Sign in
Sign in
Recover your password.
A password will be e-mailed to you.
ମହିଳା ଡାକ୍ତରଙ୍କ ସମେତ ୭ଜଣ କରୋନା ପଜିଟିଭ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସମ୍ପ୍ରତି ମିଳିଥିବା ସୂଚନା ଅନୁଯାୟୀ ବିହାରରେ ୭ଜଣ ଲୋକ କରୋନା ସଂକ୍ରମିତ ହୋଇଥିବା ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରେ ଏମ୍ସର ମହିଳା ଡାକ୍ତର ବି ସାମିଲ ଅଛନ୍ତି।
ସଂକ୍ରମିତ ହୋଇଥିବା ସମସ୍ତ!-->!-->!-->…
ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ, ଭୁବନେଶ୍ୱରରୁ ୪ ଖୋର୍ଦ୍ଧାରୁ ଜଣେ
ଭୁବନେଶ୍ୱର : କାୟା ବିସ୍ତାର କଲାଣି କରୋନା । ରାଜ୍ୟରେ ମୋଟ ୫ କୋଭିଡ ପଜିଟିଭ ଚିହ୍ନଟ । ଯାହା ମଧ୍ୟରୁ ୪ ଜଣ ପୁରୁଷ ଓ ଜଣେ ମହିଳା । ଚିହ୍ନଟ କରୋନା ରୋଗୀଙ୍କ ମଧ୍ୟରୁ ୪ ଜଣ ଭୁବନେଶ୍ଵରର ହୋଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର ଜଟଣୀରୁ ବୋଲି ଜଣାପଡିଛି ।
ସେହିଭଳି ଦେଶରେ କୋଭିଡ୍!-->!-->!-->…
କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ
ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ବ୍ୟାଘ୍ର!-->…
ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର
ଅପରେସନ ସିନ୍ଦୁର ପରେ ସାଂସଦ ମାନଙ୍କୁ ନେଇ ଗଠିତ ଏକ ପ୍ରତିନିଧିମଣ୍ଡଳ ଗସ୍ତ ସମଯ଼ରେ ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା ପରେ ତାଙ୍କୁ କୁଏତରେ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା!-->…
ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୭ ବର୍ଷ ପରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡାଦେଶ
ପଟଣାଗଡ଼ : ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡ । ସବୁ ପ୍ରମାଣ ଓ ସାକ୍ଷ୍ୟକୁ ଯାଞ୍ଚ କରିବା ପରେ ଅଭିଯୁକ୍ତ ପୁଞ୍ଜିଲାଲକୁ ଦୋଷୀ ସାବ୍ୟସ୍ତ କରିବା ସହ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ପାଟଣାଗଡ଼ ଏଡିଜେ କୋର୍ଟ । ଦୀର୍ଘ ୭ ବର୍ଷ!-->…
ବିଜେଡିକୁ ଶକ୍ତ ଧକ୍କା; ଦଳ ଛାଡ଼ିଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି
ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଶକ୍ତ । ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ସେ ନିଜେ ଘୋଷଣା କରିଛନ୍ତି ।
ଇସ୍ତଫା!-->!-->!-->…
ଆମେରିକାରେ ଚିନ୍ତା ବଢାଇଲା କରୋନା; ସପ୍ତାହରେ ୩୫୦ ମୃତ
ନୂଆଦିଲ୍ଲୀ : ଭାରତରେ କରୋନା ଭୂତାଣୁ ମାମଲା ଗମ୍ଭୀର ହୋଇନାହିଁ । ମାତ୍ର ଆମେରିକାରେ କରୋନା ଚିନ୍ତା ବଢାଇଛି । ଆମେରିକାରେ ପ୍ରତ୍ୟେକ ସପ୍ତାହରେ ୩୫୦ ଜଣଙ୍କ ମୃତ୍ୟୁ କୋଭିଡ୍ କାରଣରୁ ହୋଇଛି । ଆମେରିକା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ୩୫୦ ନାଗରିକଙ୍କ ମୃତ୍ୟୁ ଗତ!-->…
ଚିକିତ୍ସାଳୟରୁ ଶିଶୁ ଚୋରି ଅଭିଯୋଗ, ଧରାପଡିଲେ ୨ ମହିଳା
ବାଲେଶ୍ବର: ଚୋରି କରି ନେଇଯାଉଥିବାବେଳେ ଧରାପଡିଲା ପିଲା ଚୋରଣୀ । ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଛୁଆ ଚୋରି କରୁଥିବା ୨ ମହିଳାଙ୍କୁ କାବୁ କରି ମେଡିକାଲ ଫାଣ୍ଡି ରେ ଜିମା ଦେଇଛନ୍ତି । ଭୋଗରାଇ ବ୍ଲକର ଆରୁହାବୃତ୍ତି ଅଞ୍ଚଳର ସତ୍ୟବ୍ରତ ଦାସ ତାଙ୍କ ସ୍ତ୍ରୀଙ୍କ ପ୍ରସବ ପାଇଁ!-->…
ଅନାସ୍ଥାରେ ହାରିଗଲେ ବିଜେଡି ସମର୍ଥିତ ମହାକାଳପଡ଼ା ବ୍ଲକ୍ ଅଧ୍ୟକ୍ଷା
କେନ୍ଦ୍ରାପଡା: ବିଜେଡି ହାତରୁ ଖସିଯାଇଛି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷ ପଦ। ଅନାସ୍ଥାରେ ହାରି ପଦ ହରାଇଲେ ବିଜେଡି ସମର୍ଥିତ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ରାଉତ ।୬୨ ସଦସ୍ୟଙ୍କ ମଧ୍ୟରୁ ଅନାସ୍ଥା ସପକ୍ଷରେ ପଡ଼ିଲା ୪୯ ଭୋଟ୍ । ଏଥିସହ ୧୩ଜଣ ସରପଞ୍ଚ ଓ ସମିତି ସଭ୍ୟ!-->…
ଆସନ୍ତାକାଲି ୪ ରାଜ୍ୟରେ ମକ୍ ଡ୍ରିଲ୍
ନୂଆଦିଲ୍ଲୀ : ଦେଶରେ ପୁଣି ଥରେ ମକ୍ ଡ୍ରିଲ୍ ପାଇଁ ପ୍ରସ୍ତୁତି ଚାଲିଛି। ପାକିସ୍ତାନକୁ ଲାଗିଥିବା ରାଜସ୍ଥାନ, ଗୁଜରାଟ, ପଞ୍ଜାବ ଏବଂ ଜମ୍ମୁ-କାଶ୍ମୀରରେ ଗୁରୁବାର (୨୯ ମେ) ମକ୍ ଡ୍ରିଲ୍ ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ଲୋକଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି!-->…