Sign in
Sign in
Recover your password.
A password will be e-mailed to you.
ସାର ସଂକଟ ଦୂର ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: କଳାବଜାରୀ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ରାଜ୍ୟରେ ସାର (Fertilizer) ସଙ୍କଟ ଦୂର କରିବା ପାଇଁ ଓଡ଼ିଶା ସରକାର ଅନେକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ହେଉଛି ଚାଷୀଙ୍କୁ ଠିକ୍ ସମୟରେ ସାର ଯୋଗାଇବା ଏବଂ କଳାବଜାରୀ (Black marketing) ରୋକିବା। ଯିଏ କଳାବଜାରୀ କରିବ ତା ଉପରେ ଦୃଢ଼!-->…
ଘୋଷଣାର ୯ ବର୍ଷ ପରେ ହେବ ଓଡ଼ଗାଁ ଏନଏସି ନିର୍ବାଚନ
ନୟାଗଡ଼: ଓଡ଼ଗାଁ ଏନଏସି ଘୋଷଣାର ଦୀର୍ଘ ୯ ବର୍ଷ ପରେ ନିର୍ବାଚନ ହେବାକୁ ନେଇ ରାଜ୍ୟ ସରକାର ବିଧିବଦ୍ଧ ଭାବରେ ଘୋଷଣା କରିଛନ୍ତି ।ସରକାର ୧୫ ଦିନ ମଧ୍ୟରେ ଆପତ୍ତି ଅଭିଯୋଗ ଶୁଣିବା ପରେ ନିର୍ବାଚନ ଘୋଷଣା କରାଯିବ ବୋଲି ଜଣାପଡିଛି ।ସୂଚନା ଅନୁଯାୟୀ ୨୦୧୭ ମସିହା ଅଗଷ୍ଟ ୧୮ ତାରିଖରେ ଓଡ଼ଗାଁ!-->…
ମହାପ୍ରଭୁ ବରାହ ଅବତାରରେ ଦର୍ଶନ ଦେଲେ
ବାଲିଗୁଡା, ତା, ୧୯/୦୭: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିର ର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି l ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ!-->…
ନାଗାଲାଣ୍ଡରେଭୂସ୍ଖଳନ, ୮ ମୃତ, ୧୨ ରୁ ଅଧିକ ଆହତ
ନୂଆଦିଲ୍ଲୀ : ନାଗାଲାଣ୍ଡରେ ଭୟଙ୍କର ଭୂସ୍ଖଳନ । ନାଗାଲାଣ୍ଡର ମୋନ୍ ଜିଲ୍ଲାରେ ଭୂସ୍ଖଳନ ଯୋଗୁଁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ରୁ ଅଧିକ ଆହତ ହୋଇଛନ୍ତି। ଲଗାତର ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୟାବହ ଭୂସ୍ଖଳନ ହୋଇଛି। ଭୂସ୍ଖଳନ ଯୋଗୁଁ ମୋନ୍ ସହର ଏବଂ ଆସାମ ରାଇଫଲ୍ସ!-->…
ସଂସଦରେ ଆସିବ ୭ ବିଲ୍, ବଦଳିବ ଅନେକ ନିୟମ
ନୂଆଦିଲ୍ଲୀ: ସଂସଦରେ ଆସିବ ୭ଟି ବଡ଼ ବିଲ୍ । ବଦଳିଯିବ ଅନେକ ନିୟମ । UGC ଏବଂ AICTE ଇତିହାସ ହେବ? ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ପାଇଁ ଆସୁଛି ମେଗା ବିଲ୍! । ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଥିବା ସଂସଦର ମୌସୁମୀ ଅଧିବେଶନରେ ମୋଦି ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ!-->…
