ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପୋଲିସ

ପୁରୀ : ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପଡିଛି ପୁରୀ ପୋଲିସ । ଭୁବନେଶ୍ୱର ଏମ୍ସ ଓ ଦିଲ୍ଲୀ ଏମ୍ସ ଭିତରେ ପୀଡିତା ଦେଇଥିବା ବୟାନରେ ଫରକ ଥିବା ସୂଚନା ମିଳିଛି । ସେଥିପାଇଁ ପୁଣିଥରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡିତାଙ୍କ ବୟାନ ରେକର୍ଡ ହେବ ବୋଲି କୁହାଯାଇଛି । ପୀଡିତା

ଚୀନ : ଗୋଟିଏ ଦିନରେ ବର୍ଷକର ବର୍ଷା !

ବେଜିଂ : ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି ସୃଷ୍ଟି ହୋଇଛି

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର  ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ।  ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ ବିରୁଦ୍ଧରେ ପ୍ରଧାନ

ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

କୋରାପୁଟ: ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ। ଆୟଠୁ ଅଧିକ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ । ଭିଜିଲାନ୍ସ ରେଡ ବେଳେ ତାଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା ଓ ପୁଳା ପୁଳା ସୁନାଗହଣା। ଦେଢ଼ କେଜି ସୁନା, ୪ କେଜି ୬୩୭ ଗ୍ରାମ ରୁପା ଜବତ ହୋଇଥିଲା।

ବିହାର ସରକାରଙ୍କ ବଡ ଘୋଷଣା, ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌

ପାଟନା : ସାମ୍ବାଦିକଙ୍କ ପାଇଁ ଖୁସି ଖବର । ବଢିଲା ସାମ୍ବାଦିକଙ୍କ ପେନ୍‌ସନ୍‌ । ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଉ ଏକ ଭେଟି ଦେଇଛନ୍ତି । ସାମାଜିକ ସୁରକ୍ଷା ପେନ୍‌ସନ୍‌ ପରେ ଏବେ ମାନ୍ୟତାପ୍ରାପ୍ତ ସାମ୍ବାଦିକଙ୍କୁ ବିହାର ‘ସାମ୍ବାଦିକ ସମ୍ମାନ

ଅପରାଧୀ ଗ୍ୟାଙ୍ଗର ୬ ସଦସ୍ୟ ଗିରଫ, ପାଞ୍ଚ ବନ୍ଧୁକ ଜବତ

କଟକ : କମିଶନରେଟ ପୋଲିସକୁ ବଡ ସଫଳତା । ପାଞ୍ଚଟି ବନ୍ଧୁକ ଜବତ କରିଛି କଟକ ମାଲଗୋଦାମ ଥାନା ପୋଲିସ । ଏକ ଅପରାଧୀ ଗ୍ୟାଙ୍ଗର ୬ ଜଣ ସଦସ୍ୟଙ୍କୁ ଧରିଛି କମିଶନରେଟ ପୋଲିସ । ୧୩ ଟି ଜୀବନ୍ତ ଗୁଳି, ତିନିଟି ମୋବାଇଲ ଫୋନ୍ ମଧ୍ୟ ଜବତ୍ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ରେଡ

ଦିଲ୍ଲୀରୁ ଫେରିଲେ ମନମୋହନ, କହିଲେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ କୌଣସି ଆଲୋଚନା ହୋଇନାହିଁ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଆଉ ଏହି ଦିଲ୍ଲୀ ଗସ୍ତ ଚର୍ଚ୍ଚାର ବିଷୟ ଥିଲା। ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଥିଲା। ଦିଲ୍ଲୀରେ ମନମୋହନ ସାମଲ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ

ମଡେଲ ଗ୍ରାମ ପଞ୍ଚାୟତ ପଦକ୍ଷେପକୁ ବ୍ୟାପକ କରିଛି ଟିପିଏସ୍ଓଡିଏଲ୍

ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏସ୍ଓଡିଏଲ୍) ଏହାର "ମଡେଲ ଗ୍ରାମ ପଞ୍ଚାୟତ (ମଡେଲ ଜିପି)" ପଦକ୍ଷେପ ଅଧୀନରେ ଆଉ ୧୪ ଟି ଗ୍ରାମ ପଞ୍ଚାୟତକୁ ସାମିଲ କରି ଗ୍ରାମୀଣ ସଶକ୍ତିକରଣ ଦିଗରେ ପ୍ରୟାସ ଜାରି ରଖିଛି। ପୂର୍ବରୁ କମ୍ପାନୀ ସମଗ୍ର ଦକ୍ଷିଣ ଓଡିଶାରେ

ମୁଁ ଏଭଳି ସରକାରଙ୍କୁ ସମର୍ଥନ କରୁଥିବାରୁ ଦୁଃଖିତ:ନୀତିଶଙ୍କୁ ଘେରିଲେ ଚିରାଗ

ପାଟନା: ଆଗାମୀ ଦୁଇ ମାସ ପରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀ ଏବଂ ସରକାର ପରସ୍ପର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣୁଛନ୍ତି। ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ମୁଖ୍ୟ ତଥା କେନ୍ଦ୍ର

ନବାଗତ ଛାତ୍ର ଛାତ୍ରୀ ଙ୍କ ପ୍ରବେଶ ଉତ୍ସବ

ବଣାଇ : ବଣାଇ ଗଡ଼ ମହା ବିଦ୍ୟାଳୟ ସଭାଗୃହ ଠାରେ ଯୁକ୍ତଦୁଇ ନବାଗତ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରବେଶ କାର୍ଯ୍ୟକ୍ରମ ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ଶ୍ରୀମତୀ ଲିପିକା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ପରବର୍ତ୍ତୀ ପର୍ଯ୍ୟାୟରେ ଦର୍ଶନ ବିଭାଗର ମୁଖ୍ୟ ଗୀତାଞ୍ଜଳି