ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି, ଯାହାଫଳରେ ଦେଶର ରାଜନୈତିକ ମହଲରେ ହଠାତ୍ ଚର୍ଚ୍ଚା ସୃଷ୍ଟି ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ସୋମବାର ଦିନ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ, ଜଷ୍ଟିସ

କାଚ ଓ ଟିଣ ବୋତଲରେ ମିଳିବ ପେଟ୍ରୋଲ, ଆସନ୍ତାକାଲି ଠାରୁ ପ୍ଲାଷ୍ଟିକ ବୋତଲ ଯାଞ୍ଚ କଡାକଡି

ଭୁବନେଶ୍ୱର : ପ୍ଲାଷ୍ଟିକ ବୋତଲରେ ଆଉ ମିଳିବନି ପେଟ୍ରୋଲ । ଏମିତି ଘୋଷଣା କଲେ ଯୋଗାଣ ମନ୍ତ୍ରୀ । ଏଣିକି କେହି ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକି ପାରିବେନି । ବାହାରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ । ଆସନ୍ତାକାଲି ଠାରୁ ଯାଞ୍ଚ କଡାକଡି ହେବ । ପେଟ୍ରୋଲ ପମ୍ପ୍ ରେ ମଧ୍ୟ ଯାଞ୍ଚ

ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର ଥିଲେ।

ଅଧ୍ୟାପିକାଙ୍କୁ କଲେଜ ଅଧ୍ୟକ୍ଷ ନିର୍ଯାତନା ଅଭିଯୋଗ , ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ମାଗିଲେ ନ୍ୟାୟ

ଆଠଗଡ଼: ଶ୍ରୀ ଶ୍ରୀ ଧବଳେଶ୍ଵର ମହାବିଦ୍ୟାଳୟରେ ଅଧ୍ୟାପିକାଙ୍କୁ କଲେଜ ଅଧ୍ୟକ୍ଷ ନିର୍ଯାତନା ଦେବା ଘଟଣା । ଗତ ୨୦ରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ନ୍ୟାୟ ମାଗିବା ଚିଠି ସାମାଜିକ ଗଣମାଧ୍ୟମରେ ଘୁରି ବୁଲିଥିଲା । ଏନେଇ ପରେ ମୁହଁ ଖୋଲିଲେ ସଂପୃକ୍ତ ଅଧ୍ୟାପିକା । ଅଭିଯୋଗ

ଶ୍ରମିକ ଯଶୋବନ୍ତ ନିଖୋଜ : ଅଗ୍ନିଶମ ବିଭାଗ ଓ ପୋଲିସର ଅନୁଧ୍ୟାନ ଜାରୀ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମର ଜଣେ ବ୍ୟକ୍ତି ସୋମବାର ସକାଳ ଠାରୁ ନିଖୋଜ ଅଛନ୍ତି । ନିଖୋଜ ବ୍ୟକ୍ତି ହେଲେ ଯଶୋବନ୍ତ ନାୟକ (୫୦) ବୋଲି ଜଣାପଡିଛି । ନିଖୋଜ ବ୍ୟକ୍ତିଙ୍କ ପୋଷାକ, ଚପଲ, ଟାୱେଲ ଆଦି

ଜିଲ୍ଲା ସିଆର୍‌ପି. ସିଏମ୍. ଆସୋସିଏସନ୍ ପକ୍ଷରୁ ଦାବି ପତ୍ର ପ୍ରଦାନ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ସିଆର୍‌ପି. ସିଏମ୍. ଆସୋସିଏସନ୍ ର ଜିଲ୍ଲା ସଭାନେତ୍ରୀ ଭାରତୀ ନାୟକ ଏବଂ ସମ୍ପାଦିକା ହୀରା ଦେବୀ ପ୍ରଧାନଙ୍କ ନେତୃତ୍ବରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଡେପୁଟି କଲେକ୍ଟର ନାରାୟଣ ମିଶ୍ରଙ୍କୁ

ମାଲକାନଗିରିରେ ଶିକ୍ଷା ଭିତ୍ତିଭୂମିର ବିକାଶ ପାଇଁ ନାଲକୋକୁ ସହାୟତା ମାଗିଲେ ବିଧାୟକ

ଭୁବନେଶ୍ୱର :  ମାଲକାନଗିରି ଜିଲ୍ଲାର ଶିକ୍ଷା ଭିତ୍ତିଭୂମିର ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ସ୍ଥାନୀୟ ବିଧାୟକ ଶ୍ରୀ ନରସିଂହ ମାଡ଼କାମି ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ)ର ସହାୟତା ଲୋଡିଛନ୍ତି। ନାଲକୋର ଅଧ୍ୟକ୍ଷ-ତଥା-ପରିଚାଳନା ନିର୍ଦ୍ଦେଶକ

ମନରେଗା ଯୋଜନାରେ ଚଞ୍ଚକତା କରି ସରକାରୀ ଅର୍ଥ ହରିଲୁଟ ଅଭିଯୋଗ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଶ୍ରମିକଙ୍କୁ ରୋଜଗାର ଯୋଗାଇଦେବା ପାଇଁ ସରକାରଙ୍କ ପକ୍ଷରୁ ମନରେଗା ଯୋଜନା ମାଧ୍ୟମରେ ବିଭିନ୍ନ କାଯ୍ୟ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି । ହେଲେ ବାସ୍ତବ କ୍ଷେତ୍ରରେ ମନରେଗା ଯୋଜନା ମାଧ୍ୟମରେ ଆସୁଥିବା ଏହି ଅର୍ଥକୁ ବାଟମାରଣା କରିବା ପାଇଁ

ବୃକ୍ଷ ହିଁ ଜୀବନ,,ସୋଲ ରେଞ୍ଜରେ ବନ ମହୋତ୍ସବ

ବଣାଇଁ : ବଣାଇଁ ବନଖଣ୍ଡ ଅଧିନସ୍ଥ ସୋଲ ରେଞ୍ଜର କୁଡାବିରା ଜିଇଏଲ ଚର୍ଚ୍ଚ ପରିସରରେ ୭୬ ତମ ବନ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋଲ ରେଞ୍ଜ ଅଧିକାରୀ ରଶ୍ମୀରଂଜନ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋଲ