Sign in
Sign in
Recover your password.
A password will be e-mailed to you.
ମୁଁ ଯୁଦ୍ଧବିରତି କରାଇନି, କେବଳ ସମସ୍ୟା ସମାଧାନ ଦିଗରେ ସହାୟତା କରିଥିଲି – ଟ୍ରମ୍ପ
ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଆଣି ନାହାଁନ୍ତି। ଟ୍ରମ୍ପ ଆହୁରି ମଧ୍ୟ କହିଛନ୍ତି ଯେ ସେ ମଧ୍ୟସ୍ଥତା କରିନାହାଁନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ଭାରତ-ପାକିସ୍ତାନ ସମସ୍ୟାର!-->…
ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ
ଭୁବନେଶ୍ୱର : ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁନ୍ ୧୩ ସୁଦ୍ଧା ଏହି ବଦଳି!-->…
ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ସାମାଜିକ ଓ ଆର୍ଥିକ ଅନଗ୍ରସରଙ୍କ(ଏସଇବିସି) ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଦ୍ୱନ୍ଦ୍ୱ ଦୂର କରିଛନ୍ତି ।ସେ କହିଛନ୍ତି ଯେ, ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଏଥିପାଇଁ ଏସଇବିସି!-->…
ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ: ସରକାର ନେବେ ଆଇନ୍ଗତ ପଦକ୍ଷେପ
ଭୁବନେଶ୍ବର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଉପକୂଳ ସହର ‘ଦୀଘା’ରେ ଜଗନ୍ନାଥ ମନ୍ଦିରରେ ଧାମ ଲେଖିବା ପ୍ରସଙ୍ଗ ନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ବରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ଆଇନଗତ ପଦକ୍ଷେପ ନିଆଯିବ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପତ୍ର!-->…
‘ଆମ ବସ୍’ ପୁଣି ଚାପିଦେଲା: ୩ ବାଇକ୍ ଆରୋହୀଙ୍କୁ ମାରିଲା ଧକ୍କା, ଶିଶୁର ମୃତ୍ୟୁ
ଖୋର୍ଦ୍ଧା/ଭୁବନେଶ୍ବର: ଜନସାଧାରଣଙ୍କ ସୁବିଧାରେ ଯାତାୟାତ ପାଇଁ ରାଜ୍ୟ ସରକାର ‘ଆମ ବସ୍’ ସେବା ଜାରି ରଖିଛନ୍ତି। ଏହି ସେବା ଲୋକଙ୍କ ପାଇଁ ଯେତିକି ସୁବିଧା କରୁଛି, ତାଠାରୁ ଅଧିକ ଅସୁବିଧା ମଧ୍ୟ ସୃଷ୍ଟି କରୁଛି। ଅନେକ ଯାତ୍ରୀ ‘ଆମ ବସ୍’ରେ ଯାତ୍ରାକୁ ସୁରକ୍ଷିତ ମନେ କରୁନଥିବା ବେଳେ!-->…
ଆମ ପାରମ୍ପରିକ ଶକ୍ତି ଭାରତ ପାଇଁ ଯଥେଷ୍ଟ : ପାକ୍ ବୈଦେଶିକ ମନ୍ତ୍ରାଳୟ
ଇସ୍ଲାମାବାଦ : ପାକିସ୍ତାନରେ ଆଣବିକ ଅସ୍ତ୍ର ସୁରକ୍ଷିତ ନୁହେଁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିବା ପରେ ତାହାର ଜବାବ ଦେଇଛି ପାକିସ୍ତାନ । ପାକିସ୍ତାନର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ରାଜନାଥଙ୍କ ବୟାନକୁ ନିନ୍ଦା କରାଯାଇଛି । ତାଙ୍କର ଏହି ବୟାନ ପାକିସ୍ତାନର ଆଣବିକ!-->…
ଜେଲରେ ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଇମ୍ରାନ ଖାଁ, ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଲେ ଇମ୍ରାନଙ୍କ ପୁଅ
ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ଜେଲରେ ଅଛନ୍ତି। ରିପୋର୍ଟ ଅନୁଯାୟୀ, ତାଙ୍କୁ ଡେଥ୍ ସେଲରେ ରଖାଯାଇଛି ଏବଂ ବର୍ତ୍ତମାନ ତାଙ୍କୁ ତାଙ୍କ ଓକିଲଙ୍କ ସହ କଥା ହେବାକୁ ମଧ୍ୟ ଅନୁମତି ନାହିଁ। ନିକଟରେ ତାଙ୍କ ମୃତ୍ୟୁର ଏକ ଗୁଜବ ମଧ୍ୟ!-->…
ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍
ଭୁବନେଶ୍ୱର,୧୫।୫: ଇସ୍ତଫା ଦେଲେ ମୁନା ଖାନ୍! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ ସଂଯୋଜକ ପଦରୁ ସେ ଇସ୍ତଫା!-->…
ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା!-->…
ସିନ୍ଧୁ ନଦୀ ଜଳ ଚୁକ୍ତି ରଦ୍ଦ ନିଷ୍ପତ୍ତି ବଳବତ୍ତର ରହିଛି: ଜୟଶଙ୍କର
ନୂଆଦିଲ୍ଲୀ : ପହଲଗାଓଁ ଆତଙ୍କବାଦୀ ଆକ୍ରମର ପରେ ଭାରତ ସିନ୍ଧୁ ନଦୀ ଜଳ ଚୁକ୍ତିକୁ ରଦ୍ଦ କରିଦେଇଥିଲା। ଚୁକ୍ତି ଅନୁସାରେ ଭାରତ ପକ୍ଷରୁ ପାକିସ୍ତାନକୁ ପାଣି ଛଡ଼ାଯିବ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ଅପରେସନ ‘ସିନ୍ଦୂର’ ସ୍ଥଗିତ ରହିବା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି!-->…