Sign in
Sign in
Recover your password.
A password will be e-mailed to you.
ପ୍ରବଳ ବର୍ଷା ଯୋଗୁ ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ
ପୁରୀ : ପୁରୀରେ ପ୍ରବଳ ବର୍ଷା । ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ ରଖାଯାଇଛି । ସେହିପରି ନନ୍ଦିଘୋଷ ରଥର ମଧ୍ୟ ଦକ୍ଷିଣ ମୋଡ଼ ହୋଇପାରିନାହିଁ । ଆସନ୍ତାକାଲି ଦକ୍ଷିଣମୋଡ଼ କରାଯିବ । ୨୪ ତାରିଖରେ!-->…
୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆରଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ
କଟକ : ଭିଜିଲାନ୍ସ ଜାଲରେ ଆରଆଇ । ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ତହସିଲ କାଲୋସିହିରା ସର୍କଲର ଆରଆଇ ଅନିତା ଜେନା । ଜମି ଡିମାର୍କେସନ ରିପୋର୍ଟ ଜାରି କରିବା ପାଇଁ ନେଉଥିଲେ ଲାଞ୍ଚ । ଅଭିଯୋଗକାରୀ ନିଜ ପୈତୃକ ଜମିର!-->…
କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ, ଜେଲରେ କଏଦୀଙ୍କୁ ଜଗିବ AI କ୍ୟାମେରା
ଭୁବନେଶ୍ୱର : ଆଧୁନିକ ହେବ ଓଡ଼ିଶାର କାରାଗାର । କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ । କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ । ଭୁବନେଶ୍ୱରରେ ହେବ ମଡେଲ ଜେଲ ପ୍ରତିଷ୍ଠା । ଜେଲରେ ଯୋଗ, ଦକ୍ଷତା ଓ ପୁନର୍ବାସକୁ ଗୁରୁତ୍ବ । କଏଦୀଙ୍କ!-->…
ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ ଅନଲାଇନରେ ମିଳିବ କ୍ଷତିପୂରଣ ରାଶି
ଭୁବନେଶ୍ୱର : ଅନଲାଇନରେ ମିଳିବ କ୍ଷତିପୂରଣ ରାଶି । କମ୍ ଏବଂ ବେଶି ବର୍ଷା ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ଜିଲ୍ଲାପାଳ କ୍ଷତିଗ୍ରସ୍ତଙ୍କ ତଥ୍ୟ ଓ ବ୍ୟାଙ୍କ ଆକାଉଣ୍ଟ ଡିଟେଲ୍ସ ରଖିବେ । ଏହା ପରେ ଅନଲାଇନରେ କ୍ଷତିପୂରଣ ରାଶି ଯିବ ବୋଲି କହିଛନ୍ତି!-->…
କମେଣ୍ଟ ମରାକୁ ନେଇ ରାଜଧାନୀରେ ଗଡ଼ିଲା ମୁଣ୍ଡ
ଭୁବନେଶ୍ଵର : କମେଣ୍ଟ ମରାକୁ ନେଇ ରାଜଧାନୀରେ ମର୍ଡର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍ଭିନ୍ ଆରମ୍ଭ କରିଛି ।
ସୂଚନା ଅନୁସାରେ ଗତ ୧୫ ତାରିଖ!-->!-->!-->…
ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି : ଭୋଟର ତାଲିକାକୁ ତ୍ରୁଟିମୁକ୍ତ କରିବାକୁ ଏସଇସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ । ଘରକୁ ଘର ସର୍ଭେ ନେଇ ଏସ୍ ଇସିଙ୍କ ଭିସି । ଭୋଟର ତାଲିକା ହେବ ତ୍ରୁଟିମୁକ୍ତ । ଏସ୍ ଇସି ଦେଲେ ବଡ଼ ନିର୍ଦ୍ଦେଶ । ୨୦୨୭ରେ ହେବାକୁ ଥିବା ପଞ୍ଚାୟତିରାଜ ସଂସ୍ଥା ଏବଂ!-->…
ଯାତ୍ରୀଙ୍କ ସୁବିଧା ପାଇଁ ବିଏମ୍ସି ଓ ବିଡିଏର ସବୁଜ ପଦକ୍ଷେପ: ଜନପଥରେ ହେବ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ
ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ସହରର ସୌନ୍ଦର୍ଯ୍ୟକରଣ ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଜନପଥ କରିଡର୍ର ପ୍ରମୁଖ ସ୍ଥାନଗୁଡ଼ିକରେ ଆଧୁନିକ ଟ୍ରାଫିକ୍ ଏବଂ!-->…
ସେପ୍ଟେମ୍ବର ୨ ରେ ସରିବ SIR ପ୍ରକ୍ରିୟା, ଯାଞ୍ଚ ପରେ ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା
ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଏବଂ ଦାବିଗୁଡ଼ିକର ସମାଧାନ ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ସରିବ। ଏହି ଯାଞ୍ଚ ପରେ ସେପ୍ଟେମ୍ବର ୬, ୨୦୨୬ ରେ ଚୂଡ଼ାନ୍ତ ଭୋଟର!-->…
ଏସଆଇଆର ଯାଞ୍ଚ ଓ ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଅଦ୍ୟାବଧି ଚୂଡ଼ାନ୍ତ ପ୍ରକାଶନ ପାଇଁ ୧୮ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କୁ ପାର୍କିଙ୍ଗରେ ରଖାଯାଇଛି
ଛତ୍ରପୁର : ଗଞ୍ଜାମ ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬ ଅଧୀନରେ ଭୋଟର ତାଲିକା ଯାଞ୍ଚ ଓ ଶୁଣାଣି ପ୍ରକ୍ରିୟା ବ୍ୟାପକ ଭାବେ ଜାରି ରହିଛି।!-->!-->!-->!-->!-->…
ଲଘୁଚାପ ଜନିତ ଲଗାଣ ବର୍ଷା: ଗଛ ପଡି ରାସ୍ତା ଅବରୋଧ
ବାଲିଗୁଡା : ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଥିବାରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବାଲିଗୁଡ଼ା ରୁ ରାଇକିଆ ଯିବା ରାସ୍ତାରେ ପିରିଗଡ଼ ପୂର୍ବରୁ ରାସ୍ତା ଉପରେ ଏକ ଗଛ ପଡ଼ିବା ଯୋଗୁଁ ଯାତାୟାତ ରେ ବାଧା ସୃଷ୍ଟି ହୋଇଥିଲା l ପ୍ରାୟ ଦୁଇଘଣ୍ଟା ରୁ ଉର୍ଦ୍ଧ ସମୟ ଧରି!-->!-->!-->…