Sign in
Sign in
Recover your password.
A password will be e-mailed to you.
ଶୀତଳଷଷ୍ଠୀ ଯାତ୍ରା ଓ ଶିବ ବିବାହ ସମ୍ପନ୍ନ
ହିଞ୍ଜିଳିକାଟୁ : ଶୀତଳ ଷଷ୍ଠୀ ଯାତ୍ରା ଉପଲକ୍ଷେ ହିଞ୍ଜିଳିକାଟୁ ସହର ସମେତ ଆଖ ପାଖ ନିକଟବର୍ତ୍ତୀ ଅଞ୍ଚଳ ଉତ୍ସବ ମୁଖର ହୋଇପଡ଼ିଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ବଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ୱର ମନ୍ଦିର ପରିସରରେ ଦେବ ଦମ୍ପତି ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ!-->…
ନଦୀରେ ଭାସି ଯୁବକ ନିଖୋଜ ଘଟଣା: ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ…
ମାଲକାନଗିରି : ଦୁଇଦିନ ତଳେ ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ପୋଟେରୁ କନ୍ୟାଶ୍ରମ ନଦୀରେ ଗାଧେଇବାକୁ ଯାଇ ଭାସି ନିଖୋଜ ହୋଇଥିବା ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ପରିବାର ଲୋକ ଚିହ୍ନଟ କରିବା ପରେ କାଲିମେଳା ପୋଲିସ ଘଟଣା ସ୍ଥଳରେ ପହଂଚି ପଂଚନାମା କରିବା!-->…
ରାଇକିଆ ଜୀବନଜ୍ୟୋତି ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କ ଦାୟିତ୍ଵ ଗ୍ରହଣ
ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଜୀବନଜ୍ୟୋତି ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ଉମାକାନ୍ତ ରଥ ଦାୟିତ୍ଵ ଗ୍ରହଣ କରିଛନ୍ତି । ଗତ ମେ ମାସ ୩୧ ତାରିଖରେ ଅଧ୍ୟକ୍ଷ ଦାୟିତ୍ଵରେ ଥିବା ପ୍ରାଧ୍ୟାପକ ପ୍ରଭାକର ରାଜୁ ଅବସର ଗ୍ରହଣ କରିବା!-->…
ବିଜୁ ସେତୁ ଯୋଜନାରେ ଦବିଲା ପୋଲ : ଠିକାଦାର ଓ ଯନ୍ତ୍ରୀଙ୍କ ମଧ୍ୟରେ ମଧୁ ଚନ୍ଦ୍ରିକା ଅଭିଯୋଗ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗ୍ରାମ୍ୟ ନିର୍ମାଣ ବିଭାଗରେ ଦିନକୁ ଦିନ ବ୍ୟାପକ ଦୁର୍ନିତୀ ଓ ଅନିୟମିତତା ବୃଦ୍ଧି ପାଉଥିବା ଅଭିଯୋଗ ହେଉଛି । ସେଥି ମଧ୍ୟରେ ବିନା ପିସିରେ କୌଣସି କାର୍ଯ୍ୟ ହେଉନଥିବା ବେଳେ ଯନ୍ତ୍ରୀ ଓ ଠିକାଦାର ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁଁ ନିର୍ମାଣ ହେଉଥିବା!-->…
ସୁନ୍ଦର ଏବଂ ସ୍ୱୟଂ ସମ୍ପୂର୍ଣ୍ଣ ସମାଜ ଗଠନରେ କଳାକାରମାନଙ୍କ ଗୁରୁତ୍ୱପୂର୍ଣ ଭୂମିକା ନିର୍ବାହ କରିଥାନ୍ତି : ମହାସଂଘ
ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ " ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ପକ୍ଷରୁ କୋଦଳା ବ୍ଲକ ଅନ୍ତର୍ଗତ ଛଚିନା ପୁରୁଣା ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାକ୍ତନ ଚେୟାରମ୍ୟାନ ନିଶାକର ରାଉତଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାସଂଘ!-->…
ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଜବତ
ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।
ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ ଜବତ!-->!-->!-->…
ଓମ୍ଫେଡ଼ କ୍ଷୀର ଦର ୨ ଟଙ୍କା ବଢିବ, ଲିଟର ପିଛା ୩ ଟଙ୍କା ଅଧିକ ଦାମ୍ ପାଇବେ ଉତ୍ପାଦକ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ବିଶ୍ବ ଦୁଗ୍ଧ ଦିବସ-୨୦୨୫ ପାଳିତ ହୋଇଯାଇଛି। ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ!-->…
ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ , ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ବର: କୋଭିଡ୍-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ!-->…
ସେବାୟତଙ୍କ ବିବାଦରୁ ନୀତି ୬ ଘଣ୍ଟା ବିଳମ୍ବ: ମଙ୍ଗଳଆଳତି ନହେଉଣୁ ହେଲା ସାହାଣମେଲା ଦର୍ଶନ
ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କ ନୀତିରେ କୌଣସି ସମସ୍ୟା ହେବ ନାହିଁ। ସେବାୟତଙ୍କ ଭିତରେ ଯଦି କୌଣସି ବିବାଦ ଉପୁଜେ, ସେଥିପାଇଁ ପ୍ରଭୁଙ୍କ ନୀତିରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଯଦି ନୀତିରେ ବିଶୃଙ୍ଖଳା ଦେଖାଯାଏ ତେବେ ସଂପୃକ୍ତ ସେବାୟତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ!-->…
ଓଡ଼ିଶା ପରେ ବିଜେପି ଫୋକସରେ ପଶ୍ଚିମବଙ୍ଗ: ୨୦୨୬ରେ ସରକାର ଗଢ଼ିବାକୁ ରଣନୀତି
କୋଲକାତା: ଆକ୍ସନ ମୋଡରେ ବିଜେପି । ଏଥର କଳେ ବଳେ କୌଶଳେ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଲକ୍ଷ୍ୟ ରଖିଛି ବିଜେପି । ଭାରତର ବିଭିନ୍ନ ରାଜ୍ୟରେ ବିଜେପି କ୍ଷମତାରେ ଥିବା ଅନ୍ୟ ଦଳମାନଙ୍କୁ ପରାଜିତ କରି ଗେରୁଆ ଗଡ଼ କରି ଚାଲିଥିବା ବେଳେ ମୋଦୀଙ୍କ ନେତୃତ୍ବ ଏବଂ ମୋଦୀ ମ୍ୟାଜିକ ପାଇଁ ଅନେକ!-->…