ସଂସଦରେ ଉପସ୍ଥାପିତ ହେଲା ନ୍ୟାସନାଲ ସ୍ପୋର୍ଟସ୍ ଗଭର୍ଣ୍ଣାନ୍ସ ବିଲ୍, ଆଇନ ପରିସରଭୁକ୍ତ ହେବ BCCI

ନୂଆଦିଲ୍ଲୀ ୨୩।୭: କେନ୍ଦ୍ର କ୍ରିଡାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଲୋକସଭାରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍-୨୦୨୫ ଉପସ୍ଥାପନ କରିଛନ୍ତି। ଏହି ବିଧେୟକ ଭାରତୀୟ କ୍ରିଡାରେ ପାରଦର୍ଶିତା, ଉତ୍ତରଦାୟୀ ଓ ଉନ୍ନତ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି। ଏହି

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରଦ୍ଦ କଲେ ରାଜ୍ୟପାଳ

କଟକ ୨୩।୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରାଜ୍ୟପାଳ ରଦ୍ଦ କରିଛନ୍ତି । ଆଜି ଏ ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ଼ଭୋକେଟ ଜେନେରାଲ । ତେଣୁ ଏ ସଂକ୍ରାନ୍ତୀୟ ମାମଲାର ଏକ ପ୍ରକାର ଅନ୍ତ ହୋଇଛି ବୋଲି କୁହାଯାଇପାରେ । ଉତ୍କଳ ବିଶ୍ୱବିଦ୍ୟାଳୟ

ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ଼ ଯୋଜନା, ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ବର ୨୩।୭: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ ଯୋଜନା । ଚଳିତ ବର୍ଷ ହେବ ଫର୍ମର e-KYC । କୃଷକ ମାନେ ପଞ୍ଜିକରଣ ଆଧାର କାର୍ଡ ସହିତ ସମସ୍ତ ତଥ୍ୟ ପ୍ରଦାନ କରିବେ । ଏହିସବୁ ଡକ୍ୟୁମେଣ୍ଟ ଅଫିସିଆଲ

ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ

ଭାଲୁ ଆକ୍ରମଣରେ ଗୁରୁତର ଯୁବକ ଙ୍କୁ ଅଧିକ ଚିକିତ୍ସା ପାଇଁକୋରାପୁଟ ମେଡ଼ିକାଲ ସ୍ଥାନାନ୍ତର…

ମାଲକାନଗିରି :ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ଅନ୍ତର୍ଗତ ବୁରୁଡ଼ିଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁରୁଡିଗୁଡା ଗ୍ରାମର ଚୈତନ୍ୟ ନାୟକ ନାମକ ଏକ ଯୁବକ ମଧ୍ୟ ରାତିରେ ଶୌଚ ହେବାକୁ ବାହାରକୁ ଯାଇଥିଲେ । ଶୌଚ ସାରି ଉଠିଲା ବେଳକୁ ହଠାତ୍ ଗୋଟିଏ ଭାଲୁ ଚୈତନ୍ୟଙ୍କ

ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ଫିଟୁନି ରହସ୍ୟ : ସନ୍ଦେହ ଘେରରେ ପ୍ରଶ୍ନ ଛାପିଥିବା ଫାର୍ମ

କଟକ ୨୩।୭: ସ୍ପେସାଲ ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ରହସ୍ୟ ଫିଟୁନି । ତଦନ୍ତକୁ ୩ ଦିନ ବିତି ଯାଇଥିଲେ ମଧ୍ୟ କ୍ରାଇମ୍‌ବ୍ରାଞ୍ଚ ପ୍ରଘଟକାରୀଙ୍କ ଟେର୍‌ ପାଇପାରିନାହିଁ । ତଦନ୍ତକାରୀ ସଂସ୍ଥାର ବରିଷ୍ଠ ଅଫିସରମାନେ ବୋର୍ଡ କାର୍ଯ୍ୟାଳୟ କର୍ମଚାରୀଙ୍କୁ ତନ୍ନ ତନ୍ନ କରି ପଚରାଉଚରା

ରାଜ୍ୟର ପ୍ରମୁଖ ତୀର୍ଥକ୍ଷେତ୍ରର ହେବ କାୟାକଳ୍ପ: ଏକାମ୍ର, ବିରଜା ଓ ତାରିଣୀ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ…

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଧାର୍ମିକ ପୀଠଗୁଡ଼ିକର ସାମଗ୍ରିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଘଟଗାଁ ସ୍ଥିତ ମା' ତାରିଣୀ ପୀଠ,

ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

ନୂଆଦିଲ୍ଲୀ/ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି। ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ

ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୨୩।୦୭ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଅନୁଯାୟୀ, ଗୁରୁବାର ଶ୍ରୀମନ୍ଦିରେ

ଆଇ.ଏ.ସ କୀର୍ତ୍ତି ଭାସନ୍ ଭି ଙ୍କୁ ଝୁରୁଛନ୍ତି କୋରାପୁଟ ବାସୀ : ଗଞ୍ଜାମ ଜିଲ୍ଲାରେ ଖୁସି ର ଲହରୀ….!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାକୁ ଜଣେ ଦକ୍ଷ ଆଇ.ଏ.ଏସ କୀର୍ତ୍ତିଭାସନ୍ ଭି ଙ୍କ ଭଳି ଜଣେ ଜିଲ୍ଲା ପାଳଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ସୂଚନା ଥାଉକି ଶ୍ରୀଯୁକ୍ତ କୀର୍ତ୍ତିଭାସନ୍ ଭି ୨0୧୮ ବ୍ୟାଚ ର ଆଇ. ଏ. ଏସ କୋରାପୁଟ ଜିଲ୍ଲାର ଜିଲ୍ଲା ଜିଲ୍ଲାପାଳ ଥିବା ପୂର୍ବରୁ ସେ ଗଞ୍ଜାମ