Sign in
Sign in
Recover your password.
A password will be e-mailed to you.
ଭାରତର ‘ପାଣି ବୋମା’କୁ ନିଷ୍କ୍ରିୟ କର- ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ସାଂସଦଙ୍କ ଦାବି
ଭାରତର ‘ପାଣି ବୋମା’କୁ ନିଷ୍କ୍ରିୟ କର। ନଚେତ ଭୋକଉପାସରେ ଦେଶବାସୀ ମରିବେ। ଫାକିସ୍ତାନ ସଂସଦରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନିକଟରେ ଏପରି ଦାବି କରିଛନ୍ତି ସାଂସଦ ସୟେଦ ଅଲ୍ଲୀ ଜାଫର।
ସଂସଦରେ ଉଦବୋଧନ ଦେବା ସମୟରେ ବିରୋଧୀ ଦଳ ପାକସ୍ତାନ ତେହରିକ-ଏ-ଇନସାଫ(ପିଟିଆଇ) ସାଂସଦ!-->!-->!-->…
ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍
ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି । ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା!-->…
ସହଦେବ ନାୟକ ହତ୍ୟା ମାମଲା, ମାଟିରେ ମିଶିଲା ଅଭିଯୁକ୍ତଙ୍କ ଘର
ଭୁବନେଶ୍ବର: ଭୁବନେଶ୍ବରରେ ପୋଲିସ ମିତ୍ର ସହଦେବ ନାୟକ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଘର ଭଙ୍ଗାଯାଉଛି । ମୁଖ୍ୟ ଅଭିଯୁକ୍ତ ରମା ନାୟକର ଘର ଭାଙ୍ଗିଲା BMC । କେଦାରପଲ୍ଲୀ ବସ୍ତିରେ ଥିବା ଘର ଭଙ୍ଗାଯାଇଛି । ପୋଲିସ ଉପସ୍ଥିତିରେ ଜେସିବିରେ ଭଙ୍ଗା କାର୍ଯ୍ୟ ଚାଲିଛି ।
!-->!-->…
ଭାରତ ପାଣି ବନ୍ଦ କଲେ, ଆମେ ନିଶ୍ୱାସ ବନ୍ଦ କରିଦେବୁ; ଏମିତି ଧମକ ଦେଲା ପାକିସ୍ତାନ
ପାକିସ୍ତାନ ସେନା ମୁଖପାତ୍ର ଅହମଦ ସରିଫ୍ ଚୌଧୁରୀ ପୁଣି ଥରେ ଭାରତକୁ ଧମକ ଦେଇଛନ୍ତି । ସରିଫ ଚୌଧୁରୀ କହିଛନ୍ତି ଯେ ଯଦି ଭାରତ ଆମର ପାଣି ବନ୍ଦ କରିଦିଏ, ତେବେ ଆମେ ତା’ର ନିଶ୍ୱାସ ବନ୍ଦ କରିଦେବୁ । ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେବା ସମୟରେ ସରିଫ ଏଭଳି ମନ୍ତବ୍ୟ ଦେଇଛନ୍ତି । ଯାହାକି!-->…
ଭିଜିଲାନ୍ସ ଜାଲରେ ଜେଇ, ଏକକାଳୀନ ୮ଟି ସ୍ଥାନରେ ରେଡ୍
ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍!-->…
ଦୁଇ ଇଂଜିନିୟର ଠୁ କୋଟିଏ ୫ ଲକ୍ଷ ଠକେଇ, ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ
ଖୋର୍ଦ୍ଧା: ଇଂଜିନିୟରଙ୍କୁ ଲକ୍ଷଲକ୍ଷ ଟଙ୍କାର ଚୂନ । ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ଅଭିଯୁକ୍ତ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଓରଫ ବିରଞ୍ଚି ପଟ୍ଟନାୟକ ଦୁଇ ଜଣ ଇଂଜିନିୟଙ୍କୁ କୋଟିଏରୁ ଅଧିକ ଟଙ୍କାର ଚୂନ ଲଗାଇଥିଲା । ଉଚ୍ଚ ଦରମାରେ!-->…
ଜୁନ୍ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ଆଲର୍ଟରେ ୧୫ ଜିଲ୍ଲା
ସମ୍ବଲପୁର: ଉପରମୁଣ୍ଡରେ ଲଗାତାର ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ନଜରରେ ରଖି ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଏକ ଚେତାବନୀ ଜାରି କରିଛନ୍ତି । ତଳ ମୁଣ୍ଡର ୧୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି!-->…
କୋମଣ୍ଡ ପଥର ଖଣି ରୁ ପଥର ଚାଲାଣକୁ ନେଇ ବିବାଦ: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୁବକ ଗୁରୁତର…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ କୋମଣ୍ଡ ରାଜସ୍ବ ଅଞ୍ଚଳର କୋମଣ୍ଡ ଓ ରୋହିବାଙ୍କ ପଥର ଖଣିରୁ ବେଆଇନ ପଥର କଟା ଓ ପଥର ଚାଲାଣ କୁ ନେଇ ଦୀର୍ଘଦିନ ହେବ ଲାଗିଥିବା ବିବାଦ ଦିନକୁ ଦିନ ତିକ୍ତ ହେବାରେ ଲାଗିଛି । ଦୁଇ ଗୋଷ୍ଠୀ ମଧ୍ୟରେ ଉପୁଜିଥିବା ବିବାଦ କୁ ପ୍ରଶମିତ କରିବା!-->…
ସ୍ଥିତି ମୁକାବିଲା ପାଇଁ ସରକାର ପ୍ରସ୍ତୁତ, କୋଭିଡକୁ ନେଇ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ସଚିବଙ୍କ ପରାମର୍ଶ
ଭୁବନେଶ୍ବର : ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଜନସାଧାରଣଙ୍କୁ କୋଭିଡକୁ ନେଇ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର କୋଭିଡ୍ ଘଟଣା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ କୌଣସି ସ୍ଥିତିର ମୁକାବିଲା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି!-->…
‘ଦୁର୍ଗମ ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରନ୍ତୁ ସଚିବ’: ପିଏମ୍ ଜନମନ ଯୋଜନାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ(ପିଏମ୍ ଜନମନ) କାର୍ଯ୍ୟକାରୀ ହେଉଛି। ଯୋଜନା କାର୍ଯ୍ୟକାରୀ ହେଉଥିବା ପ୍ରତ୍ୟେକ ଦୁର୍ଗମ ଅଞ୍ଚଳକୁ ପରିଦର୍ଶନରେ ଯାଇ ସେଠାକାର ପରିସ୍ଥିତି ପରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ!-->…