Sign in
Sign in
Recover your password.
A password will be e-mailed to you.
ଡାଇନିଂ ଟେବୁଲରେ ମହାପ୍ରସାଦଦ ସେବନ ନ କରିବାକୁ ନିବେଦନ
ଭୁବନେଶ୍ୱର: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଡାଇନିଂ ଟେବୁଲରେ ମହାପ୍ରସାଦଦ ସେବନ ନ କରିବାକୁ ନିବେଦନ କରାଯାଇଛି। ଡାଇନିଂ ଟେବୁଲରେ ମହାପ୍ରସାଦ ସେବନର ଭିଡିଓ ଭାଇରାଲ ହେବା ପରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରି କୁହାଯାଇଛି ଯେ ମହାପ୍ରଭୁଙ୍କ ଦିବ୍ୟ ପ୍ରସାଦ!-->…
ଯାଜପୁରରେ ବଡ଼ ନିବେଶ କରିବ ଟାଟା, ମିଳିବ ୩୫ ହଜାର ନିଯୁକ୍ତି
ଭୁବନେଶ୍ୱର: ମେ ୨୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯାଜପୁରରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଆଉ ୪ଟି ପ୍ରକଳ୍ପର ଉଦଘାଟନ କରିବେ ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଶନିବାର ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ ୧.୧୪ ଲକ୍ଷ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ୩୪,୦୦୦!-->!-->!-->…
କାଶ୍ମୀର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପରାମର୍ଶ ଦେଲେ ସାଂସଦ ଅସଉଦ୍ଦିନ ଓଓ୍ବେସୀ
କାଶ୍ମୀର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପରାମର୍ଶ ଦେଇଛନ୍ତି ଏଆଇଏମଆଇଏମ ମୁଖ୍ୟ ତଥା ହାଇଦ୍ରାବାଦ ସାଂସଦ ଅସଉଦ୍ଦିନ ଓଓ୍ବେସୀ। କାଶ୍ମୀରବାସୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରି ସେମାନଙ୍କ କଥା ଚିନ୍ତା କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି।
ଓଓ୍ବେସୀ କହିଛନ୍ତି,!-->!-->!-->…
ବିସ୍କୁଟ କମ୍ପାନିରେ ଭୟାବହ ଅଗ୍ନିକାଣ୍ଡ: ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସଂପତ୍ତି ନଷ୍ଟ
କଟକ: ଜଗତପୁର ନୂତନ ଶିଳ୍ପାଞ୍ଚଳରେ ଥିବା ଏକ ବିସ୍କୁଟ କମ୍ପାନିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମୂଲ୍ୟର ସଂପତ୍ତି ନଷ୍ଟ ହୋଇଥିବା ଜଣାଯାଇଛି। ବିସ୍କୁଟ କମ୍ପାନିର ମାଲିକ ଦୁର୍ଗାମାଧବ ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୯ଟାରେ!-->…
ଚମାଖଣ୍ଡି ଓଏଭିର ଛାତ୍ରଛାତ୍ରୀଙ୍କ ସଫଳତା
