Sign in
Sign in
Recover your password.
A password will be e-mailed to you.
ଏଫ ଏମ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ବଡ଼ ଖୁଲାସା, ଅଘଟଣ ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା
ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ଏକ ବଡ଼ ଖୁଲାସା । ଘଟଣା ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା । ସାଇକେଲରେ ଯାଇ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ଆଣିଥିଲେ । ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ । ଜୁଲାଇ ୧୨ ତାରିଖ ଦିନ ୧୦ଟା ୪ ମିନିଟର ସିସିଟିଭି!-->…
ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମିଳିଲା ନାହିଁ ପ୍ରମାଣ; ମାମଲା ବନ୍ଦ କରିଦେଲେ କୋର୍ଟ
ନୂଆଦିଲ୍ଲୀ: ସୋମବାର (୪ ଅଗଷ୍ଟ) ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ପିଡବ୍ଲୁଡି ମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଆପ) ନେତା ସତ୍ୟେନ୍ଦ୍ର ଜୈନ ଏବଂ ଅନ୍ୟ ପିଡବ୍ଲୁଡି ଅଧିକାରୀଙ୍କ ବିରୋଧରେ ସିବିଆଇ ରୁଜୁ କରିଥିବା ମାମଲାକୁ ବନ୍ଦ କରି ଦେଇଛନ୍ତି।
କୋର୍ଟଙ୍କ ଏହି!-->!-->!-->…
ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର : ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ ଲେଖକ, ଅନୁବାଦକ, ସଙ୍ଗୀତ ରଚୟିତା ତଥା ସୃଜନଶୀଳ ଦାର୍ଶନିକ ଭାବେ ପରିଚିତ!-->…
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା
ପୁରୀ: ଆସନ୍ତା ୭ ତାରିଖରେ ପୁରୀ ବନ୍ଦ । ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ବନ୍ଦ ରହିବ ପୁରୀ । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ଏହି ବନ୍ଦ ଡାକରା ଦେଇଛି ଦଳ ।
ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇବା ସହ ସରକାର ଘଟଣାର!-->!-->!-->…
ଚୀନ ଭାରତର ୨୦୦୦ କିମି ଦଖଲ କରିଛି ବୋଲି ଜାଣିଲ କିପରି ? ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ: ଭାରତ-ଚୀନ ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଆସିଥିବା ରାହୁଲଙ୍କୁ ସୁପ୍ରିମକୋର୍ଟ!-->…
ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା
ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି।
!-->!-->!-->…
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗ, ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଯଶବନ୍ତ ସିଂହ କମିଶନ ହାଇକୋର୍ଟ ବେଞ୍ଚ ନେଇ ମାପଦଣ୍ଡ ସ୍ଥିର କରିଛନ୍ତି । କେଉଁଠି ହାଇକୋର୍ଟ ବେଞ୍ଚ ସ୍ଥାପନ ହେବ, ସେ!-->…
ଗିରଫ ହେଲେ କୋଟିପତି ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା
ଭୁବନେଶ୍ୱର: ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ର ମୋଟର ଭେଇକିଲ୍ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍ ଗୁଡ଼ିଡ଼ିହ ଗାଁରେ ଥିବା ହାଂସଦାଙ୍କ ପୈତୃକ ବାସଭବନ,!-->…
ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ
ଭୁବନେଶ୍ୱର : ବଳଙ୍ଗା ସତ ନିଶ୍ଚିତ ସାମ୍ନାକୁ ଆସିବ। ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ ପରିବାର । ତାଙ୍କୁ!-->…
ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ; ରାହୁଲଙ୍କୁ କହିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: "ପ୍ରକୃତ ଭାରତୀୟ କେବେ ବି ଏଭଳି ମନ୍ତବ୍ୟ ଦେବ ନାହିଁ।" ଶୁଣାଣି ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏଭଳି କହିଲେ ସୁପ୍ରିମକୋର୍ଟ। 'ଭାରତ ଯୋଡୋ ଯାତ୍ରା' ସମୟରେ ରାହୁଲ କରିଥିବା ଦାବିକୁ ନେଇ ସୁପ୍ରିମକୋର୍ଟ ତାଙ୍କ ଉପରେ ବର୍ଷିଥିବା ଜଣାଯାଇଛି। ରାହୁଲ 'ଭାରତ ଯୋଡୋ!-->…