ତାଳଗଛ ଲଗାଇବାକୁ ସରକାର ଖର୍ଚ୍ଚ କରିବେ ୬ କୋଟି

ଭୁବନେଶ୍ୱର: ରାଜ୍ୟରେ ବଜ୍ରପାତ ଜନିତ କ୍ରମବର୍ଦ୍ଧଷ୍ଣୁ ମୃତ୍ୟୁସଂଖ୍ୟା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ବଜ୍ରପାତରେ ୧୩ ଜଣ ଲୋକଙ୍କ ଜୀବନ ଯାଇଥିବାବେଳେ ଗତ ୩ ମାସ ମଧ୍ୟରେ ବଜ୍ରପାତରେ ୪୦ରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ଏହାରାଜ୍ୟ ପାଇଁ ଏକ ସଙ୍କଟମୟ ସ୍ଥିତି

ସଂଘବଦ୍ଧ ଆକ୍ରମଣରେ ଯୁବକ ଗୁରୁତର ଘଟଣା, ଜଣେ ଗିରଫ -୨ ଫେରାର : ଛୁରୀ ଜବତ

ହିଞ୍ଜିଳିକାଟୁ : ଗୁରୁବାର ଅପରାହ୍ନରେ ହିଞ୍ଜିଳି ଥାନା ସିକିରି ଗ୍ରାମ ନିକଟରେ ଜଣେ ଯୁବକଙ୍କୁ, ୩ ଜଣ ଯୁବକ ଜୋରଜବରଦସ୍ତ ଅଟୋରୁ ଓହ୍ଲାଇ ଛୁରୀରେ ଆକ୍ରମଣ କରିବା ସହ ନିକଟସ୍ଥ ଚାଷଜମିକୁ ନେଇ ହତ୍ୟା ଉଦ୍ୟମ କରିଥିଲେ। ଆକ୍ରମଣରେ ଯୁବକ ଜଣଙ୍କ ଗୁରୁତର ଆହତ ହୋଇଥିଲେ। ଆହତ ଯୁବକ ଜଣଙ୍କ

୧୨ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ବନଖଣ୍ଡ କାର୍ଯ୍ୟାଳୟ ବୁଲି ଆସିଲେ ମା’

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା 'ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ

ସାର ଓ ବିହନର ଅଧିକୃତ ବିକ୍ରେତା ମାନଙ୍କର ଦୁଇଟି ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ…

ନବରଙ୍ଗପୁର : ଶନିବାର ଦିନ କୃଷକ ତାଲିମ୍ କେନ୍ଦ୍ର, ନବରଙ୍ଗପୁର ରେ ସାର ଓ ବିହନ ର ଅଧିକୃତ ବିକ୍ରେତା ମାନଙ୍କର ଦୁଇଟି ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ପାପଡ଼ାହାଣ୍ଡି, କୋଷଗୁମୁଡ଼ା, ଡାବୁଗାଁ ବ୍ଲକ୍ ର ୭୦ ଜଣ ଅଧିକୃତ ବିକ୍ରେତା ଯୋଗଦାନ କରିଥିଲେ। ଉକ୍ତ

ଗଦ୍ରିଙ୍ଗିଆ ଘାଟିରେ ବାରମ୍ବାର ଦୁର୍ଘଟଣା ହେଉଛି : ଭାରସାମ୍ୟ ହରାଇ ଓଲଟିଲା ଥଣ୍ଡା ପାନୀୟ ବୋଝେଇ ଟ୍ରକ୍

ବାଲିଗୁଡ଼ା : ଭାରସାମ୍ୟ ହରାଇ ଓଲୋଟିଲା ଥଣ୍ଡା ପାନୀୟ ବୋଝେଇ ଟ୍ରକ୍ । ଏଭଳି ଦୁର୍ଘଟଣା ଘଟିଛି ବାଲିଗୁଡ଼ା ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ ଗଦ୍ରଙ୍ଗିଆ ଘାଟିର ଏକ ବୁଲାଣିରେ । ସୂଚନା ମୁତାବକ ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକଟି ଖୋର୍ଦ୍ଧା ରୁ ନବରଙ୍ଗପୁର ଯାଉଥିବା ସମୟରେ ଭାରସାମ୍ୟ

