ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ

ହିସାର : ପାକିସ୍ତାନ ପାଇଁ ଗୁପ୍ତଚର ବୃତ୍ତି ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ, ପଞ୍ଜାବ ଏବଂ ହରିୟାଣାର ମାଲେରକୋଟଲାରୁ ମୋଟ ୬ ଜଣ ପାକିସ୍ତାନୀ ଗୁପ୍ତଚରଙ୍କୁ ଗିରଫ କରାଯାଇଛି। ଜ୍ୟୋତି ମାଲହୋତ୍ରା ପାକିସ୍ତାନ ହାଇକମିଶନରେ

ବିବାଦ ଘେରରେ ଓଡିଆ ୟୁଟ୍ୟୁବର ଲବ ହାଁସଦା, ପ୍ରେମିକା ଜୀବନ ହାରିବା ପରେ ମିଳୁନି ପତ୍ତା

ଲଭରଙ୍କୁ ଲବ ହାଁସଦାଙ୍କ ଧୋକା ଅଭିଯୋଗ । ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ଖୋଜୁଛି ବେଙ୍ଗାଳୁରୁ ପୋଲିସ । ପ୍ରେମିକା ଜୀବନ ହାରିବା ମାମଲାରେ ଲବଙ୍କ ନାଁରେ ବେଙ୍ଗାଲୁରୁର ଏଚଏସଆର ଲେଆଉଟ ଥାନାରେ ମୃତକଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି । ଏହାପରେ ଲବଙ୍କ ପତ୍ତା ମିଳୁନି । ଲବ

୨୮ଜୁନରୁ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି

ପୁରୀ: ୨୮ଜୁନରୁ ୬ ଜୁଲାଇ ମଧ୍ୟରେ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଗର୍ଭଗୃହ ଓ ରତ୍ନଭଣ୍ଡାର ମରାମତି ନେଇ ବୈଠକ ପରେ ଶ୍ରୀ ପାଢ଼ୀ କହିଛନ୍ତି ଯେ ୨୮ଜୁନରୁ ୬ ଜୁଲାଇ ମଧ୍ୟରେ ବାହାର ରତ୍ନଭଣ୍ଡାର

ସିନ୍ଧୁ ଜଳଚୁକ୍ତି ଉପରୁ ନିଲମ୍ବନ ହଟାଯାଉ : ମେହେବୁବା

ଶ୍ରୀନଗର : ୨୨ ଏପ୍ରିଲ୍ ୨୦୨୫ରେ ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ କରିଥିଲା। ଏହି ମାମଲାକୁ ନେଇ ବହୁତ ରାଜନୀତି ଚାଲିଛି। ସଦ୍ୟତମ ଘଟଣାକ୍ରମରେ, ପିଡିପି ମୁଖ୍ୟ ଏବଂ ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି

ବଡବିଲ ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ, ବାର୍ଷିକ ଉତ୍ପାଦନ ହେବ ୩ ନିୟୁତ ଟନ୍

ଭୁବନେଶ୍ୱର: ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ । ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି । ଓଡ଼ିଶା ଖଣି ନିଗମ (ଓଏମସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ

ଜ୍ଞାନପୀଠ ପୁରସ୍କାରରେ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ସମ୍ମାନିତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀରେ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୨୦୨୩ ବର୍ଷ ପାଇଁ ୫୮ତମ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରିଛନ୍ତି। ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟ ଏବଂ ବିଶିଷ୍ଟ ଉର୍ଦ୍ଦୁ କବି ଏବଂ ଗୀତିକାର ଗୁଲଜାରଙ୍କୁ ୨୦୨୩ ପାଇଁ ଏହି ସମ୍ମାନଜନକ

ଦୁର୍ବଳ ହୋଇଗଲାଣି ଇଣ୍ଡିଆ ମେଣ୍ଟ: ପି ଚିଦାମ୍ବରମ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ 'ଇଣ୍ଡିଆ' ମେଣ୍ଟ ଉପରେ ଚିନ୍ତା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଦଳଗୁଡ଼ିକର ଏହି ମେଣ୍ଟ ଏବେ ବି ସମ୍ପୂର୍ଣ୍ଣ ଏକଜୁଟ ଅଛି କି ନାହିଁ ସେ ସମ୍ପୂର୍ଣ୍ଣ ନିଶ୍ଚିତ ନୁହଁନ୍ତି। ସଲମାନ

ରଥଖଳା ଚଳଚଞ୍ଚଳ, ପ୍ରତି ରଥର ନାହାକା ଅଖ କାମ ଆରମ୍ଭ

ପୁରୀ: ଆସନ୍ତା ୧୯ ତାରିଖରେ ପବିତ୍ର ଭଉଁରୀ ତିଥି । ପରମ୍ପରା ଅନୁସାରେ ରଥ ଖଳାକୁ ଆଜ୍ଞା ମାଳ ବିଜେ କରିବା ସହ ଚକ ଅଖ ଯୋଖା ନୀତି ଅନୁଷ୍ଠିତ ହେବ । ବିଶ୍ଵକର୍ମା ମହାରଣା ମାନେ ଚକ ନିର୍ମାଣରେ ଲାଗିପଡ଼ିଥିବାବେଳେ ଏହି ପରମ୍ପରାକୁ ନେଇ ରଥ ଖଳାରେ ଗୁରୁବାର ଅଖ ନିର୍ମାଣର ଅନୁକୂଳ

ସମ୍ବଲପୁରରୁ ଖୁବ୍ ଶୀଘ୍ର କୃଷି ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରିବ: ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁରରେ ଆୟୋଜିତ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଓ ପୂର୍ବତନ ବିଧାୟକ ନାଉରୀ ନାୟକ ପ୍ରମୁଖ ତ୍ରିରଙ୍ଗା