Sign in
Sign in
Recover your password.
A password will be e-mailed to you.
ମୁକ୍ତ ହେବେ ନିମିଷା ପ୍ରିୟା !
କୋଚି : ୟେମେନରେ ମୃତ୍ୟୁଦଣ୍ଡ ଅପେକ୍ଷାରେ ଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କୁ ଖୁବ୍ ଶୀଘ୍ର ମୁକ୍ତ କରାଯାଇପାରେ। ଏହି ଦାବି କରିଛନ୍ତି ଡାକ୍ତର କେ ଏ ପଲ୍, ଯିଏ ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ନିମିଷା ମୁକ୍ତି ପରେ ଖୁବ୍!-->…
ବନ୍ଧା ହେଲେ ଜମିଦାର DFO ବାବୁ, ୩ ଦିନ ଧରି ଭିଜିଲାନ୍ସ ପକ୍ଷରୁ ହୋଇଥିଲା ଚଢାଉ
କେନ୍ଦୁଝର: ବନ୍ଧା ହେଲେ ଜମିଦାର DFO ବାବୁ!। କେନ୍ଦୁଝର କେନ୍ଦୁଲିଫ୍ ଡିଭିଜିନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରାଯାଇଛି । ଗତ ୩ ଦିନ ଧରି ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରଖିଥିଲା । ନିତ୍ୟାନନ୍ଦ ନାୟକଙ୍କର!-->…
ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲେ ପୋଲିସ ଟିମ୍
ନିମାପଡା: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି ।
୨୦ରୁ ଅଧିକ ସନ୍ଦେହ ଥିବା ବ୍ୟକ୍ତି!-->!-->!-->…
ସୋରଡ଼ା ଅବକାରୀ ବିଭାଗ କୁ ସଫଳତା : ୫ କୁଇଣ୍ଟାଲ ଗଞ୍ଜେଇ ସହ ଗାଡି ଜବତ…
ଆସିକା ଅବକାରୀ ଅଫିସରଙ୍କୁ ଗୋଦି ମିଡ଼ିଆ ର ନାଲି ଆଖି….!
ନୟାଗଡ ଜିଲ୍ଲାରେ କାଠ ମାଫିଆ ସକ୍ରିୟ :୧୨୦ ଖଣ୍ଡ ଶାଗୁଆନ ପଟା ଜବତ ଜଣେ ଗିରଫ…
ବନ କର୍ମଚାରୀ ଆହତ...
ଗଞ୍ଜାମ ଜିଲ୍ଲା ରେ ଅପରାଧି ଗୋଷ୍ଠି ସକ୍ରିୟ : ପୋଲସରା ରେ ଜଣେ ପରିବା ଦୋକାନୀ କୁ ମରଣାନ୍ତକ ଆକ୍ରମଣ…
ଦିନକୁ ଦିନ ବିଗୁଡୁଛି ଆଇନ ଶୃଙ୍ଖଳା...
ବ୍ରହ୍ମପୁର: ଅଶାନ୍ତ ଗଞ୍ଜାମ ଜିଲ୍ଲା ଦିନକୁ ଦିନ ବଢିଚାଲିଛି ଅରାଜକତା, ଆଇନ ଶୃଙ୍ଖଳା ସମ୍ପୂର୍ଣ ବିପର୍ଯ୍ୟସ୍ତ l ଏଠାରେ ସୂଚନା ଥାଉକି ପୋଲସରା ସହର ଗୋପବନ୍ଧୁ ହାଇସ୍କୁଲ ଛକ ନିକଟ ପରିବା ଦୋକାନ ରେ ବସିଥିବା ଦୋକାନୀ କୁ ଧାରୁଆ!-->!-->!-->!-->!-->…
ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ…
ନାରୀ ସୁରକ୍ଷାକୁ ନେଇ ଉଠିଲାଣି ଅନେକ ପ୍ରଶ୍ନ...
କମ ଭକ୍ତ, ଅଧିକ ଗୁଣ୍ଡା: କାଉଡିଆଙ୍କୁ ନେଇ ବିବାଦୀୟ ବୟାନ ଦେଲେ ସପା ବିଧାୟକ
ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଏବଂ ସମ୍ଭଲର ଏସପି ବିଧାୟକ ନବାବ ଇକବାଲ ମହମୁଦ କାଉଡିଆମାନଙ୍କ ବିଷୟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏସପି ବିଧାୟକ କହିଛନ୍ତି ଯେ କାଉଡିଆମାନଙ୍କ ମଧ୍ୟରେ ଶିବ ଭକ୍ତ କମ୍ ଏବଂ ଗୁଣ୍ଡା ଅଧିକ।
ଏସପି ବିଧାୟକ!-->!-->!-->…
ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର, ଖେଳ ପଡିଆରେ ବୁଲିଲା କୁମ୍ଭୀର
ପଟ୍ଟାମୁଣ୍ଡାଇ : ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର। କେନ୍ଦ୍ରାପଡାର ବନ୍ୟା ଅଞ୍ଚଳରେ କୁମ୍ଭୀର ଆତଙ୍କ l ଆଜି ପୁଣି ଥରେ କୁମ୍ଭୀର ନଦୀକୂଳରେ ବୁଲୁଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତର ଜେନାପାଟଣା ଗାଁରେ ଏକ କୁମ୍ଭୀର ଦେଖିବାକୁ ମିଳିଛି ।!-->…
ଠକ ଏଜେଣ୍ଟ କଥାରେ ଫସିଗଲେ ନିଆଳିର ୪ ଯୁବକ;ମ୍ୟାମାରରୁ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି
ଭୁବନେଶ୍ବର:ଠକ ଏଜେଣ୍ଟ କଥାରେ ଫସିଗଲେ ଓଡିଆ ଯୁବକ । ନିଆଳିର ୪ଜଣ ଯୁବକଙ୍କୁ ହଙ୍ଗକଙ୍ଗ୍ର ଏକ ଫୁଡ୍ ପ୍ୟାକେଜିଂ କମ୍ପାନିରେ କାମ କରିବାକୁ କହି ଜଣେ ଏଜେଣ୍ଟ ନେଇଯାଇଥିଲେ।ଉକ୍ତ ଏଜେଣ୍ଟ ଅଧିକ ରୋଜଗାରର ଲୋଭ ଦେଖାଇ ସେମାନଙ୍କୁ ମ୍ୟାମାର୍ ଦେଶକୁ ନେଇ ସେମାନଙ୍କୁ ସାଇବର ଠକେଇ କାର୍ଯ୍ୟରେ!-->…