Sign in
Sign in
Recover your password.
A password will be e-mailed to you.
ଲାହୋରରେ ଦେଖାଦେଲା ପହଲଗାଓଁ ଆକ୍ରମଣର ଷଡ଼ଯନ୍ତ୍ରକାରୀ
ସାମ୍ନାକୁ ଆସିଛି ପହଲଗାଓଁ ଆକ୍ରମଣର ଷଡ଼ଯନ୍ତ୍ରକାରୀ ସଇଫୁଲ୍ଲା କସୁରୀ। ଲାହୋରରେ ଏକ ଶୋଭାଯାତ୍ରାରେ କସୁରୀ ଯୋଗଦେଇଥିବାବେଳେ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ, ସୁରକ୍ଷାକର୍ମୀ, ଲଶ୍କର ଆତଙ୍କୀ ସଂଗଠନର କମାଣ୍ଡର ତା’କୁ ଘେରି ରହିଥିଲେ। ପହଲଗାଓଁ ଆକ୍ରମଣର ଅଭିଯୁକ୍ତ ହେବା ପରେ!-->…
୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଇଡିର ଉପନିର୍ଦ୍ଦେଶକ
ଭୁବନେଶ୍ବର: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ହାତରେ ଗତକାଲି ଗିରଫ ହୋଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଭୁବନେଶ୍ବର ଶାଖାର ଅତିରିକ୍ତ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଆଜି ଗିରଫ ହୋଇଛନ୍ତି। ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି।
୨୦୧୩ ବ୍ୟାଚ୍ର!-->!-->!-->…
ଗଞ୍ଜାମ ଅବକାରୀ ବିଭାଗକୁ ବଡ଼ ସଫଳତା : ୭୦ କିଲୋ ଗଂଜେଇ ଜବତ, ଡ୍ରାଇଭର ଗିରଫ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ନିଶା ମାଫିଆ ମାନଙ୍କ ଭୁସ୍ୱର୍ଗ ପାଲଟିଛି ନୟାଗଡ଼ ଜିଲ୍ଲା। ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳରୁ ରୀତିମତ ଅପମିଶ୍ରଣ ଦେଶୀ ମଦ ନୟାଗଡ଼ ଜିଲ୍ଲାକୁ ଯାଉଥିବା ଅଭିଯୋଗ ହେଉଛି। ଏବେ ଗ୍ରୀନ ଜହର ବା ଗଞ୍ଜେଇ କନ୍ଧମାଳ ଜିଲ୍ଲାରୁ ଗଞ୍ଜାମ ଜିଲ୍ଲା ଦେଇ ନୟାଗଡ଼ ଜିଲ୍ଲା!-->…
ଏଣିକି ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା -ସୁପ୍ରିମ ନିଷ୍ପତ୍ତି
ନୂଆଦିଲ୍ଲୀ : ଏଣିକି ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା । ନିଟ୍-ପିଜି ପରୀକ୍ଷାକୁ ନେଇ ଶୁକ୍ରବାର ସର୍ବୋଚ୍ଚନ୍ୟାୟାଳୟ ଏହି ବଡ ନିଷ୍ପତ୍ତି ନେଇଛନ୍ତି। ମାମଲାର ଶୁଣାଣି କରି ଏନବିଟିକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ଟି ସିଟିଂରେ ପରୀକ୍ଷା କରିବାକୁ ଏନବିଟିର ଆବେଦନକୁ!-->…
ପୁରୀରେ ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ ଅନୁଷ୍ଠିତ
ପୁରୀ:ରାଜ୍ୟ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ କେନ୍ଦ୍ର ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ ଆଜି ପୁରୀରେ ୨ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ କରିଛି । ଏହି ଦୁଇଦିନିଆ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା!-->…
