Sign in
Sign in
Recover your password.
A password will be e-mailed to you.
ଭାରତୀୟ ସେନାର ଶକ୍ତି ବଢାଇଲା ଓଡ଼ିଶା, ଟେଷ୍ଟ କଲା ଡ୍ରୋନ୍ କିଲର ‘ଭାର୍ଗବାସ୍ତ୍ର’
ବ୍ରହ୍ମପୁର : ଡ୍ରୋନ୍ ଜରିଆରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ ‘ଭାର୍ଗବାସ୍ତ୍ର’ ନାମରେ ଏକ କାଉଣ୍ଟର୍ ଆଟାକ ସିଷ୍ଟମ ତିଆରି କରାଯାଇଛି। ଗଞ୍ଜାମ ଜିଲାର ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜ ପରିସରରେ ଥିବା ଫାୟାରିଂ ରେଞ୍ଜରେ ଏହାର ସଫଳ ପରୀକ୍ଷଣ କରାଯାଇଛି।ସୋଲାର୍ ଡିଫେନ୍ସ!-->…
ଏସ୍ଇବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣରୁ ବଞ୍ଚିତ କରାଯାଇଥିଲା: ଧର୍ମେନ୍ଦ୍ର
ଭୁବନେଶ୍ୱର: ଓଡ଼ିଶାରେ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଆସନ ସଂରକ୍ଷଣ ଦେବା ଦିଗରେ ପୂର୍ବ କଂଗ୍ରେସ ଏବଂ ବିଜେଡି ସରକାର କେବଳ ଛଳନା କରିଥିଲେ। କୋର୍ଟ କଚେରିର ବାହାନା ଦେଖାଯିବା ସହ ଛଦ୍ମ ସର୍ଭେର ପ୍ରହସନ!-->…
‘ଚଳିତ ବର୍ଷ ଶେଷ ସୁଦ୍ଧା ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ସରିବ’
ଭୁବନେଶ୍ବର: ବହୁ ପ୍ରତିକ୍ଷିତ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଚଳିତ ବର୍ଷ ଶେଷ ସୁଦ୍ଧା ହେବ। ବର୍ତ୍ତମାନ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ଶେଷ ସୁଦ୍ଧା ଏହା ଶେଷ ହୋଇଯିବ। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା!-->…
ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା; ଅଧିକ ଉପକୃତ ହେବେ ଚାଷୀ !
ଭୁବନେଶ୍ୱର: ରାଜ୍ୟ ସରକାର ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ମନେ କରିଛନ୍ତି। ଏଭଳି ବିପର୍ଯ୍ୟୟ ପାଇଁ ଗୁରୁତ୍ବପୂର୍ଣ୍ଣ ଘୋଷଣା ମଧ୍ୟ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଅନୁମୋଦନ କରିଛନ୍ତି।ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର!-->…
ଉଚ୍ଚଶିକ୍ଷାରେ ଏସ୍ଇବିସିଙ୍କୁ ୧୧.୨୫% ସଂରକ୍ଷଣ
ଭୁବନେଶ୍ବର: ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସାମାଜିକ ଓ ଅର୍ଥନୈତିକ ପଛୁଆବର୍ଗ (ଏସଇବିିସି) ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହୋଇଛି। ଏହି ସଂରକ୍ଷଣ ନୀତି ଅନୁସାରେ ଉଚ୍ଚଶିକ୍ଷାନୁଷ୍ଠାନରେ ଏସଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ୧୧.୨୫% ଆସନ ସଂରକ୍ଷଣ!-->…
