କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର  : ଏଥର ସଅଳ ଆସିଲା ମୌସୁମୀ । କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଥାପିଛି । ୨୦୦୯ ପରେ ଏଥର ସଅଳ ମୌସୁମୀ ଛଇଁଛି । ସାଧାରଣତଃ ଜୁନ ଦ୍ବିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।

କନ୍ଧମାଳ ଜିଲ୍ଲା ଭାଜପା ଓବିସି ମୋର୍ଚ୍ଚା ତରଫରୁ ସାମ୍ବାଦିକ ସମ୍ମିଳନୀ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ଠାରେ ଜିଲ୍ଲା ଭାଜପା ଓବିସି ମୋର୍ଚ୍ଚା ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି । ରାଜ୍ୟରେ ପ୍ରଥମଥର ପାଇଁ ପଛୁଆବର୍ଗଙ୍କୁ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ପ୍ରଦାନ କରି ଐତିହାସିକ ନିଷ୍ପତ୍ତି ନେଇଥିବାରୁ ଜିଲ୍ଲା ଓବିସି ମୋର୍ଚ୍ଚା ତରଫରୁ

ରାଜଧାନୀରେ ଚାଲିବ ହାଇଡ୍ରୋଜେନ ବସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ। ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏନେଇ ଏମଓୟୁ ସରିଛି। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ଭୁବନେଶ୍ବରରେ ଜନଗହଳିପୂର୍ଣ୍ଣ

ପଦ ଛାଡ଼ିବେନି ମହମ୍ମଦ ୟୁନୁସ୍

ଢାକା : ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନିଜ ପଦରେ ବଜାୟ ରହିବେ । ଏହା ସହିତ ସେ ଇସ୍ତଫା ଦେବା ନେଇ ହେଉଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । "ସେ (ୟୁନୁସ) ପଦ ଛାଡିବେ ବୋଲି କହି ନାହାଁନ୍ତି," ଯୋଜନା ପରାମର୍ଶଦାତା ୱାହିଦୁଦ୍ଦିନ ମହମୁଦ ପରାମର୍ଶଦାତା ପରିଷଦର

୧୨ ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ

ଭୁବନେଶ୍ୱର : ୧୨ ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ । ସାଇବର ଠକକୁ ଗିରଫ କଲା ସାଇବର ଥାନା ପୋଲିସ । ମିଥ୍ୟା ପ୍ରତିଶୃତି ଦେଇ ଠକ ଠକିନେଇଥିଲା ୧୨ ଲକ୍ଷ ଟଙ୍କା । ବାଲେଶ୍ଵରରୁ ଗିରଫ ହେଲା ସାଇବର ଠକ ପ୍ରମୋଦ କୁମାର ମହାନ୍ତି । ପ୍ରମୋଦକୁ ଗିରଫ

ଖଣି ମାଫିଆଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ

ବ୍ରହ୍ମପୁର : ସୁନ୍ଦରଗଡ଼ ଜିଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ବାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଛନ୍ତି । ଏଥିନିମନ୍ତେ ଭିଜିଲାନ୍ସ ପକ୍ଷରୁ ଏକ ଏସ୍‌ଆଇଟି ଗଠନ କରାଯାଇଛି। ଉସ୍ପାତ

୬ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ଆଉ ଛଅ ଜଣ ଓଏଏସ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ଦେଇଛନ୍ତି। ଲୋପାମୁଦ୍ରା ମହାନ୍ତିଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ୱରରେ ଓୟୁଏଟିର ପୂର୍ବତନ ରେଜିଷ୍ଟ୍ରାର GA ଏବଂ PG ବିଭାଗରେ ଯୋଗ ଦେଇଥିଲେ।

୨୦୨୪-୨୫ ପାଇଁ ୮.୨୫%ରେ ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ଉପରେ ୮.୨୫ ପ୍ରତିଶତ ସୁଧ ହାରକୁ ଅନୁମୋଦନ କରିଛନ୍ତି। ଏହା ଫଳରେ, ଇପିଏଫଓ ଏହାର ସାତ କୋଟିରୁ ଅଧିକ ଆକାଉଣ୍ଟଧାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଉପରେ ବାର୍ଷିକ ସୁଧ ଜମା କରିପାରିବ।

୧୯ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : ପ୍ରବଳ ଗହଳି ସାଙ୍ଗକୁ ବ୍ୟାପକ ପଟୁଆରରେ ସହର ଦୁଲୁକୁଛି

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶନିବାର ୧୯ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୪ ଦିନରେ ପହଞ୍ଚିଛି l ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା

ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ୍‌ କଲେ ମନ୍ତ୍ରୀ ରବି ନାରାୟଣ ନାଏକ

ସୁବର୍ଣ୍ଣପୁର : ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ କଲେ ମନ୍ତ୍ରୀ । ଆକ୍ସନ ମୋଡରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟନ ନାଏକ । ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ବେଳେ ବିନିକା ବ୍ଲକ ତୁଲୁଣ୍ଡୁପାଳି ଠାରେ ମନରେଗା କାମରେ ଲାଗିଥିବା ଜେସିବିକୁ