Sign in
Sign in
Recover your password.
A password will be e-mailed to you.
ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ
ଭୁବନେଶ୍ୱର : ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ଆଜି ଚାକିରିରୁ ରିଟାୟର୍ଡ କରିଥାନ୍ତେ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଗତକାଲି ଚଢଉ କରିଥିଲା!-->…
ଆମ ସଂକଳ୍ପ “ନିଶା ନୁହେଁ, ଜୀବନ” : ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୁଦ୍ଧରେ…
ନବରଙ୍ଗପୁର : ବିଶ୍ୱ ତମାଖୁ ନିରୋଧ ଦିବସ ପାଳନ ଅବସରରେ ଆଜି ରାଜ୍ୟ ସରକାରଙ୍କ ଦ୍ବାରା ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୁଦ୍ଧରେ ସଚେତନତା ଉଦ୍ଦେଶ୍ୟରେ ସ୍ୱତନ୍ତ୍ର ଅଭିଯାନ ଶୁଭାରମ୍ଭ ହୋଇଯାଇଛି। ଭୁବନେଶ୍ୱର ଲୋକସଭା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼୍…
ବ୍ରହ୍ମପୁର: ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ!-->…
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ
ଜେରୁଜେଲମ: ହମାସର ଗାଜା ମୁଖ୍ୟ ମହମ୍ମଦ ସିନଓ୍ବାରକୁ ନିପାତ କରିବା ପରେ ଇସ୍ରାଏଲୀ ସେନା ଆଉ ଏକ ବଡ଼ ସଫଳତା ହାସଲ କରିଛି। ଇସ୍ରାଏଲୀ ସେନା (ଆଇଡିଏଫ୍) ଲେବାନନରେ ଏକ ବିମାନ ଆକ୍ରମଣରେ ଜଣେ ଶୀର୍ଷ ହିଜବୁଲ୍ଲା କମାଣ୍ଡରଙ୍କୁ ହତ୍ୟା କରିଛି। ଆଇଡିଏଫ୍ ଏହାର ସୋସିଆଲ ମିଡିଆ ଆକାଉଣ୍ଟରେ!-->…
ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ଚଢାଉ, ଭଡ଼ାରେ ରଖୁଥିବା ମାଲିକଙ୍କ ପରିଚୟ ପତ୍ର ଯାଞ୍ଚ
ଜଳେଶ୍ୱର : ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପୋଲିସ ଚଢାଉ । ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ସାହାବାଜିପୁର ଗାଁରେ ଚଢାଉ କରିଛି ପୋଲିସ ।
ଗତ ୨୫ ତାରିଖରେ ଓଡିଶା -ପଶ୍ଚିମବଙ୍ଗ ସୀମାନ୍ତ ସାହାବାଜିପୁର ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ!-->!-->!-->…
ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାରମାସୀ ଦଣ୍ଡା ସ୍ଥିତ ଘର ଭିତରେ ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର। ପଞ୍ଚରିଡ଼ା ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି।
ଘରୁ ଅଧାପୋଡା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଏହା ହତ୍ୟା ନାଁ!-->!-->!-->…
କ୍ରାନ୍ତି ତରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ପାଳିତ
"ଜନସାଧାରଣଙ୍କୁ ଆହ୍ବାନ: ଆସନୁ ମିଳିମିଶି ତମାଖୁ ମୁକ୍ତ ଭାରତ ଗଠନ କରିବା"ବ୍ରହ୍ମପୁର : ସ୍ଥାନୀୟ ବ୍ରହ୍ମା ନଗର ୧ମ ସରଣୀ ସ୍ଥିତ ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ତରଫରୁ ବିଶ୍ବ ତମାଖୁ ବର୍ଜନ ଦିବସ ସଚେତନତା କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଖଲ୍ଲିକୋଟ ଏକକ!-->…
କେମିତି ପୋଡ଼ିହୋଇ ମୃତ୍ୟୁ ବରଣ କଲେ ବନପାଳ ଶିଶିର : ଖୁବଶୀଘ୍ର ପୋଲିସ କରିବ ଖୁଲାସା
ଓଡ଼ଗାଁ : ଓଡ଼ଗାଁ ବନାଞ୍ଚର ପଞ୍ଚିରିଡା ମାନପୁର ବିଟରେ ଫରେଷ୍ଟର ଭାବେ କାର୍ଯ୍ୟରତ ଥିବା ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ତାଙ୍କ ଘରୁ ମିଳିଛି । ଗତକାଲି ରାତିରେ ନୟାଗଡ଼ ବାରମାସୀ ଦଣ୍ଡାରେ ଥିବା ଘର ଭିତରୁ ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ମିଳିଥିବା ବେଳେ ତାଙ୍କ ସ୍ତ୍ରୀ!-->…
ଆସିକା କେନ୍ଦ୍ର ବହୁମୁଖୀ ସମବାୟ ସମିତିର ଜମି ଲିଜ କୁ ନେଇ ଅନେକ ବିବାଦ…!
ଦୁର୍ନୀତି ରେ ବାବୁ ନେତା ମାଲେମାଲ…..!
ନଦୀରେ ଭାସି ଯୁବକ ନିଖୋଜ , ପୋଲିସର ଖୋଜିବା ପ୍ରୟାସ ଜାରି
କାଲିମେଳା,: ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ପୋଟେରୁ କନ୍ୟାଶ୍ରମ ନଦୀରେ ଗାଧେଇବାକୁ ଯାଇ ଯୁବକ ଭାସି ନିଖୋଜ ହୋଇଥିବା ଜଣାପଡ଼ିଛି । ମୃତ ଯୁବକ ହେଲେ ଚିଙ୍ଗିଡି ଚୁଆ ଜୟପୁର ଅଞ୍ଚଳର ମାଧବ ଗୌଡଙ୍କ ପୁଅ ଅରୁଣ ଗୌଡ (୧୮)। ଯୁବକ ଜଣକ କାଲିମେଳା ତାଙ୍କ ସମ୍ପର୍କୀୟଙ୍କ ଘରେ!-->…