Sign in
Sign in
Recover your password.
A password will be e-mailed to you.
ଚିକିଟୀ ତହସିଲରେ ବସୁନ୍ଧରା ପଟ୍ଟା ବଣ୍ଟନ
ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ଚିକିଟୀ ତହସିଲ ରେ ଆଜି ସ୍ଥାନୀୟ ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରା ଙ୍କ କର କମଳ ରେ ଅନେକ ବେ ଘର ଲୋକଙ୍କୁ ବସୁନ୍ଧରା ପଟ୍ଟା ବଣ୍ଟନ କରଯାଇଛି।ଏହି ଅବସରରେ ଚିକିଟୀ ତହସିଲଦାର ବିଶ୍ଵରଞ୍ଜନ କହଁର ଯୋଗଦାନ କରି ଏହି ଅଞ୍ଚଳରେ ଅବସ୍ଥାନ କରୁଥିବା!-->…
ଚିକିଟୀ ଅବକାରୀ ବିଭାଗକୁ ବଡ଼ ସଫଳତା
ଚିକିଟୀ : ବ୍ରହ୍ମପୁର ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନ ଓ ଅଧିକ୍ଷକ କୁମୁଦ ରଞ୍ଜନ କହଁର ଙ୍କ ମିଳିତ ଉଦ୍ୟମରେ ସୋମବାର ମଧ୍ୟରାତ୍ରିରେ ପାଟ୍ରୋଲିଂ କରୁଥିବା ବେଳେ ଜରଡା ଥାନା ଇଲାକାରେ ଥିବା ଆମ୍ବପୂର୍ ଠାରେ ଗୋଟିଏ ଟାଟା ଇଣ୍ଡିକା ସହ ବିପୁଳ ପରିମାଣରେ ନକଲି ଦେଶୀ ମଦ ଜବତ!-->…
ସ୍ୱାସ୍ଥ୍ୟକେନ୍ଦ୍ର ଭିତରକୁ ପଶିଲା ବର୍ଷା ଜଳ
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ର ବିଭିନ୍ନ ସ୍ଥାନରେ ବର୍ଷା ପାଣିରେ ଲୋକେ ନାହିଁ ନଥିବା ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି l ଏହାରି ଭିତରେ ଜିଲ୍ଲା ର ଚିତ୍ରକୋଣ୍ଡା ଯୋଡମ୍ବ ସ୍ୱାସ୍ଥ୍ୟ କେନ୍ଦ୍ର ରୁ ଆସିଛି ଏକ ଅଭାବନୀୟ ଚିତ୍ର l ସ୍ୱାସ୍ଥ୍ୟକେନ୍ଦ୍ର ଭିତରକୁ ହଠାତ୍ ଧସେଇ ପଶିଲା!-->…
ନାବାଳକ ଛାତ୍ରକୁ ନିସ୍ତୁକ ମାଡ଼: ଭିଡିଓ ଭାଇରାଲ ପରେ ପ୍ରଶାସନର ହସ୍ତକ୍ଷେପ
ଭୁବନେଶ୍ବର: ଏକ ସମ୍ବେଦନଶୀଳ ଘଟଣାକୁ ନେଇ ରାଜ୍ୟସଭା ସାଂସଦ ସୁଲତା ଦେଓ ପୁଣି ଥରେ ରାଜ୍ୟ ସରକାରଙ୍କୁ ପରୋକ୍ଷ ଭାବେ ଟାର୍ଗେଟ୍ କରିଛନ୍ତି। ଯାଜପୁରଜିଲ୍ଲା କାଳିଆପାଣି ଅଞ୍ଚଳରେ ଜଣେ ନାବାଳକଙ୍କୁ ଚପଲରେ ମାଡ଼ ମରାଯିବା ଘଟଣା ନେଇ ସୁଲତା ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟ!-->…
ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍ଆଇଟି ତଦନ୍ତ ଆବଶ୍ୟକ ନାହିଁ
କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍ଆଇଟି ତଦନ୍ତର ଆବଶ୍ୟକତା ନାହିଁ ବୋଲି କହିଛନ୍ତି।!-->…
ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା ଉପରେ ବିଜେଡି ଉପସଭାପତି!-->…
ଲୋକେ ଏବେ ରାସ୍ତାରେ ପହଁରୁଛନ୍ତି.. ବିଜେପି-ଆପ୍ ଟ୍ୱିଟ୍ ଯୁଦ୍ଧ
ନୂଆଦିଲ୍ଲୀ : ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ!-->…
ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ: ପିସିସି ସଭାପତି
ଭୁବନେଶ୍ଵର: ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ!-->…
ବିହାର ବିଧାନସଭାରେ ହଙ୍ଗାମା…ଶାସକ ଓ ବିରୋଧୀ ଦଳର ବିଧାୟକଙ୍କ ଉପରେ ରାଗିଗଲେ ବାଚସ୍ପତି
ନୂଆଦିଲ୍ଲୀ ୨୩/୦୭: ବିହାର ବିଧାନସଭାରେ ହଙ୍ଗାମା । 'ବାପା' ଶବ୍ଦକୁ ନେଇ ଜୋରଦାର ହଟ୍ଟଗୋଳ । ସ୍ଥିତି ଏମିତି ହେଲା ଯେ, ରାଗିଯାଇଥିଲେ ବାଚସ୍ପତି ନନ୍ଦ କିଶୋର ଯାଦବ । ଏମିତିକି ଶାସକ ଓ ବିରୋଧୀଙ୍କ ଭଡକିଥିଲେ । ଛାଡି ଚାଲିଯାଇଥିଲେ ଗୃହ । କହିବାକୁ ଗଲେ ଗୃହରେ ମୁଖ୍ୟମନ୍ତ୍ରୀ ନୀତିଶ!-->…
ଗୋଆ ଦେଶର ସବୁଠୁ ଧନୀ ରାଜ୍ୟ, ବିହାର ସବୁଠୁ ଗରିବ
ନୂଆଦିଲ୍ଲୀ ୨୩।୭: ଭାରତର ଅର୍ଥ ବ୍ୟବସ୍ଥା ଲଗାତାର ଆଗକୁ ବଢିବାରେ ଲାଗିଛି, ହେଲେ ସବୁ ରାଜ୍ୟଙ୍କ ବିକାଶ ହାର ଏକା ଭଳି ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରାଳୟ ଲୋକସଭାରେ ଯେଉଁ ତାଜା ରିପୋର୍ଟ ଉପସ୍ଥାପନ କରିଛି ସେଥିରେ ଗୋଆକୁ ଦେଶର ସବୁଠୁ ଧନୀ ରାଜ୍ୟ ବୋଲି ଦର୍ଶାଯାଇଛି, ଏହି ରିପୋର୍ଟ!-->…