ବାଂଲାଦେଶ ସୀମାରେ ଯୁଦ୍ଧ ସ୍ଥିତି! ଏୟାରବେସ୍‌ ଆକ୍ଟିଭ୍‌ କଲା ଭାରତ

ନୂଆଦିଲ୍ଲୀ,୨୭।୫: ବାଂଲାଦେଶର ଚାଇନା ସହ ବଢୁଥିବା ସମ୍ପର୍କକୁ ମୁକାବିଲା କରିବା ପାଇଁ ଭାରତ ଅରୁଣାଚଳ ପ୍ରଦେଶରେ ଥିବା ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ବ୍ୟବହୃତ ବିଜୟନଗର ଏୟାରବେସ୍‌କୁ ପୁଣିଥରେ ସକ୍ରିୟ କରିବାକୁ ଯୋଜନା କରୁଛି। ଏହି ଏୟାରବେସ, ଯାହା ଚାଙ୍ଗ ଜିଲ୍ଲାରେ ଅବସ୍ଥିତ।

୧୫ ସେପ୍ଟେମ୍ବର ସୁଦ୍ଧା ଦାଖଲ କରିହେବ ଆୟକର ରିଟର୍ଣ୍ଣ

ନୂଆଦିଲ୍ଲୀ : ଦେଶର କୋଟି କୋଟି ଆୟକରଦାତା ମାନଙ୍କ ପାଇଁ ଏକ ବଡ଼ ଖବର। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ପକ୍ଷରୁ ଆୟକର ରିଟର୍ଣ୍ଣ ଫାଇଲ ତାରିଖକୁ ୧୫ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଥିବା ଘୋଷଣା କରାଯାଇଛି।ସିବିଡିଟି ଦ୍ୱାରା ଦିଆଯାଇଥିବା ସୂଚନା ଅନୁଯାୟୀ, ଏବେ ଆର୍ଥିକ

ଅପରେସନ ସିନ୍ଦୂରର ନୂଆ ଭିଡିଓ; ୭୨ଟି ଆତଙ୍କବାଦୀ ଶିବିର ନଷ୍ଟ କରାଯାଇଥିବା ଦାବି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଦେବା ପାଇଁ ଭାରତ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା। ଏହି ଆକ୍ରମଣ ପରେ ଅପରେସନ ସିନ୍ଦୂରକୁ ନେଇ ନିରନ୍ତର ଖବର ଆସିବାରେ ଲାଗିଛି।ଅପରେସନ ସିନ୍ଦୂରକୁ ନେଇ ପ୍ରଥମେ ସେନା ଭିଡିଓ

ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି

ଭୁବନେଶ୍ବର : ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । ନଭେମ୍ବର

ଲଘୁଚାପ ସୃଷ୍ଟି : ଆସନ୍ତା ୩୧ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୪ ଉପକୂଳବର୍ତ୍ତୀ ଜିଲା

ଭୁଶୁଡିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, ୩୦ ମିଟର ଗୋଲେଇର ଏକ ଗର୍ତ୍ତ ସୃଷ୍ଟି ହୋଇଛି । ଟନେଲ ଭିତରେ

ବାଲିଗୁଡାରେ ପବିତ୍ର ସାବିତ୍ରୀ ଅମାବାସ୍ୟା ପାଳିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଗାଁ ଠାରୁ ଆରମ୍ଭ କରି ସହରରେ ନିଷ୍ଠାର ସହ ପବିତ୍ର ସାବିତ୍ରୀ ଅମାବାସ୍ୟା ପାଳିତ ହୋଇଯାଇଛି l ଏହି ଅବସରରେ ମହିଳାମାନେ ପ୍ରତ୍ୟୁଷ ରୁ ସ୍ନାନ ଆଦି କାର୍ଯ୍ୟ ସାରି ନୂଆ, ଶାଢୀ ସହ ବିଭିନ୍ନ ସୁହାଗ ଜିନିଷ ପରିଧାନ କରି

ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : ବିଶ୍ରାମ ଦିବସରେ ମା ‘ଙ୍କ ନିକଟରେ ମହିଳା ମାନେ ପାଳିଲେ ସାବିତ୍ରୀ ବ୍ରତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ସୋମବାର ୨୧ ଦିନରେ ପହଞ୍ଚି ଥିବା ବେଳେ ସାବିତ୍ରୀ ଅମାବାସ୍ୟା ଯୋଗୁଁ ମା 'ମାନେ ଅସ୍ଥାୟୀ ମଣ୍ଡପ ରେ ବିଶ୍ରାମ ନେଉଛନ୍ତି l ଅସ୍ଥାୟୀ ପୀଠ ରେ ମା 'ପାଟଖଣ୍ଡା ଙ୍କ

ହର୍ଷ ଉଲ୍ଲାସର ସହ ସାବିତ୍ରୀ ପାଳିଲେ ମହିଳା

ମାଲକାନଗିରି, ୨୬।୫ : ଆଜି ହେଉଛି ପବିତ୍ର ସାବିତ୍ରୀ ବ୍ରତ । କାହିଁ କେଉଁ ଆବହମାନ କାଳରୁ ଓଡ଼ିଆ ପରମ୍ପରା ଅନୁଯାୟୀ ଏହି ବ୍ରତ ପାଳନ ହେଉଥିବା ବେଳେ ସଧବା ମାନେ ନିଜ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ସାରାଦିନ ଉପବାସ ରହି ଓ ପୂଜାର୍ଚନା କରନ୍ତି । ପୁରାଣ ଅନୁଯାୟୀ ଆଜିର ଦିନରେ

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ମିଳିଲାନି ଆଶ୍ୱସ୍ତି , ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇଲେ କୋର୍ଟ

ନୂଆଦିଲ୍ଲୀ : ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ଗିରଫ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଆଶ୍ୱସ୍ତି ମିଳି ନାହିଁ। ହିସାର କୋର୍ଟ ସୋମବାର ତାଙ୍କୁ ୧୪ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ,୨୨ ମେ’ରେ ଜ୍ୟୋତିଙ୍କ ଜାମିନକୁ ନେଇ