ବ୍ରହ୍ମପୁର : ସଦ୍ୟ ପ୍ରକାଶିତ ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ଚମାଖଣ୍ଡି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସାଇ ସ୍ଵସ୍ତିକ ମୁଦୁଲି ୯୭.୨ ପ୍ରତିଶତ ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ତାଙ୍କ ବାପା ସୁଦାମ ଚରଣ ମୁଦୁଲି ଜଣେ ସରକାରୀ କିରାଣୀ ହୋଇଥିବା ବେଳେ ମା ଜଣେ ଗୃହିଣୀ ଅଟନ୍ତି।!-->…
ବରିଷ୍ଠ ବିଜେଡି ନେତାଙ୍କ ବିସ୍ଫୋରକ ବୟାନ
ଭୁବନେଶ୍ୱର: ଘର ବାହୁଡ଼ିବେ କି ଭୂପିନ୍ଦର ସିଂ? କଂଗ୍ରେସ ଆଡ଼କୁ ଢଳୁଛନ୍ତି କି ବରିଷ୍ଠ ବିଜେଡି ନେତା? ବିଜେଡି ନେତାଙ୍କ ଆଇପିଏଲ୍ ଉଦାହରଣକୁ ନେଇ ରାଜ୍ୟ ରାଜନୀତିରେ ଜୋର ଧରିଲା ଚର୍ଚ୍ଚା। ଏବେ ଭୂପିନ୍ଦର ସିଂଙ୍କ ଆସିଲା ବିସ୍ଫରକ ବୟାନ। ସେ କହିଛନ୍ତି, ଏବେ ଆଇପିଏଲ ଚାଲିଛି। ଭଲ!-->…
ଆତଙ୍କବାଦ ବିରୋଧୀ ବାର୍ତ୍ତା ନେଇ ବିଦେଶ ଯିବେ ୭ ସାଂସଦ
ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଅପରେସନ୍ ସିନ୍ଦୂର ପରେ କେନ୍ଦ୍ର ସରକାର ସମସ୍ତ ପ୍ରମୁଖ ସହଭାଗୀ ରାଷ୍ଟ୍ରକୁ ସର୍ବଦଳୀୟ ପ୍ରତିନିଧି ଦଳ ପଠାଇବେ। ଏହି ପ୍ରତିନିଧି ଦଳରେ ବିଭିନ୍ନ ରାଜନୈତିକ ଦଳର ସାଂସଦମାନେ ରହିବେ। ଏହି ଦଳକୁ ଭାରତର ଆନୁଷ୍ଠାନିକ ଆଭିମୁଖ୍ୟ “ଆତଙ୍କବାଦ ବିରୋଧରେ ଶୂନ୍ୟ!-->…
ସଂରକ୍ଷଣ ଦାବିରେ ଆସନ୍ତା ୨୧ ତାରିଖରେ ଧାରଣା ଦେବ ବିଜେଡି
ଭୁବନେଶ୍ୱର: ରାଜ୍ୟର ଏସ୍ଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାନୁଷ୍ଠାନଗୁଡ଼ିକରେ ୧୧.୨୫ ପ୍ରତିଶତ ସିଟ୍ ସଂରକ୍ଷଣ ଘୋଷଣାକୁ ବିଜେଡି ଧୋକା ଓ ପ୍ରବଞ୍ଚନା ବୋଲି କହିଛି। ଏସ୍ଇବିସି ବା ଓବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ସମସ୍ତ ଶିକ୍ଷାନୁଷ୍ଠାନରେ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ!-->…
ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ
ଭଦ୍ରକ: ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ନିୟୁଇଣ୍ଡିଆ ସାହି ସ୍ଥିତ ଭଡ଼ା ଘରେ ଠିକାଦାରଙ୍କଠୁ ଲାଞ୍ଚ ନେଲାବେଳେ ଧରାପଡ଼ିଲେ ଜେଇ।
ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ରାସ୍ତା!-->!-->!-->…
ଭାରତରେ ଆକ୍ରମଣ ପାଇଁ ତୁର୍କୀ ରାଷ୍ଟ୍ରପତିଙ୍କ ଜ୍ୱାଇଁଙ୍କ କମ୍ପାନୀରୁ ଆସିଥିଲା ଡ୍ରୋନ
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଅପରେସନ ସିନ୍ଦୁର ପରେ, ଭାରତ ସରକାର ଜାତୀୟ ସୁରକ୍ଷା ସ୍ୱାର୍ଥକୁ ଧ୍ୟାନରେ ରଖି ତୁର୍କୀର ଏକ କମ୍ପାନୀର ବିମାନ ସୁରକ୍ଷା କ୍ଲିୟରାନ୍ସକୁ ତୁରନ୍ତ ପ୍ରଭାବରେ ବାତିଲ କରିଛନ୍ତି। ଏହି ନିଷ୍ପତ୍ତି ପଛରେ କମ୍ପାନୀର କଥିତ!-->…