ସିଆରପିଏଫ ତରଫରୁ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ
ବାଲିଗୁଡ଼ା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ୧୨୭ ବିଏନ, ସିଆରପିଏଫ ତରଫରୁ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ପାଳନ କରାଯାଇଥିଲା। ଯୋଗ ଅଭ୍ୟାସ ଏବଂ ଏହାର ଲାଭ ପାଇଁ ସମର୍ପିତ ଏକ ବିଶ୍ୱବ୍ୟାପୀ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ୧୨୭ ବାଟାଲିଆନ୍ କମାଣ୍ଡାଣ୍ଟ ପଙ୍କଜ ବର୍ମା,!-->…
ଅଡ଼ୁଆରେ ଅରଶଦ ଓ୍ବାରସି, ଠକେଇ ଅଭିଯୋଗରେ ସେବିର ବଡ଼ କାର୍ଯ୍ୟାନୁଷ୍ଠାନ
ମୁମ୍ବଇ: ଏକ ଗମ୍ଭୀର ଆର୍ଥିକ ଠକେଇ ମାମଲାରେ ଫସିଛନ୍ତି ବଲିଉଡ଼ ଅଭିନେତା ଅରଶଦ ଓ୍ବାରସି। ଷ୍ଟକ୍ ବଜାରରେ ହେରଫେର ଅଭିଯୋଗରେ ଅରଶଦ ଓ୍ବାରସି, ତାଙ୍କ ପତ୍ନୀ ମାରିଆ ଗୋରେଟ୍ଟୀ ଏବଂ ଅନ୍ୟ ୫୭ ଜଣଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ସିକ୍ୟୁରିଟିଜ୍ ଆଣ୍ଡ୍ ଏକ୍ସଚେଞ୍ଜ!-->…
ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ାରେ ପୁଣି କ୍ରାଇମବ୍ରାଞ୍ଚ ଟିମ୍ର ଖୋଳତାଡ଼
ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁନଃ ତଦନ୍ତ ଆରମ୍ଭ ହୋଇଛି। ଆଜି ଝାରସୁଗୁଡ଼ାରେ ପହଞ୍ଚି କ୍ରାଇମବ୍ରାଞ୍ଚ ଟିମ୍ ଖୋଳତାଡ଼ ଆରମ୍ଭ କରିଛି । ଝାରସୁଗୁଡ଼ାରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ!-->…
ଅପରେସନ ସିନ୍ଦୂରରେ ପୁଞ୍ଚରେ ପ୍ରାଣ ହରାଇଥିବା ପରିବାରକୁ ନିଯୁକ୍ତି ପତ୍ର ବାଣ୍ଟିଲେ ଅମିତ ଶାହ
ଜମ୍ମୁ-କାଶ୍ମୀର ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପୁଞ୍ଚରେ ପହଞ୍ଚିବା ପରେ ଗୁଳିବର୍ଷାରେ ପ୍ରଭାବିତ ଲୋକଙ୍କୁ ଭେଟିଛନ୍ତି । ଏଠାରେ ପାକିସ୍ତାନ ଉପରେ ବର୍ଷିଛନ୍ତି ଅମିତ ଶାହ । ସେ କହିଛନ୍ତି ଯେ ପାକିସ୍ତାନ ନିରୀହ ଲୋକଙ୍କ ଉପରେ ଆକ୍ରମଣ କରିଥିଲା । ସାଧାରଣ ନାଗରିକ ଏବଂ!-->…
ଖୁଵଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ :ମନ୍ତ୍ରୀ
ଭୁବନେଶ୍ୱର : ଖୁଵଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ। ଏନେଇ ଅନୁଧ୍ୟାନ କରୁଛନ୍ତି ସରକାର। ଖୁଵଶୀଘ୍ର ନିଆଯିବ ନିଷ୍ପତ୍ତି। ଏହି ସୂଚନା ଦେଇଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ନିକଟରେ ଉଚ୍ଚଶିକ୍ଷାରେ ପଛୁଆ ବର୍ଗଙ୍କୁ 11.25 ପ୍ରତିଶତ ସଂରକ୍ଷଣ ଦେବାକୁ!-->…