Sign in
Sign in
Recover your password.
A password will be e-mailed to you.
ପାକିସ୍ତାନକୁ କୁହ ଆତଙ୍କବାଦ ବନ୍ଦ କରୁ : ତୁର୍କୀକୁ କହିଲା ଭାରତ
ନୂଆଦିଲ୍ଲୀ : ଭାରତ ବିରୋଧରେ ପାକିସ୍ତାନକୁ ସମର୍ଥନ କରୁଥିବା ତୁର୍କୀକୁ ଏକ କଡ଼ା ବାର୍ତ୍ତା ଦେଇଛି । ତୁର୍କୀକୁ ଭାରତ କହିଛି ଯେ ପାକିସ୍ତାନକୁ କୁହ ସେ ଆତଙ୍କବାଦକୁ ସମର୍ଥନ କରିବା ବନ୍ଦ କରୁ।ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ ଗୁରୁବାର କହିଛନ୍ତି ଯେ ଭାରତ ଆଶା କରୁଛି!-->…
ନବରଙ୍ଗପୁରଠାରେ ବିହନ ଉତ୍ପାଦକମାନଙ୍କୁ ନେଇ ବୈଠକ : ଅଣସ୍ୱୀକୃତିପ୍ରାପ୍ତ ବିହନ କମ୍ପାନୀମାନଙ୍କ ବିହନ ବିକ୍ରି…
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା କୃଷି ବିଭାଗ ତରଫରୁ ଗତ କାଲି ୨୧.୫.୨୦୨୫ ରିଖ ଦିନ ସ୍ୱୀକୃତି ପ୍ରାପ୍ତ ବିହନ ଉତ୍ପାଦନକାରୀ କମ୍ପାନୀମାନଙ୍କର ପ୍ରତିନିଧିମାନଙ୍କୁ ନେଇ ଏକ ଜରୁରୀ ବୈଠକ ନବରଙ୍ଗପୁର ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ!-->…
୨୭ରେ ଲଘୁଚାପ ! ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବ
ଭୁବନେଶ୍ବର : ଆସୁଛି ଲଘୁଚାପ ! ମେ’ ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇ ଦିନ ଏହା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା!-->…
ବିକାଶର ମୁକ ସାକ୍ଷୀ ହେଉଛି ଉମରକୋଟ ବ୍ଲକ ର ବକୋଦା ପଂଚାୟତ : ଧର୍ମକୁ ଆଖିଠାର ନୀତିରେ ଚାଲିଛି ଉର୍ଣ୍ଣୟନ ମୂଳକ…
ଜିଲ୍ଲା ପରିଷଦ ଓ କନିଷ୍ଠ ଯନ୍ତ୍ରୀ ଙ୍କ ମଧୁଚନ୍ଦ୍ରିକା ରେ ସରକାରୀ ଅନୁଦାନ ଟଙ୍କା ହର ଲୁଟ...!!
ଉମରକୋଟ:- (୨୨/୦୫/୨୦୨୫) ମିଛ ବିକାଶର ମୁକ ସାକ୍ଷୀ ହେଉଛି ଏହି ବକୋଦା ପଂଚାୟତ। କହିବାକୁ ଗଲେ କିଛି ଜନ ପ୍ରତିନିଧି ଓ କନିଷ୍ଠ ଯନ୍ତ୍ରୀଙ୍କ ରୋଜଗାରର ମାଧ୍ୟମ ହୋଇ ରହିଯାଇଛି ଏହି!-->!-->!-->!-->!-->…
ପୁଣି ନିମ୍ନଗାମୀ ସେୟାର୍ ମାର୍କେଟ: ସେନ୍ସେକ୍ସ ୧୦୦୦ ପଏଣ୍ଟ୍ ଖସିଲା
ନୂଆଦିଲ୍ଳୀ: ଗତ କିଛି ଦିନ ହେବ ଭାରତୀୟ ସେୟାର୍ ବଜାର ଉପର ମୁହାଁ ହୋଇଥିବା ବେଳେ ଗତ ଦୁଇ ଦିନ ହେବ ପୁଣି ନିମ୍ନଗାମୀ ହୋଇଛି।ବୁଧବାର ଦିନ ଘରୋଇ ଷ୍ଟକ୍ ବଜାର ଗଭୀର ନାଲି ରଙ୍ଗରେ ଖୋଲିଥିଲା। ମଙ୍ଗଳବାରର ଲାଭ ପରେ ଏହା ଏକ ତୀବ୍ର ପରିବର୍ତ୍ତନକୁ ସୂଚିତ କରିଛି। ଗୁରୁବାର ଦିନ ମଧ୍ୟ!-->…
ଏବେ ମୋଦିର ଶିରାପ୍ରଶିରାରେ ରକ୍ତ ନୁହେଁ ଗରମ ସିନ୍ଦୂର ପ୍ରବାହିତ ହେଉଛି…
