Sign in
Sign in
Recover your password.
A password will be e-mailed to you.
ଦ୍ଵିତୀୟ ଦିନରେ ଡିଏଫଓ ନିତ୍ୟାନନ୍ଦଙ୍କ ଘରେ ଚଢ଼ାଉ ଜାରି
କେଉଁଝର : ଦ୍ଵିତୀୟ ଦିନରେ ମଧ୍ୟ କେନ୍ଦୁଲିଫ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଶାଗୁଆନ କାଠର ଘର କରଣା ସାମଗ୍ରୀର ଆକଳନ କରୁଛି ଭିଜିଲାନ୍ସ ଫରେଷ୍ଟ ୱିଙ୍ଗ। ଅନୁଗୁଳ ଚଢ଼ାଉ ପରେ ନିତ୍ୟାନନ୍ଦ ନାୟକଙ୍କୁ କେଉଁଝର ନେଇଛି ଭିଜିଲାନ୍ସ। ସେଠାରେ!-->…
ଢାକାରେ କଲେଜ ଉପରେ ଖସିପଡ଼ିଲା ବିମାନ: ମୃତ୍ୟୁ ସଂଖ୍ୟା ୧୯ ଛୁଇଁଲା
ଢାକା: ବାଂଲାଦେଶ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ମାଇଲଷ୍ଟୋନ ସ୍କୁଲ ଆଣ୍ଡ କଲେଜ ପରିସରରେ ବିମାନଟି ଖସିପଡ଼ିଛି। ବିମାନ କଲେଜ!-->…
ରେଭେନ୍ସା ରାଗିଂ ଘଟଣାର ନାଟକୀୟ ମୋଡ଼: କେହି ରାଗିଂ ଅଭିଯୋଗ କରିନାହାଁନ୍ତି କହିଲେ ପ୍ରଥମ ବର୍ଷ ଛାତ୍ର
କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ରାଗିଂ ଅଭିଯୋଗର ନାଟକୀୟ ମୋଡ଼। କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ଉଭୟ ଛାତ୍ରଙ୍କ ଧାରଣା। ଉଭୟ ୟୁଜି ପ୍ରଥମ ଓ ତୃତୀୟ ବର୍ଷ ଛାତ୍ର ଦେଇଛନ୍ତି ଧାରଣା। କେହି ରାଗିଂ ଅଭିଯୋଗ କରିନଥିବା କହିଲେ ପ୍ରଥମ ବର୍ଷ ଛାତ୍ର। ସୂଚନା ଅନୁସାରେ ୟୁଜି ପ୍ରଥମ ବର୍ଷ!-->…
ସରଣ୍ଡା ଜଙ୍ଗଲରୁ ଜବତ ହେଲା ମାଓ ବିସ୍ଫୋରକ ସାମଗ୍ରୀ
ରାଉରକେଲା: ଓଡ଼ିଶା-ଝାଡ଼ଖଣ୍ଡ ସୀମା ସରଣ୍ଡା ଜଙ୍ଗଲରୁ ବିପୁଳ ପରିମାଣର ବିସ୍ଫୋରକ ଜବତ। ବିପୁଳ ଆଇଇଡି ସହ ହ୍ୟାଣ୍ଡ ଗ୍ରେନେଡ ଏବଂ ବିସ୍ଫୋରକ ପାଉଡର ଜବତ କଲା ସୁରକ୍ଷା ବାହିନୀ। ତେବେ ଏହାକୁ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ବୋଲି କୁହାଯାଉଥିବା ବେଳେ ବର୍ତ୍ତମାନ ମାଓ ଗତିବିଦ୍ଧି ଉପରେ ନଜର!-->…
ଜଷ୍ଟିସ ବର୍ମାଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ
ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କୁ ହଟାଇବା ପ୍ରକ୍ରିୟା ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ରାଜ୍ୟସଭା ଅଧ୍ୟକ୍ଷ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ସଂସଦରେ କହିଛନ୍ତି ଯେ ସେ ସମ୍ବିଧାନର ଧାରା ୨୧୭(୧)(ବି), ୨୧୮ ଏବଂ ୧୨୪(୪) ଅନୁଯାୟୀ ଏକ!-->…
ଓଡ଼ିଶାରେ ପ୍ରଥମ ଏମ୍. ଆର୍. ଓ. ସୁବିଧା ସ୍ଥାପନ ହେବ
ଭୁବନେଶ୍ବର: ବିମାନ ଚଳାଚଳ ଭିତ୍ତିଭୂମିକୁ ଏକ ରଣନୈତିକ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ରକ୍ଷଣାବେକ୍ଷଣ, ମରାମତି ଏବଂ ପୁନଃସ୍ଥାପନ (ଏମ. ଆର. ଓ.) ସୁବିଧା ପ୍ରତିଷ୍ଠା ପାଇଁ ସମସ୍ତ ଔପଚାରିକତା ପୂରଣ କରିଛନ୍ତି। ଯାହା ବିମାନ ଚଳାଚଳ ସହ ଜଡ଼ିତ ଆର୍ଥିକ!-->…
ଦକ୍ଷିଣ ଭାରତୀୟ ଷ୍ଟାରଙ୍କୁ ଇଡିର ସମନ
ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବେ ଦକ୍ଷିଣ ଭାରତର କିଛି ବଡ଼ ବଡ଼ ତାରକାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ସୋମବାର ଦିନ, ଇଡି ବିଜୟ ଦେବରକୋଣ୍ଡା, ରାଣା ଦଗ୍ଗୁବତୀ, ପ୍ରକାଶ ରାଜ ଏବଂ ଲକ୍ଷ୍ମୀ ମାଞ୍ଚୁଙ୍କ ଭଳି ସେଲିବ୍ରିଟିମାନଙ୍କୁ ସମନ!-->…
ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ହକି କୋଚଙ୍କୁ ଉଠାଇ ନେଲା ପୋଲିସ
ଯାଜପୁର: ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି ସେ ପୁରୀ ଜିଲ୍ଲା ନିମାପଡା ବ୍ଲକ ଅଧୀନ ବଳଙ୍ଗାର ଯୁକ୍ତ ଦୁଇ ଛାତ୍ରୀଙ୍କୁ ପୋଡିବା ଘଟଣା । ଏହି!-->…
ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜଭବନରେ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ୍ଷ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ସୌଜନ୍ୟମୂଳକ ଥିଲା ବୋଲି କୁହାଯାଉଛି। ଗୁରୁତ୍ବପୂର୍ଣ୍ଣ କଥା ହେଲା, ଗଲା କିଛି ଦିନ ମନ୍ତ୍ରିମଣ୍ଡଳ!-->…
ଶ୍ରାବଣ ଦ୍ୱିତୀୟ ସୋମବାର : ଜଳାଭିଷେକ ପାଇଁ ବିଭିନ୍ନ ଶୈବ ପୀଠରେ କାଉଡ଼ିଆଙ୍କ ଭିଡ଼
ବାଲିଗୁଡା : ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଏହି ଅବସରରେ ସକାଳୁ ସକାଳୁ ସମସ୍ତ ଶିବ ମନ୍ଦିର ସମେତ ଅନ୍ୟାନ୍ୟ ମନ୍ଦିର ଗୁଡିକରେ ଭକ୍ତ ମାନଙ୍କର ପ୍ରବଳ ଭିଡ ଜମିଥିବାରୁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ । ଶ୍ରାବଣ ମାସରେ କାଉଡିଆମାନେ ମାନସିକ କରି ଶିବଙ୍କ ମସ୍ତକରେ ଜଳଲାଗି!-->…