ଅନଶନ ଭାଙ୍ଗିବା ପାଇଁ ୩ ସର୍ତ୍ତ ରଖିଲେ ୱାଙ୍ଗଚୁକ୍, ହସପିଟାଲରୁ ଆସିଲା ହାତ ଲେଖା ଚିଠି

ନୂଆଦିଲ୍ଲୀ : ଅନଶନ ଭାଙ୍ଗିବା ପାଇଁ ତିନି ସର୍ତ୍ତ ରଖିଛନ୍ତି ଶିକ୍ଷାବିତ ସୋନମ୍ ଓ୍ୱାଙ୍ଗଚୁକ୍ । ଦୀର୍ଘ ୨୦ ଦିନରୁ ଅଧିକ ସମୟ ଧରି ଆମରଣ ଅନଶନରେ ରହିବା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ୱାଙ୍ଗଚୁକ୍ । ସୋନମ ଅନଶନ ଭାଙ୍ଗିବାକୁ ଆଜି ତିନୋଟି ସର୍ତ୍ତ ରଖିଛନ୍ତି । ସର୍ତ୍ତ ପୂରଣ

ବିରୋଧୀଙ୍କ ହଟ୍ଟଗୋଳ ପାଇଁ ଚାଲି ପାରୁନି ସଂସଦ, ଦିନକ ପାଇଁ ରାଜ୍ୟସଭାକୁ ମୁଲତବି ଘୋଷଣା

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ରାଜ୍ୟସଭାକୁ ଦିନକ ପାଇଁ ମୁଲତବି ଘୋଷଣା କରାଯାଇଛି। ଆସନ୍ତାକାଲି ଦିନ ୧୧ ଟାରେ ଚାଲିବ ପୁଣି ଚାଲିବ ଗୃହ। ସେପଟେ ଲୋକସଭା ପୁଣି ଥରେ ଅପରାହ୍ନ ୩ଟା ଯାଏଁ ମୁଲତବି ଘୋଷଣା କରାଯାଇଥିଲା। NEET ପେପର

ଗୁୟାନାରେ ନୌକା ଦୁର୍ଘଟଣା, ୧୩୩ ଯାତ୍ରୀଙ୍କ ମଧ୍ୟରୁ ୬୭ ଉଦ୍ଧାର

ନୂଆଦିଲ୍ଲୀ: ଦକ୍ଷିଣ ଆମେରିକାର ଗୁୟାନା ଦେଶରେ ଏକ ବଡ଼ ନୌକା ଦୁର୍ଘଟଣା ଘଟିଛି । ୧୩୩ ଜଣ ଯାତ୍ରୀ ନେଇ ଯାଉଥିବା ‘ଏମଭି ବାରିମା’ ନାମକ ନୌକା ସମୁଦ୍ରରେ ଓଲଟିଯାଇଛି । ଅଧିକାରୀମାନଙ୍କ କହିବା ଅନୁସାରେ, ୬୭ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ସେମାନଙ୍କ ମଧ୍ୟରେ ୧୫ ଜଣ ଶିଶୁ

ରାଜ୍ୟର ୨୮ଟି ସରକାରୀ ଆଇଟିଆଇର ନାମ ବଦଳିଲା

ଭୁବନେଶ୍ୱର: ରାଜ୍ୟରେ ଥିବା ସରକାରୀ ଔଦ୍ୟୋଗିକ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଆଇଟିଆଇ) ଗୁଡ଼ିକର ନାମକରଣରେ ସରକାର ଏକ ବଡ଼ ଧରଣର ପରିବର୍ତ୍ତନ ଆଣିଛନ୍ତି। ବିଭିନ୍ନ ଜିଲ୍ଲା ଏବଂ ସହରଗୁଡ଼ିକର ସଂଶୋଧିତ ଭୌଗୋଳିକ ନାମକରଣ ସହିତ ସାମଞ୍ଜସ୍ୟ ରଖି ରାଜ୍ୟର ମୋଟ ୨୮ଟି ସରକାରୀ ଆଇଟିଆଇର ନାମ ସଂଶୋଧନ

ମୁଖ୍ୟମନ୍ତ୍ରୀ ବସ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଧମକ, ଗାଡ଼ି ଛାଡ଼ି ପଳାଇଲେ ଚାଳକ

ବଲାଙ୍ଗୀର: ସାଧାରଣ ଲୋକଙ୍କ ଗମନାଗମନ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବଲାଙ୍ଗୀର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ବସ୍‌କୁ ଅଧା ରାସ୍ତାରେ

୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ନେଇ କଟକଣା

ଭୁବନେଶ୍ବର: ୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ଗୁଡିକରେ ଦୁର୍ଘଟଣା ଏବଂ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ

ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ଏଣିକି ମାଟି ତଳେ ବିଛାଯିବ ବିଦ୍ୟୁତ ତାର

ଭୁବନେଶ୍ବର: ବିପର୍ଯ୍ୟୟ ସମୟରେ ବିଦ୍ୟୁତ ଭିତ୍ତିଭୂମିକୁ ବଞ୍ଚାଇବାକୁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର । ଏଣିକି ମାଟିତଳେ ବିଦ୍ୟୁତ ତାର ବିଛାଇବା ପାଇଁ ମୋଡାଲିଟି ପ୍ରସ୍ତୁତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, DPR

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ଖଟରେ ଭରାନଈ ପାର ହେଲେ ରୋଗୀ

କୋଇଡ଼ା : ନଈରେ ପୋଲ ନ ଥିବାରୁ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ। ରୋଗୀଙ୍କୁ ନେବା ପାଇଁ ନଈ ଆରପଟେ ଅପେକ୍ଷା କରି ରହିଲା। ଏପଟେ ରୋଗୀଙ୍କ ଅବସ୍ଥା ଅଧିକ ବିଗିଡ଼ିବାରୁ ଗ୍ରାମବାସୀ ବାଧ୍ୟ ହୋଇ ନିଜ ଜୀବନକୁ ବାଜି ଲଗାଇ ଭରାନଈରେ ରୋଗୀଙ୍କୁ ପାର୍‌ କରାଇଲେ। ସୁନ୍ଦରଗଡ଼ ଜିଲାର ଖଣି ସମୃଦ୍ଧ

ବାଲି ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ, ମାଫିଆଙ୍କୁ କଟକ ଜିଲ୍ଲାପାଳଙ୍କ ତାଗିଦ୍

କଟକ : ସାବଧାନ ବାଲି ମାଫିଆ ।  ବାଲି ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ। କଟକ ଜିଲ୍ଲାପାଳଙ୍କ କଲେ ତାଗିଦ୍। କେବଳ ଲଘୁ ଖଣିଜ ସମ୍ପଦ ପାଇଁ ଉଦ୍ଦିଷ୍ଟ ଓ.ଏମ.ଏମ.ସି ନିୟମାବଳୀ ନୁହେଁ, ବିପର୍ଯ୍ୟୟ ପରିଚାଳନା ଆଇନ ଅନୁଯାୟୀ ମଧ୍ୟ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ନିଆଳି ଅଞ୍ଚଳରେ ସାମ୍ନାକୁ

ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ୨୪ ଯାଏ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି ନାହିଁ ତାହା