ଜୟପୁର : ଏବେ ମୋଦିର ଧମନିରେ କେବଳ ରକ୍ତ ନୁହେଁ, ବରଂ ଗରମ ସିନ୍ଦୂର ପ୍ରବାହିତ ହେଉଛି…….ଏକଥା ଆଜି ପ୍ରଧାନମନ୍ତ୍ରୀ ମୋଦି ନିଜେ କହିଛନ୍ତି। ରାଜସ୍ଥାନର ବିକାନେରରେ ଆୟୋଜିତ ଗୋଟିଏ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଉପରେ ମନଇଚ୍ଛା ବର୍ଷିଛନ୍ତି। ସେ ଏପ୍ରିଲ ୨୨ରେ ପହଲଗାମରେ!-->…
ଗଞ୍ଜାମ ପୋଲିସ ଜିଲ୍ଲା ପରେ ଏବେ ବ୍ରହ୍ମପୁର ପୋଲିସ ଜିଲ୍ଲାରେ ଚଢ଼ାଉ: ୬ ମାଉଜର ଓ ଜୀବନ୍ତ ଗୁଳି ଜବତ,୧୨ ଗିରଫ…..!
ଜିଲ୍ଲାରେ ମାଳ ମାଳ ମାଉଜର, ଟାର୍ଗେଟ ରେ କିଏ ?.....!
ବ୍ରହ୍ମପୁର: ଚଳିତ ମାସ ରେ ଗଞ୍ଜାମ ପୋଲିସ ହାତରେ ମାଳ ମାଳ ମାଉଜର ସାଙ୍ଗକୁ ୩୦ ରୁ ଉର୍ଦ୍ଧ ଅପରାଧୀଙ୍କୁ ପୋଲିସ ବାନ୍ଧିଥିଲା। ଆଜି ବ୍ରହ୍ମପୁର ପୋଲିସ ଜିଲ୍ଲାର ବିଭିନ୍ନ ଥାନା ଇଲାକାରୁ ୬ ମାଉଜର ଜୀବନ୍ତ ଗୁଳି!-->!-->!-->!-->!-->!-->!-->…
ଓଡ଼ଗାଁ ଏନଏସି ପକ୍ଷରୁ ଚଢ଼ାଉ: ପଲିଥିନ ଜବତ ଓ ଜୋରିମାନା ଆଦାୟ…
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନଏସି ରେ ବିଭିନ୍ନ ଦୋକାନ ଗୁଡିକରେ ଚଢାଉ କରାଯାଇ ୨ କୁଇଣ୍ଟାଲ ପଲିଥିନ ଜବତ ସହିତ ୪ହଜାର ୭ ଶହ ଜୋରିମାନା ଟଙ୍କା ଆଦାୟ କରାଯାଇଛି। ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଦୁଃଶାସନ ସ୍ୱାଇଁ, କନିଷ୍ଠ ଯନ୍ତ୍ରୀ ସତ୍ୟ ନାରାୟଣ ସାହୁ ଙ୍କ ସହିତ ସ୍ଥାନୀୟ!-->…
ଯୁକ୍ତ ୨ ପରୀକ୍ଷା ଫଳ କଳାରେ ମୁନି ସାହୁ ଏବଂ ବିଜ୍ଞାନରେ ଏନ.ଶାଇନି ରାଇକିଆ ବ୍ଲକ ଟପର
ରାଇକିଆ : ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ଵାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ହୋଇଅଛି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଦୁଇଟି ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓଡିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପରିଚାଳିତ ଯୁକ୍ତ ୨ କଳା ଏବଂ!-->…
୬ ଜୁଆଡି ଗିରଫ, ୨୫ ହଜାର ୨୫ ଟଙ୍କା ଓ ୩ ମୋବାଇଲ ଜବତ
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ତଥା ଆଡପଡା ଫାଣ୍ଡି ବଉଳଘାଇ ଗ୍ରାମ ନିକଟରେ ରବିବାର ବିଳମ୍ବିତ ରାତିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୁଲିସ ଚଢ଼ାଉ କରିଛି। ଚଢ଼ାଉରେ ୬ ଜଣ ଜୁଆଡିଙ୍କୁ ପୁଲିସ ଗିରଫ କରିଛି। ଗିରଫ ଜୁଆଡି ମାନେ ହେଲେ ହିଞ୍ଜିଳି ଥାନା ବଉଳଘାଇ ଗ୍ରାମର!-->…