ନବରଙ୍ଗପୁର ଠାରେ” ଅପରେସନ ସିନ୍ଦୁର”କୁ ସମ୍ମାନ ଜଣାଇ ପରାକ୍ରମ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା

ନବରଙ୍ଗପୁର : ଆଜି ପୂର୍ବାହ୍ନ ୮.୦୦ ଘ ସମୟରେ ନବରଙ୍ଗପୁରଠାରେ ବୀର ଯବାନଙ୍କ ସାହସ ଓ ବୀରତ୍ୱକୁ ସମ୍ମାନ ଜଣାଇ ଏକ ପରାକ୍ରମ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ସ୍ଥାନୀୟ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରୁ ବାଇପାସ୍ ରାସ୍ତା ଦେଇ ମଙ୍ଗଲମ୍ ଟିମ୍ୱର , ଚାଉଁରିଆଗୁଡା ଛକ ଏବଂ ସହର ମଧ୍ୟରେ

ଟିପିଏସ୍ଓଡିଏଲ ଓ ଏମକେସିଜି ମେଡିକାଲ କଲେଜ ପକ୍ଷରୁ ରକ୍ତଦାନ ଶିବିର

*୧୧୮ ୟୁନିଟ ରକ୍ତ ସଂଗୃହୀତ ବ୍ରହ୍ମପୁର : ବିଶ୍ଵ ରେଡ କ୍ରସ୍ ଦିବସ ଅବସରରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ ଟିପିଏସ୍ଓଡିଏଲ୍ ପକ୍ଷରୁ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଏମକେସିଜି ହସ୍ପିଟାଲ ଏବଂ ସୋଚ୍

ଅପରେସନ୍ ସିନ୍ଦୁର” ସଫଳତାକୁ ନେଇ ଜିଲ୍ଲାରେ ବିଜୟ ଶୋଭାଯାତ୍ରା

ଛତ୍ରପୁର : “ଅପରେସନ୍ ସିନ୍ଦୁର” ସଫଳତା ପରିପ୍ରେକ୍ଷୀରେ ଭାରତୀୟ ସଶସ୍ତ୍ର ବାହିନୀର ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇବା ସକାଶେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ‘ପରାକ୍ରମ ଶୋଭାଯାତ୍ରା’ ଜିଲ୍ଲା ସଦର ମହକୁମା ଛତ୍ରପୁର ଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଆତଙ୍କବାଦ ବିରୋଧି

ନୟାଗଡ଼ ଜିଲ୍ଲାରେ ବିଜେଡ଼ିର ବ୍ଲକ ଓ ଏନଏସି ସଭାପତି ଘୋଷଣା

ନୟାଗଡ଼ : ନୟାଗଡ଼ ଜିଲ୍ଲାରେ ବିଜୁ ଜନତା ଦଳ ସଂଗଠନକୁ ସୁଦୃଢ କରିବା ପାଇଁ ଏହାର ବ୍ଲକ ଓ ଏନଏସି ସଭାପତି ତାଲିକା ଘୋଷଣା କରାଯାଇଛି । ବିଜୁ ଜନତା ଦଳ ନୟାଗଡ଼ ଜିଲ୍ଲା ନିର୍ବାଚନ ଅଧିକାରୀ ଗଙ୍ଗାଧର ପଣ୍ଡା ଙ୍କ ଦ୍ଵାରା ତାଲିକା ପ୍ରକାଶ ପାଇଛି।ଜିଲ୍ଲା ସଭାପତି ଭାବେ ଦଶପଲ୍ଲା ବିଧାୟକ ରମେଶ

ସଂଘବଦ୍ଧ ଖଣ୍ଡାରେ ଆକ୍ରମଣରେ ଜଣେ ଗୁରୁତର

ଅନୈତିକ ସମ୍ପର୍କ ସନ୍ଦେହହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ଶିକିରି - ହିଞ୍ଜିଳି ରାଜ୍ୟ ରାଜପଥ ରେ ଗୁରୁବାର ସନ୍ଧ୍ୟା ରେ ତିନି ଜଣଙ୍କ ସଂଘବଦ୍ଧ ଭାବେ ଫିଲ୍ମ ଷ୍ଟାଇଲରେ ଖଣ୍ଡାରେ ଓ ବିଭିନ୍ନ ମାରଣାସ୍ତ୍ର ରେ ଆକ୍ରମଣ କରିବାରୁ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣଙ୍କ ହେଲେ

