ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ଆଉ ଏହି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

୪୮ ଘଣ୍ଟାରେ ନିପାତ ହୋଇଛନ୍ତି ୬ ଆତଙ୍କୀ; ସେନା

ଜାମ୍ମୁ-କାଶ୍ମୀରରେ ବିଗତ ୪୮ ଘଣ୍ଟା ମଧ୍ୟରେ ୬ ଜଣ ଆତଙ୍କବାଦୀଙ୍କୁ ନିପାତ କରାଯାଇଛି। ଭାରତୀୟ ସେନା ୨ଟି ଆତଙ୍କବାଦୀ ବିରୋଧୀ ଅଭିଯାନକୁ ସଫଳତାର ସହ ଶେଷ କରିବା ସହିତ ୬ ଆତଙ୍କୀଙ୍କୁ ନିପାତ କରିଥିବା ସେନା ପକ୍ଷରୁ ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି। କାଶ୍ମୀର

ବ୍ରହ୍ମପୁର ଏମକେସିଜି ବଡ଼ ମେଡିକାଲରେ ରୋଗୀଙ୍କୁ ମିଳୁନି ସୁଷମ ଖାଦ୍ୟ ।

ଏଜେନ୍ସି ଦ୍ୱାରା ଯୋଗା ହେଉଥିବା ଖାଦ୍ଯ ପେକେଟ୍ ରେ ନାହିଁ ପ୍ରସ୍ତୁତି ଓ ଅବଧି ଶେଷ ତାରିଖ, Mkcg ଖାଦ୍ୟର ମାନ କୁ ନେଇ ଉଠିଲା ପ୍ରଶ୍ନ? ବ୍ରହ୍ମପୁର : ଦକ୍ଷିଣ ଓଡିଶାର ପ୍ରାଣକେନ୍ଦ୍ର କୁହାଯାଉଥିବା ବ୍ରହ୍ମପୁର ଏମ୍ କେ ସି ଜି ମେଡିକାଲ କଲେଜ ଉପରେ ପ୍ରତ୍ୟହ ହଜାର ହଜାର ରୋଗୀ

ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ, ଅନ୍ୟ ୪ ଯବାନ ଗୁରୁତର

ରାଉରକେଲା: ବଜ୍ରପାତରେ ଗଲା CRPF ଯବାନଙ୍କ ଜୀବନ। ରାଉରକେଲାରେ CRPF-୨୬ ବାଟାଲିଅନ ଅଧିକାରୀ ଏମ ପ୍ରବୋ ସିଂଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୪ ଯବାନ ଗୁରୁତର ହୋଇଛନ୍ତି । ନକ୍ସଲ ଦମନ ପାଇଁ କମ୍ବିଂ ଅପରେସନ ବେଳେ ବଜ୍ରପାତ ହୋଇଥିଲା । ଗୁରୁତର ଯବାନଙ୍କୁ କିରିବୁରୁ ଓ ଟାଟା ସ୍ଥାନାନ୍ତର

ଜେଇଙ୍କ ସନ୍ଦେହଜନକ ମୃତ୍ୟୁ; କାରରୁ ମିଳିଲା ମୃତଦେହ

ବରଗଡ:କାର ଭିତରେ ଜେଇଙ୍କ ସନ୍ଦେହଜନକ ମୃତ୍ୟୁ । କାର ଭିତରୁ ବରପାଲି ବ୍ଲକ୍ ର ଜେଇ ଚନ୍ଦ୍ରଶେଖର ଝାଡ଼ିଆଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ବରଗଡ ବରପାଲିର ହଳଦୀ ପାଳିଛକରେ ଗାଡିରେ ଏସି ଲଗାଇ ଶୋଇପଡିଥିଲେ । ତେବେ ଛିଡା ହୋଇଥିବା ତାଙ୍କ କାର୍ ଭିତରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣା

