ଟିଏମସି ଶାସନ ସମୟରେ ହଜାର ହଜାର ଶିକ୍ଷକଙ୍କ ଭବିଷ୍ୟତ ନଷ୍ଟ ହୋଇଥିଲା: ମୋଦୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମମତା ବାନାର୍ଜୀ ସରକାରଙ୍କୁ କଡ଼ା ଟାର୍ଗେଟ କରିଥିଲେ। ଆଲିପୁରଦ୍ୱାରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ମୁର୍ଶିଦାବାଦ ଏବଂ ମାଲଦାର କଥା ଉଠାଇ କହିଥିଲେ ଯେ ପଶ୍ଚିମବଙ୍ଗରେ

ବନ୍ଦୀ ଜ୍ୟୋତିଙ୍କୁ ଭେଟିବା ପରେ କାନ୍ଦୁଛନ୍ତି ବାପା

ହିସାର: ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯିବାର ପ୍ରଥମ ଦିନରେ ବାପା ହରିଶ ମାଲହୋତ୍ରା ଝିଅକୁ ଭେଟିବାକୁ ଜେଲରେ ଯାଇ ପହଞ୍ଚିଥିଲେ।ଜ୍ୟୋତି ସେଣ୍ଟ୍ରାଲ ଜେଲର ବାରାକ ନମ୍ବର ୨ରେ ବନ୍ଦୀ ଅଛନ୍ତି। ଝିଅକୁ ଭେଟି ବାହାରକୁ ଆସିବା

ଭୂମିକମ୍ପରେ ପୁଣି ଥରିଲା ପାକିସ୍ତାନ, ୩ ଦିନରେ ୨ ଥର ଦୋହଲିଗଲାଣି ଦେଶ

ଇସଲାମାବାଦ: ପୁଣି ପାକିସ୍ତାନରେ ଭୂମିକମ୍ପ । ଭୂକମ୍ପ ଝଟକାରେ ପୁଣି ଥରିଲା ପାକିସ୍ତାନ । ସନ୍ଧ୍ୟା ୬ଟା ୬ ମିନିଟରେ ପାକିସ୍ତାନରେ ଭୂକମ୍ପର ଝଟକା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୪ ରେକର୍ଡ । ଭୂମିକମ୍ପ ପରେ ଲୋକେ ଛାନିଆରେ ଘରୁ ବାହାରି ଆସିଥିବା ବେଳେ କୌଣସି କ୍ଷୟକ୍ଷତିର

ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ 'ଶୀତଳଷଷ୍ଠୀ ଯାତ୍ରା' ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ

ଗୃହରକ୍ଷୀ ପରୀକ୍ଷା: ଆଉ ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ବର: ଗୃହରକ୍ଷୀ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି। ଗଜପତିରେ ଗୃହରକ୍ଷୀ ପରୀକ୍ଷା ବେଳେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଦୀପକ ପାଡ଼ାଲ। ସୂଚନା ଅନୁସାରେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ ଗଜପତିରେ ଆୟୋଜିତ ଗୃହରକ୍ଷୀ ପରୀକ୍ଷାରେ ଯୋଗ

କୋରାପୁଟ ପୁଲିସକୁ ସଫଳତା, ଅପରେସନ୍ ବେଳେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ନକ୍ସଲ

କୋରାପୁଟ : କୋରାପୁଟ ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ଜଣେ ଏରିଆ କମିଟି ମେମ୍ବର (ACM) ସ୍ତରର କ୍ୟାଡର ନକ୍ସଲକୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ। ଗିରଫ ନକ୍ସଲର ନାଁ କୁଞ୍ଜମ ହିଡ଼ମା। ତା’ ପାଖରୁ ଗୋଟିଏ ଏକେ-୪୭ ରାଇଫଲ, ୩୫ ରାଉଣ୍ଡ ଗୁଳି, ଗୋଟିଏ ମାଗାଜିନ, ୨୭ଟି ଇଲେଟ୍ରିକ୍‌

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଜପତି : ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା : ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌। ଗୁରୁବାର

ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ 

ସାକ୍ଷୀଗୋପାଳ : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ

ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଏବଂ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି