Sign in
Sign in
Recover your password.
A password will be e-mailed to you.
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୩୦ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ହିନ୍ଦୋଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳିମାଡର ଶିକାର ହୋଇଥିଲେ ଫରେଷ୍ଟ ଗାର୍ଡ।
ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜର କଇ ରିଜର୍ଭରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ(୩୭) ବୋଲି!-->!-->!-->…
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍ ; ଶୁବମନ୍ ଗିଲ୍ ନୂଆ ଟେଷ୍ଟ ଟିମ୍ ଅଧିନାୟକ
ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି ।
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁବମନ ଗିଲ୍ଙ୍କୁ ନୂତନ ଟେଷ୍ଟ ଅଧିନାୟକ ଭାବରେ ମନୋନୀତ କରାଯାଇଛି।!-->!-->!-->…
ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ
ଭୁବନେଶ୍ୱର : ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ କରିଥିଲେ ତାକୁ ଆଗକୁ ନେବାକୁ ନିଷ୍ପତ୍ତି ହୋଇଛି । ଜୟଦେବ ବିହାରରୁ ନନ୍ଦନକାନନ!-->…
କାହା ଛତ୍ରଛାୟ ତଳେ ବ୍ରହ୍ମପୁର ମହାନଗର ନିଗମ କମିଶନର ଭବାନୀ ମିଶ୍ର..!
ଅଣନିଶ୍ୱାସୀ ହେଲେଣି କି ମେୟର...!
ଲୋକଙ୍କ ସରକାର ମୋହନ ସରକାର : ଆସିକା ଲୋକଙ୍କ ସହ ନାହାନ୍ତି ବିଧାୟକ ମହାଶୟ…..!
ମାଫିଆ ମାନେ ବିଧାୟକ ଙ୍କ ଗେଲ୍ହା ପୁଅ...!!
ଆସିକା ସମିତି ଅଧିବେଶନରେ ସାଂସଦ ଆସିବା ଖବର ପାଇ ଛୁ ମାରିଲେ ବିଧାୟକ…!
ବାଃ ବାଃ ରେ ଆସିକା ରାଜନୀତି…..!ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ଆସିକା ସାଧାରଣ ନିର୍ବାଚନ ପରେ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଆଜି ଆସିକା ସମିତି ର ଅଧିବେଶନ ଥିଲା। ଏଥିରେ ଅଧିବେଶନ ରେ ସାଂସଦ ଓ ବିଧାୟକ ଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଅଧିବେସନ ଆରମ୍ଭ ପୂର୍ବରୁ ଆସିକା ବିଧାୟକ ସରୋଜ!-->…
୧୮ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା : କାଳିକା ନୃତ୍ୟ ଓ ନବଦୁର୍ଗା ନୃତ୍ୟ ରେ ବିମୋହିତ ଭକ୍ତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶୁକ୍ରବାର ୧୮ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୩ ଦିନରେ ପହଞ୍ଚିଛି l ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା!-->…
ସଚ୍ଚୋଟ କଂଗ୍ରେସକର୍ମୀ ସାହସ ନାୟକଙ୍କ ବିୟୋଗରେ ସ୍ମୁତି ଚାରଣ ସଭା
ବାଲିଗୁଡ : ସମଗ୍ର କନ୍ଧମାଳ ଜିଲ୍ଲାରେ ସଚ୍ଚା କଂଗ୍ରେସ କର୍ମୀ ଭାବେ ବେଶ ପରିଚିତ ଥିବା କନ୍ଧମାଳ ଜିଲ୍ଲା ବାଲିଗୁଡା ହାଟପଦା ସାହି ନିବାସୀ ସାହସ ନାୟକ ଚଳିତ ମାସ ୧୩ ତାରିଖରେ ସନ୍ଧ୍ୟାରେ ହଠାତ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ବାଲିଗୁଡା ମେଡିକାଲ ରେ ଭର୍ତ୍ତୀ କରିଥିଲେ l କିଛି ସମୟ!-->…
ବାଇକରୁ ପଡି ଜଣେ ମୃତ, ଦୁଇଜଣ ଗୁରୁତର ଆହତ
ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର ରାଏବଗା ଥାନା ଅଧିନସ୍ଥ କାଦୋବାହାଲ ପଞ୍ଚାୟତ ଅନ୍ତର୍ଗତ କାଲୋବାହାର ଛକ ମୁହାଁଣୀରେ ବାଇକ ରୁ ପଡି ଜଣେ ମୃତ, ଓ ଦୁଇ ଜଣ ଗୁରୁତର ଆହତ | ଗୋଟିଏ ବାଇକ ରେ ତିନି ଜଣ ଯୁବକ ନିଜଘର କାଦୋବାହାଲ ଭୋକ୍ତାଟୋଲୀ ରୁ ରାଏବଗା କିଛି କାମରୁ ଯାଉଥିବା ବେଳେ!-->…
ବିଶ୍ଵ କଇଁଛ ଦିବସ ଉପଲକ୍ଷେ ବନ କର୍ମଚାରୀ ମାନଙ୍କ ପାଇଁ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର
ମାଲକାନଗିରି : ୨୩ ମେ ବିଶ୍ଵ କଇଁଛ ଦିବସ ଉପଲକ୍ଷେ ମାଲକାନଗିରି ବନ ବିଭାଗ ଓ ଇକୋ, ଓଡିଶା ର ମିଳିତ ଆନୁକୁଲ୍ୟରେ ବନ କର୍ମଚାରୀ ମାନଙ୍କ ପାଇଁ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇ ଅଛି। ବର୍ତ୍ତମାନ ସମୟରେ ମଧୁର ଜଳ କଇଁଛ ମାନଙ୍କର ଚାଲାଣ, ବିକ୍ରି ଇତ୍ୟାଦି ଉପରେ ଅଙ୍କୁଶ!-->…