ଭାରତକୁ ସମର୍ଥନ କଲା ତାଲିବାନ

ପହଲଗାଓଁ ଆକ୍ରମଣ ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ସରକାରଙ୍କ ପକ୍ଷରୁ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଆଡ୍ଡା ଧ୍ୱଂସ କରିବା ସହ ଅନେକ ଆତଙ୍କୀଙ୍କୁ ନିପାତ କରାଯାଇଛି । ଏହି ସମୟରେ ଚୀନ ଓ ତୁର୍କୀ ଭଳି ଦେଶ ପାକିସ୍ତାନକୁ ସହଯୋଗ କରି ଭାରତକୁ ବଦନାମ

କୁଡୁମୁଲୁଗୁମ୍ମା ପଞ୍ଚାୟତରେ ଆବର୍ଜନା ପୃଥକୀକରଣ କେନ୍ଦ୍ର ଉଦଘାଟିତ

ମାଲକାନଗିରି : ଖାଇରପୁଟ ବ୍ଲକ କୁଡୁମୁଲୁଗୁମ୍ମା ଗ୍ରାମ ପଞ୍ଚାୟତ ତରଫରୁ ଭାଲୁଗୁଡା ଗ୍ରାମ ନିକଟରେ ଏକ ଆବର୍ଜନା ପୃଥକୀକରଣ କେନ୍ଦ୍ର ଉଦଘାଟିତ ହୋଇଯାଇଛି, ଯାହାକୁ ସରପଞ୍ଚ ମଙ୍ଗଳା ମାଢୀ ଓ ଜିଲ୍ଲା ପରିଷଦ ସଭ୍ୟ ବଳୀ ମାଝୀ ନଡିଆ ବାଡେଇ ଓ ରିବନ୍ କାଟି ଉଦଘାଟନ କରିଥିଲେ ।

ମାମୁଁ ଘର ଅଗଣା କୂଅରୁ ମିଳିଲା ଭଣଜାର ମୃତଦେହ

ଦାରିଙ୍ଗବାଡ଼ି: ଭେଣ୍ଡିଆ ପୁଅର ମର ଶରୀରକୁ ଧରି କାନ୍ଦି କାନ୍ଦି ଲୋଟି ପଡୁଛନ୍ତି ପରିବାର ଲୋକେ । ଏତିକି କେମିତି ତାଙ୍କର ମୃତ୍ୟୁ ହେଲା କେହି ସହଜରେ ଗ୍ରହଣ ପାରୁନାହାନ୍ତି । ଘରେ ହିଁ ମରି ପଡିଥିଲା ପୁଅ, ହେଲେ ଖୋଜି ଖୋଜି ପରିବାର ଲୋକଙ୍କ ଆଖିରୁ ନିଦ ହଜିଯାଇଥିଲା । ତେବେ ପୁରା

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ

କଟକ: ୨୦୨୫ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ଆରମ୍ଭ ହୋଇଛି। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ ପକ୍ଷରୁ ସୁଯୋଗ

ଏମ୍ ଆର୍ଟ ଭାରତୀୟ କଳା ଓ ସାଂସ୍କୃତିକ କେନ୍ଦ୍ର, ଗୁଣୁପୁରର ସପ୍ତମ ବାର୍ଷିକ ଉତ୍ସବ ” ଘୁଙ୍ଗୁର ପ୍ରତିଭା…

ରାୟଗଡ଼ା /ଗୁଣପୁର : ଏମ୍ଆର୍ଟ୍ ଭାରତୀୟ କଳା ଏବଂ ସାଂସ୍କୃତିକ କେନ୍ଦ୍ର, ଗୁଣପୁର ର ସପ୍ତମ ବାର୍ଷିକ ଉତ୍ସବ ଓ ଘୁଙ୍ଗୁର ପ୍ରତିଭା ସମ୍ମାନ - ୨୦୨୫ ସ୍ଥାନୀୟ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବ କାର୍ଯ୍ୟକ୍ରମ ରେ ସ୍ଥାନୀୟ ଗାନ୍ଧୀ ଯାନ୍ତ୍ରୀକ ବିଶ୍ଵବିଦ୍ୟାଳୟ ର ଉପ