୁ ଅଧିକ ଉପଭୋକ୍ତା ଉପକୃତ ହେବେ ମାଲକାନଗିରି::, ଜୁନ ୨୦୨୫: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ପକ୍ଷରୁ ମାଲକାନଗିରି ଜିଲ୍ଲାର ମାଥିଲି

ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ସନ୍ତରଣ ପ୍ରଶିକ୍ଷଣ ଶିବିର…

ମାଲକାନଗିରି, ୩/୬/୨୫:ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ଜିଲ୍ଲା ଜରୁରକାଳୀନ ବିଭାଗ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଯୁବପିଢୀଙ୍କ ପାଇଁ ସନ୍ତରଣ ଓ ପାଣିରେ ବୁଡ଼ି ବଞ୍ଚିବାର ମୌଳିକ କୌଶଳ ସମ୍ବନ୍ଧୀୟ ଏକ ସନ୍ତରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