ବିଷ୍ଣୁପଦଙ୍କୁ ହାଇକୋର୍ଟରୁ ପୁଣି ଆଶ୍ବସ୍ତି, ଅନ୍ତରୀଣ ସୁରକ୍ଷା ବଳବତ୍ତର
କଟକ : ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢାଉ ମାମଲାରେ ହାଇକୋର୍ଟରେ ଆବେଦନର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ରାୟ ସଂରକ୍ଷିତ ରଖିବା ସହ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ପୂର୍ବରୁ କଠୋର ପଦକ୍ଷେପ ନନେବା ଲାଗି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ!-->…
ମନ୍ତ୍ରୀ ବିଜୟ ଶାହାଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : କର୍ଣ୍ଣେଲ ସୋଫିୟା କୁରେଶୀଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡିଛନ୍ତି ମଧ୍ୟପ୍ରଦେଶ ମନ୍ତ୍ରୀ ବିଜୟ ଶାହା । ପୂର୍ବରୁ ଜବଲପୁର ହାଇକୋର୍ଟ ମନ୍ତ୍ରୀଙ୍କ ବିରୋଧରେ ଦେଶଦ୍ରୋହର ମାମଲା ରୁଜୁ କରିବାକୁ ନିର୍ଦେଶ ଦେଇଥିବା ବେଳେ ଏବେ ତାଙ୍କୁ ସୁପ୍ରିମକୋର୍ଟରୁ ଲାଗିଛି!-->…
ଅରୁଣଭା ଘୋଷ ସିଓପି-୩୦ର ଦକ୍ଷିଣ ଏସିଆ ପ୍ରତିନିଧି ନିଯୁକ୍ତ
ନୂଆଦିଲ୍ଲୀ : ଏସିଅର ଅଗ୍ରଣୀ ଥିଙ୍କ ଟ୍ୟାଙ୍କ୍ କାଉନସିଲ ଅନ୍ ଏନର୍ଜୀ, ଏନଭାଇରନମେଣ୍ଟ ଆଣ୍ଡ ଓ୍ବାଟର(ସିଇଇଡବ୍ଲ୍ୟୁ)ର ସିଇଓ ଡ. ଅରୁଣଭା ଘୋଷ ସିଓପି-୩୦(କୋଅପରେସନ ଅଫ୍ ପାର୍ଟିଜ)ର ଦକ୍ଷିଣ ଏସିଆ ପ୍ରତିନିଧି ଭାବେ ନିଯୁକ୍ତ ହୋଇଛନ୍ତି। ସିଓପି-୩୦ ଆସନ୍ତା ନଭେମ୍ବରରେ ବ୍ରାସିଲଠାରେ!-->…
ତୁର୍କୀ କମ୍ପାନି ଉପରୁ ସୁରକ୍ଷା ମଂଜୁରୀ ହଟାଇଲା ଭାରତ
ନୂଆଦିଲ୍ଲୀ : ଯୁଦ୍ଧ ବେଳେ ପାକିସ୍ତାନକୁ ସହାୟତା କରିବା ତୁର୍କୀକୁ ମହଙ୍ଗା କରିଛି । ଭାରତ ସରକାର ଭାରତୀୟ ଏୟାରପୋର୍ଟଗୁଡ଼ିକରେ ଗ୍ରାଉଣ୍ଡ ହାଣ୍ଡେଲିଂ କରୁଥିବା ତୁର୍କୀ କମ୍ପାନି ସେଲେବିର ସୁରକ୍ଷା କ୍ଲିୟରାନ୍ସ ବାତିଲ କରିଦେଇଛନ୍ତି । ଏହି ନିଷ୍ପତ୍ତି ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍!-->…
ପ୍ରବେଶ ପାଇଁ ଅନୁମତି ଦେଉ ନଥିଲା ପ୍ରଶାସନ; ପଛପାର୍ଶ୍ବ ଦ୍ବାର ଦେଇ ଭିତରକୁ ପ୍ରବେଶ କରିଛି: ରାହୁଲ ଗାନ୍ଧି
ନୂଆଦିଲ୍ଲୀ: ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୁରୁବାର ବିହାରର ଦରଭଙ୍ଗାରେ ପହଞ୍ଚିଥିଲେ।ଦରଭଙ୍ଗାଗସ୍ତ କରି ରାହୁଲ ଆମ୍ବେଦକର ହଷ୍ଟେଲରେ ଏକ କାର୍ଯ୍ୟକ୍ରମରେ ଛାତ୍ରମାନଙ୍କୁ ସମ୍ବୋଧିତ କରିବାକୁ ଚାହିଁଥିଲେ କିନ୍ତୁ ପ୍ରଶାସନ ତାଙ୍କୁ ଅନୁମତି ଦେଇ ନଥିଲେ।!-->…