Sign in
Sign in
Recover your password.
A password will be e-mailed to you.
ନିଯୁକ୍ତି ପାଇବେ ୧୫ଟି ବିଶ୍ବବିଦ୍ୟାଳୟର ଭିସି, ପୂରଣ ହେବ ହଜାରରୁ ଅଧିକ ଅଧ୍ୟାପକ ପୋଷ୍ଟ
ଭୁବନେଶ୍ବର: ରାଜ୍ୟ ସରକାର ଖୁବଶୀଘ୍ର ୧୫ଟି ରାଜ୍ୟ ବିଶ୍ୱବିଦ୍ୟାଳୟରେ ଭାଇସ୍ଚାନ୍ସଲର(ଭିସି)ଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ଯାଉଛନ୍ତି। ଏଥିସହିତ କଲେଜଗୁଡ଼ିକରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିବା ଅଧ୍ୟାପକ ପଦବୀ ମଧ୍ୟ ପୂରଣ ହେବ । ନିଯୁକ୍ତି ଉପରେ ଲାଗିଥିବା ପୂର୍ବ!-->…
ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା, ୪ ଆହତ
କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଆତଙ୍କବାଦୀ ବିରୋଧୀ ଲଢେଇର ନେତୃତ୍ୱ ନେଉଛି ବାୟୁସେନା
ଗୁଜରାଟ ଭୁଜ୍ ଏୟାରବେସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଅପରେସନ ସିନ୍ଦୂରରେ ବାୟୁସେନାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେନାର ବୀରତ୍ୱକୁ ସଲାମ କରିଛନ୍ତି ରାଜନାଥ । ଭୁଜ ଏୟାରବେସରୁ ଉଡାଣ ଆରମ୍ଭ କରି ଲଢୁଆ ବିମାନ ପରାକ୍ରମ ଦେଖାଇଛି। ପାକିସ୍ତାନ ମାଟିରେ ଆତଙ୍କୀଙ୍କ!-->…
ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ
ଲକ୍ଷ୍ମୀପୁର : ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଓଡ଼ିଆପେଣ୍ଠ ପଂଚାୟତ ପର୍ଡିଗୁଡା ଗାଁରେ ଅଘଟଣ ଘଟିଛ । ମୃତକ ହିଙ୍ଗୁ ମାଣ୍ଡିଙ୍ଗା, ବୁରୁଦି ମାଣ୍ଡିଙ୍ଗା ଓ କଷା ମାଣ୍ଡିଙ୍ଗା । ୩ଜଣ ସମ୍ପର୍କରେ ସ୍ବାମୀ, ସ୍ତ୍ରୀ ଓ ନାତୁଣି । ବିଲରେ କାମ!-->…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ
ଯାଜପୁର: ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ ଅସିତ ପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ଅସିତ ପାତ୍ରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଏହି ଚଢାଉ ବେଳେ ୩ଟି ବହୁତଳ କୋଠା, କଟକରେ ଫ୍ଲାଟ ଠାବ ହୋଇଥିଲା। ସପିଂ କମ୍ପ୍ଲେକ୍ସ, ୫ ଦାମୀ ପ୍ଲଟ,!-->…
ଚୀନ୍ରେ ଭୂମିକମ୍ପ
ବେଜିଂ: ଚୀନରେ ଶୁକବ୍ରାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ‘ଏକ୍ସ’ ଜରିଆରେ ଏନେଇ ସୂଚନା ଦେଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରେକର୍ଡ କରାଯାଇଛି। ଭାରତୀୟ ସମୟାନୁସାରେ, ମେ’ ୧୬ ତାରିଖ ସକାଳ ୬ଟା ୨୯ରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି।!-->…
ଚାକିରି କରାଇଦେବାକୁ କହି ଚୂନା, ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ
ଭୁବନେଶ୍ୱର : ଚାକିରି କରାଇଦେବାକୁ କହି ଚୂନା । ୬୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ଗିରଫ । ସଂଯୋଗ କନସଲଟାନସିର ମୁଖ୍ୟ ଶୋଭନ ରଞ୍ଜନ ବେହେରାଙ୍କୁ ଗିରଫ କଲା ପୋଲିସ। ଗତ ମାର୍ଚ୍ଚ ୨୩ ତାରିଖରେ ନୟାପଲ୍ଲୀ ଥାନାରେ ମାମଲା ରୁଜୁ ହୋଇଥିଲା । ଏକ ବେସରକାରୀ ସଂସ୍ଥାରେ ଚାକିରି କରାଇଦେବାକୁ!-->…
ପୁରୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ
ପୁରୀ: ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା । ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫ ବର୍ଷୀୟ କୁନା ବେହେରାଙ୍କୁ ଲଙ୍କାଗୁଣ୍ଡ ମାଡ଼କରି ଅତି ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି । ଗୁରୁବାର ରାତିରେ ଏହି ନାରକୀୟ କାଣ୍ଡ ଘଟିଛି । ହତ୍ୟା ପରେ!-->…
ଆହୁରି ଥରିବ ପାକିସ୍ତାନ, ମୋଦୀ ସରକାର ବଢାଇବେ ପ୍ରତିରକ୍ଷା ବଜେଟ୍
ପାକିସ୍ତାନ ବିରୋଧରେ ଅପରେସନ ସିନ୍ଦୂରର ସଫଳତା ପରେ ବଢିପାରେ ପ୍ରତିରକ୍ଷା ବଜେଟ । ଭାରତୀୟ ସେନାକୁ ଅଧିକ ସଶକ୍ତ କରିବା ଲାଗି ମୋଦୀ ସରକାର ପ୍ରତିରକ୍ଷା ବଜେଟକୁ ୫୦ହଜାର କୋଟିକୁ ବୃଦ୍ଧି କରିପାରନ୍ତି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସ୍ୱତନ୍ତ୍ର ସହାୟତା ମିଶିଲେ!-->…
ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍, ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା
ଭୁବନେଶ୍ୱର: ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍ । ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା ରାଜା ଚକ୍ରର ଫାର୍ମ ହାଉସ୍ ଉପରେ ଚଢ଼ାଉ କରିଥିଲା EOW । !-->…