ଟେଲିକମ ସଂସ୍ଥା ସହ ସାଂସଦଙ୍କ ବୈଠକ : ଦୁର୍ଗମ ଅଞ୍ଚଳରେ ନେଟୱାର୍କ ସେବା ଉପରେ ଗୁରୁତ୍ୱ

ମାଲକାନଗିରି : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଟେଲିକମ ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାର ବିଭିନ୍ନ ସ୍ଥାନରେ ମୋବାଇଲ ନେଟୱାର୍କର ଆବଶ୍ୟକତା ରହିଛି । କାରଣ ଯୋଗାଯୋଗ, ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଏସବୁର ପୂର୍ଣ୍ଣ ଉପଯୋଗ ହେବ । ଏହି

ନେତା ସିକ୍ୟୁରିଟି ସର୍ଭିସ ବିରୁଦ୍ଧରେ ହୋଇଥିବା ଜାଲିଆତି ଅଭିଯୋଗ ଭିତ୍ତିହୀନ, ବକ୍ତବ୍ୟ ରଖିଥିଲେ ନେତା ସିକ୍ୟୁରିଟି…

ମାଲକାନଗିରି, ସ୍ୱାସ୍ଥ୍ୟ ବିଭାଗ ରେ ମିଥ୍ୟା କାଗଜ ପତ୍ର ଦେଇ ଟେଣ୍ଡର ହାତେଇବା ଏବଂ ହାଉସକିପିଂ ଓ ସେକ୍ୟୁରିଟି ଗାର୍ଡ ନିଯୁକ୍ତି କରାଇବା ନେଇ ହୋଇଥିବା ଅଭିଯୋଗ କୁ ଭିତ୍ତିହୀନ ବୋଲି କହୁ ଏକ ପ୍ରେସ ବିବୃତି ଜାରି କରିଛି ନେତା ଏଜେନ୍ସି। ଏହା ସହ ସଂସ୍ଥା ପକ୍ଷରୁ ଆହୁରି ମଧ୍ୟ କୁହାଯାଇଛି

ଭିନ୍ନ ଭନ୍ନ ମାଓ ସଂଗଠନର ୨୦ ନକ୍ସଲ ଗିରଫ

ମାଲକାନଗିରି: ଛତିଶଗଡ ଏବଂ ତେଲେଙ୍ଗାନା ସୀମନ୍ତ କାରେଗଟ୍ଟା ଜଂଗଲରେ ଲଗାତାର ସର୍ଚ୍ଚ ଅପରସେନ ଜାରି ରହିଥିବା ବେଳେ ପୁଲିସକୁ ମିଳିଛ ଏକ ବଡ ସଫଳତା। ତେଲେଙ୍ଗାନା ମୁଲୁଗୁ ଜିଲ୍ଲା ପୁଲିସକୁ ଭିନ୍ନ ଭନ୍ନ ମାଓ ସଂଗଠନର ୨୦ ଜଣ ନକ୍ସଲକୁ ଗିରଫ କରିବାରେ ସଫଲତା ମିଳିଛି। ଏଥିସହ ଅସ୍ତ୍ରଶସ୍ତ୍ର

ଯୁଦ୍ଧ ଅଟକାଇଲି କିନ୍ତୁ ଶ୍ରେୟ ମିଳିଲା ନାହିଁ : ଡୋନାଲ୍ଡ ଟ୍ରମ୍ପ୍

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ବୟାନ ବଦଳାଇ ଦେଇଛନ୍ତି । ଟ୍ରମ୍ପ ଦାବି କରିଛନ୍ତି ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଥିବା ପରମାଣୁ ଯୁଦ୍ଧକୁ ସେ ଥିଲେ କିନ୍ତୁ ଏହାର କ୍ରେିଡିଟ୍ ତାଙ୍କୁ ମିଳିଲା ନାହିଁ । ଦୁଇ ଦେଶ

ଚଳଚଞ୍ଚଳ ରଥଖଳା: ୧୬ ଚକ ନିର୍ମାଣ ଶେଷ

ପୁରୀ : ତିନି ରଥର ୪୨ଟି ଚକ ମଧ୍ୟରୁ ଶୁକ୍ରବାର ସୁଦ୍ଧା ୧୬ଟି ଚକ ନିର୍ମାଣ ଶେଷ ହୋଇଛି। ତୁମ୍ବଗୁଡ଼ିକରେ ଅର ଏବଂ ପହି ସଂଯୋଗ କରାଯାଉଛି। ମହାରଣା ସେବକମାନେ ତିନି ରଥ ପାଇଁ ୨୧ଟି ଅଖ ପ୍ରସ୍ତୁତ କରୁଛନ୍ତି। ପ୍ରଭୁ ଶ୍ରୀବଳଭଦ୍ରଙ୍କ ତାଳଧ୍ବଜ ରଥ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ୫ଟି