ବ୍ରହ୍ମାକୁମାରୀସ ଶାନ୍ତିକୁଣ୍ଡରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ବ୍ରହ୍ମପୁର : ପ୍ରଜାପତି ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ, ଶାନ୍ତିକୁଣ୍ଡ, ଗିରିରୋଡ ପ୍ରାଙ୍ଗଣରେ ଆଜି ପୂର୍ବ।ହ୍ନ 10 ଘଟିକା ସମୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଈଶ୍ବରୀୟ ବିଶ୍ବବିଦ୍ୟାଳୟର ପୂର୍ବତନ ସବଜୋନ୍ ମୂଖ୍ୟ ସଂଚାଳିକା ରାଜଯୋଗିନୀ

ଭାରତର ସଫଳତା ପାଇଁ ପରାକ୍ରମ ଶୋଭାଯାତ୍ରା, ତ୍ରିରଙ୍ଗା ଧରି ସହର ପରିକ୍ରମା

ହିଞ୍ଜିଳିକାଟୁ ୧୫/୫ : ଆତଙ୍କବାଦ ବିରୋଧ ଲଢେଇରେ ଭାରତର ସଫଳତା ପାଇଁ ହିଞ୍ଜିଳିକାଟୁ ପ୍ରକାଶନ ତରଫରୁ ପରାକ୍ରମ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅପରେସନ ସିନ୍ଦୂରର ସଫଳତା ପରେ ତ୍ରିରଙ୍ଗା ପତାକା ଧରି ହିଞ୍ଜିଳିକାଟୁ ସହର ପରିକ୍ରମା କଲେ ଛୁଆ ରୁ ବୁଢ଼ା ।ହିଞ୍ଜିଳିକାଟୁ

ନକଲି ଜାତି ପ୍ରମାଣପତ୍ର ଆଶଙ୍କା, ଆଦିବାସୀ ଦଳିତ ସେନାର ସାମ୍ବାଦିକ ସମ୍ମିଳନୀ

ସମ୍ବଲପୁର: ସମ୍ବଲପୁରର ସାମ୍ବାଦିକ ଭବନ ଠାରେ ପଶ୍ଚିମ ଓଡ଼ିଶା ଦଳିତ ସୁରକ୍ଷା ପରିଷଦ ଓ ସମ୍ବଲପୁର ଜିଲା ଆଦିବାସୀ ଦଳିତ ସେନା ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମିଳିତ ଭାବରେ ରାଜସ୍ୱ ମନ୍ତ୍ରୀଙ୍କ ବିନା ପଟ୍ଟାରେ ଜାତି ପ୍ରମାଣପତ୍ର ଦେବା ଘୋଷଣା ପ୍ରସଙ୍ଗରେ ସ୍ପଷ୍ଟିକରଣ ରଖାଯାଇଛି।

କୃଷି ଓଭର୍‍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍‍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍‍ସିଅର ପଦବି ଥିବାବେଳେ

ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ବିବାଦ

ହାଇଦ୍ରାବାଦ,୧୫।୫: ତେଲେଙ୍ଗାନାରେ ମିସ୍ ୱାର୍ଲ୍ଡ ୨୦୨୫ ପ୍ରତିଯୋଗୀଙ୍କ ପାଦ ଧୋଇବା ଘଟଣାକୁ ନେଇ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ସ୍ଥାନୀୟ ମହିଳାମାନଙ୍କୁ ଦ୍ୱାରା ପ୍ରତିଯୋଗୀଙ୍କ ପାଦ ଧୋଇ ତାହାକୁ ଗାମୁଛାରେ ପୋଛାଯିବାର ଏକ କାର୍ଯ୍ୟକ୍ରମ ସାମାଜିକ ଗଣମାଧ୍ୟମରେ ତୀବ୍ର ବିରୋଧ ଓ ବିଭିନ୍ନ