Sign in
Sign in
Recover your password.
A password will be e-mailed to you.
ଜଗଦୀପଙ୍କ ଇସ୍ତଫାକୁ ନେଇ କଂଗ୍ରେସର ଅଭିଯୋଗ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି।
ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର ସରକାରଙ୍କୁ!-->!-->!-->…
NCERT ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପ୍ରସଙ୍ଗ, ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ
ଭୁବନେଶ୍ୱର : NCERT ଅଷ୍ଟମ ଶ୍ରେଣୀ ନୂଆ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକ Exploring Society: India and Beyond”ରୁ ଓଡ଼ିଶାର ଐତିହାସିକ ପାଇକ ବିଦ୍ରୋହକୁ ବାଦ ଦେଇଛି । ପାଇକ ବିଦ୍ରୋହ ବିଷୟ ହଟିବା ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ!-->…
ନିଖୋଜ ଶ୍ରମିକଙ୍କ ମୃତଦେହ ପୋଖରୀରୁ ମିଳିଲା
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡ଼ି ଗ୍ରାମର ଯଶୋବନ୍ତ ନାୟକଙ୍କ (୫୦) ମୃତଦେହ ମଙ୍ଗଳବାର ସକାଳ ସମୟରେ ପୋଖରୀରୁ ଉଦ୍ଧାର କରାଯାଇଛି। ସୋମବାର ସେ ନିଖୋଜ ରହିଥିବା ବେଳେ ତାଙ୍କ ପୋଷାକ, ଚପଲ ଆଦି ପୋଖରୀ ହୁଡାରେ!-->…
ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର
ଭୁବନେଶ୍ବର: ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ ପଦକ୍ଷେପ ନେଇଛି । ଏନେଇ ଆଗକୁ ସବୁ!-->…
ଭାରତୀୟ ଅର୍ଥନୀତିକୁ ତଳିତଳାନ୍ତ କରିଦେବୁ, ଆମେରିକାର ଧମକ
ଓ୍ବାସିଂଟନ : ରୁଷରୁ ଶସ୍ତାରେ ତେଲ କିଣୁ ଥିବା ଚୀନ, ଭାରତ ଓ ବ୍ରାଜିଲକୁ ପୁଣି ଥରେ ଧମକ ଦେଇଛି ଆମେରିକା । ଯଦି ଏହି ଦେଶଗୁଡ଼ିକ ରୁଷରୁ ଶସ୍ତା ତେଲ କିଣିବା ଜାରି ରଖନ୍ତି, ତେବେ ସେମାନଙ୍କର ଅର୍ଥନୀତିକୁ ବଡ଼ କ୍ଷତି ସହିବାକୁ ପଡ଼ିପାରେ ବୋଲି ଆମେରିକାର ଜଣେ ସିନେଟର ଧମକ ଦେଇଛନ୍ତି।
!-->!-->!-->…
ଖୁବଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ବଢିବ ରାଜସ୍ୱ : ମନ୍ତ୍ରୀ ବିଭୂତି ଭୂଷଣ ଜେନା
ଭୁବନେଶ୍ୱର : ଖୁବ୍ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତିକ୍ରିୟା ରଖିଛନ୍ତି ।
ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ । ନୂଆ ସରକାର!-->!-->!-->…
କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା
କୋରାପୁଟ: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି ରହିଛି। ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ।!-->…
ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦକୁ ନେଇ ମୋଦୀଙ୍କ ପ୍ରତିକ୍ରିୟା
ନୂଆଦିଲ୍ଲୀ: ଜୁଲାଇ ୨୧ ତାରିଖରେ ସଂସଦରେ ମୌସୁମୀ ଅଧିବେଶନର ପ୍ରଥମ ଦିନ ଥିଲା। ଅଧିବେଶନ ଶେଷ ହେବା ପରେ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ ଜଗଦୀପ ଧନଖଡ଼।
ଧନଖଡ଼ଙ୍କ ହଠାତ ଏତେ ବଡ଼ ନିଷ୍ପତ୍ତି ପରେ ଏକ୍ସ ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀ!-->!-->!-->…
ଯୁବତୀଙ୍କ ସହ ଦୁର୍ବ୍ୟବହାର ଅଭିଯୋଗରେ ଧରାପଡ଼ିଲେ ୨ ଯୁବକ
ପୁରୀ : ସମଙ୍ଗ ପାର୍କିଂରେ ଉତ୍ପାତ । ଧରାପଡ଼ିଲେ ୨ ଯୁବକ , ଖସିଗଲେ ଅନ୍ୟ ୪ ଜଣ ଯୁବକ । ସୋମବାର ରାତିରେ ୩ ଜଣ ଯୁବତୀ ଶ୍ରୀମନ୍ଦିରରୁ ଦର୍ଶନ ସାରି ସମଙ୍ଗ ପାର୍କିଂ ରାସ୍ତାରୁ କଣ୍ଠପୁର ଗାଁକୁ ଯିବା ସମୟରେ ଏକ ପୋଲ ନିକଟରେ ୬ ଜଣ ଯୁବକ ବସିଥିଲେ । ସେମାନେ ଯୁବତୀମାନଙ୍କୁ ଟଣାଓଟରା!-->…
ଜଗତସିଂହପୁର ଗଣଦୁଷ୍କର୍ମ: କଟକରୁ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ
ଜଗତସିଂହପୁର: ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍ । କଟକରୁ ଅଭିଯୁକ୍ତକୁ ଗିରଫ କରିଥିବା ନେଇ ସୂଚନା ଦେଇଛନ୍ତି ପୋଲିସ୍ । ଏବେ ବି ଅନ୍ୟ ଜଣେ ଅଭିଯୁକ୍ତ ଫେରାର ରହିଛନ୍ତି । ଦ୍ବିତୀୟ ଅଭିଯୁକ୍ତକୁ ଗିରଫ ପାଇଁ ପୋଲିସ୍ ଚଢ଼ାଉ!-->…