ଡାକ୍ତରଖାନାରୁ ସୋନମଙ୍କ ପ୍ରଥମ ବାର୍ତ୍ତା, ପୁଲିସ ଦ୍ବାରା ଚିକିତ୍ସାଳୟ ସ୍ଥାନାନ୍ତରକୁ ‘ବେଆଇନ ଅଟକ’ ଅଭିହିତ କଲେ
ନୂଆଦିଲ୍ଲୀ: ଦିଲ୍ଲୀର ଯନ୍ତର ମନ୍ତର ପ୍ରତିବାଦ ସ୍ଥଳରୁ ସଫଦରଜଙ୍ଗ ଡାକ୍ତରଖାନାକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ନିଜ ସମର୍ଥକମାନଙ୍କ ଉଦ୍ଦେଶ୍ୟରେ ପ୍ରଥମ ବାର୍ତ୍ତା ଜାରି କରିଛନ୍ତି। ଆସନ୍ତାକାଲି (ସୋମବାର) ‘କକ୍ରୋଚ୍ ଜନତା ପାର୍ଟି’ (ସିଜେପି) ପକ୍ଷରୁ!-->…
ରୁଷ ଉପରେ ୟୁକ୍ରେନର ଆକ୍ରମଣ, ୯ ମୃତ, ୮୦ରୁ ଅଧିକ ଆହତ
ନୂଆଦିଲ୍ଲୀ : ରୁଷ ଉପରେ ଆକ୍ରମଣ କରିଛି ୟୁକ୍ରେନ । ରୁଷ ରାଜଧାନୀ ମସ୍କୋ ଉପରେ ୩୭୦ରୁ ଅଧିକ ଡ୍ରୋନ ମାଡ଼ କରି ଅଗ୍ନିବର୍ଷା କରିଛି । ୟୁକ୍ରେନ ଆକ୍ରମଣ ରୁଷର ଅନଲାଇନ ସପିଂ କମ୍ପାନୀର ଦୁଇଟି ୱେୟାର ହାଉସ୍, ଏବଂ ଅଏଲ ଡିପୋ ଏବଂ ଅନ୍ୟ ଆଡ୍ଡା ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣରେ ୯!-->…
କାଲିଠାରୁ ସଂସଦର ମୌସୁମୀ ଅଧିବେଶନ, ଜନସମସ୍ୟା ନେଇ ସରକାରଙ୍କୁ ଘେରିବ ବିରୋଧୀ
ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ସଂସଦର ମୌସୁମୀ ଅଧିବେଶନ । ଚଳିତ ବର୍ଷର ଏହି ଅଧିବେଶନ ରାଜନୈତିକ ଦୃଷ୍ଟିକୋଣରୁ ବେଶ୍ ଗୁରୁତ୍ୱପୂର୍ଣ୍ଣ । କାରଣ ଏଥିରେ ବିରୋଧୀ ଦଳଗୁଡ଼ିକ ଜନସାଧାରଣଙ୍କ ସମସ୍ୟା ଓ ଜବାବଦେହିତାକୁ ନେଇ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ ସରକାର ନିଜର!-->…
ଲଗାଣ ବର୍ଷା ଯୋଗୁ ଅସ୍ଥାୟୀ ଭାବେ ବୈଷ୍ଣୋ ଦେବୀ ଯାତ୍ରା ସ୍ଥଗିତ
ଜମ୍ମୁ କାଶ୍ମୀର : ଜମ୍ମୁ କାଶ୍ମୀରରେ ଲଗାତାର ବର୍ଷା ଜାରି ରହିଛି । ଅମରନାଥ ଯାତ୍ରାକୁ ସ୍ଥଗିତ କରିବା ପରେ ଆଜିଠାରୁ ମାତା ବୈଷ୍ଣୋ ଦେବୀଙ୍କ ଯାତ୍ରାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତୀର୍ଥଯାତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି!-->…
ସ୍ୱାମୀକୁ ମାରିବାକୁ ଷଡ଼ଯନ୍ତ୍ର : କ୍ଷୀରରେ ନିଦ ବଟିକା ମିଶାଇ ବିଷାକ୍ତ ସାପ ଛାଡ଼ିଲା ସ୍ତ୍ରୀ
ଲକ୍ଷ୍ନୋ: କ୍ଷୀରରେ ମିଶାଇଲା ନିଦ ବଟିକା, ଶୋଇଥିବା ସ୍ୱାମୀ ଉପରକୁ ଛାଡ଼ିଦେଲା ବିଷାକ୍ତ ସାପ । ଇନ୍ସୁରାନ୍ସ ଟଙ୍କା ପାଇଁ ସ୍ବାମୀକୁ ହତ୍ୟା । ଉତ୍ତରପ୍ରଦେଶର ମେରଠ ଅଞ୍ଚଳରୁ ଏଭଳି ସାଙ୍ଘାତିକ ତଥା ଯୋଜନାବଦ୍ଧ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଜଣେ ମହିଳା ନିଜ ପ୍ରେମିକ ସହ ମିଶି!-->…