Sign in
Sign in
Recover your password.
A password will be e-mailed to you.
ସୁପ୍ରିମକୋର୍ଟଙ୍କୁ ରାଷ୍ଟ୍ରପତିଙ୍କ ୧୪ଟି ପ୍ରଶ୍ନ
ନୂଆଦିଲ୍ଲୀ : ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କ ପାଇଁ ବିଲ୍ ଅନୁମୋଦନ ପାଇଁ କୌଣସି ସମୟସୀମା କ’ଣ ସୁପ୍ରିମକୋର୍ଟ ସ୍ଥିର କରିପାରିବେ । କିଛି ଏଭଳି ପ୍ରଶ୍ନ ପଚାରିଛନ୍ତି ରାଷ୍ଟ୍ରପତି । ପ୍ରକୃତରେ ତାମିଲନାଡୁ ସରକାରଙ୍କ ରାଜ୍ୟପାଳଙ୍କ ବିରୋଧରେ ଦାୟର ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ!-->…
ମାଲକାନଗିରି ଜିଲ୍ଳାରେ ଆୟୋଜିତ ହେଲା ତ୍ରିରଙ୍ଗା ଯାତ୍ରା : ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ
ମାଲକାନଗିରି : ଅପ୍ରେଲ ୨୨ ତାରିଖ ଦିନ ଜମ୍ମୁର ପହଲଗାମ୍ଠାରେ ଆତଙ୍କବାଦୀଙ୍କ ବିଭତ୍ସ କାଣ୍ଡର ଜବାବ୍ରେ ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ଦ୍ଦେଶରେ ଭାରତ ଆତଙ୍କବାଦୀଙ୍କ ବିରୁଦ୍ଧରେ ମଇ ୭ ତାରିଖ ଦିନ ‘ଅପରେସନ୍ ସିନ୍ଦୂର’ ଆରମ୍ଭ କରିଥିଲା । ଭାରତୀୟ!-->…
କୋର୍ଟରେ ସାକ୍ଷ୍ୟ ପ୍ରଦାନକୁ କେନ୍ଦ୍ର କରି ୨ ପରିବାର ହାତାହାତି, ୩ ଆହତ
ହିଞ୍ଜିଳିକାଟୁ : ଏକ ଗଣ୍ଡଗୋଳ ମାମଲାରେ ସାକ୍ଷ୍ୟ ପ୍ରଦାନକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ହୋଇଛି । ଉଭୟ ପରିବାରଙ୍କ ଆକ୍ରମଣ ଓ ପ୍ରତି ଆକ୍ରମଣରେ ଉଭୟ ପରିବାରର ୩ ଜଣ ଆହତ ହୋଇଛନ୍ତି। ଏଭଳି ଏକ ଘଟଣା ମଙ୍ଗଳବାର ଅପରାହ୍ନରେ ହିଞ୍ଜିଳି ଥାନା ପିତଳ ଗ୍ରାମରେ!-->…
କାଳ ବୈଶାଖୀର କରାଳ ରୂପ : ଘରର ଛପର ଉଡିଲା, ଖୋଲା ଆକାଶ ତଳେ ପରିବାର
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳ ବୈଶାଖୀର କରାଳ ରୂପ ଦେଖାଇବାରୁ ଏକାଧିକ ଘର ଛପର ଉଡ଼ିଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ଉକ୍ତ ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ମାଲେବାଡ଼ି ଗ୍ରାମର ଶିକଲା ପ୍ରଧାନଙ୍କ!-->…
ପୋଲିସ ଏବଂ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଗାଡ଼ିମୋଟର ଯାଞ୍ଚ ସହ ଜୋରିମାନା ଆଦାୟ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ହିଲ୍ଭିୟୁ ଛକ ନିକଟରେ ପୋଲିସ ଏବଂ ଜିଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ମିଳିତ ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ଏଥିରେ ବିନା ହେଲମେଟ୍ରେ ଯାତ୍ରା ସହ ସିଟ ବେଲ୍ଟ, ବାଇକ୍ରେ ୨ରୁ ଅଧିକ ଯାତ୍ରୀ, ଗାଡ଼ି!-->…
ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଗୁରୁତ୍ୱାରୋପ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ ଅଞ୍ଚଳରେ କୃଷିଋଣକୁ ବ୍ୟାପକ କରାଯିବା ସହ ସାଧାରଣ ବଣ୍ଟନ ସାମଗ୍ରୀକୁ ଲୋକଙ୍କ ନିକଟରେ ସୁବିଧାରେ ପହଞ୍ଚାଇବା, କୃଷି ଉପକରଣ, ବିହନ ବଣ୍ଟନ ଭଳି କାର୍ଯ୍ୟକୁ ତ୍ୱରାନ୍ବିତ!-->…
କର୍ଣ୍ଣେଲ ସୋଫିୟା କୁରେଶିଙ୍କୁ ନେଇ ବିବାଦୀୟ ବୟାନ, ବିଜେପି ମନ୍ତ୍ରୀଙ୍କ ବିରୋଧରେ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ: କର୍ଣ୍ଣେଲ ସୋଫିୟା କୁରେଶିଙ୍କ ମାମଲାରେ ଜବଲପୁର କୋର୍ଟ ମଧ୍ୟପ୍ରଦେଶର ମନ୍ତ୍ରୀ ବିଜୟ ଶାହଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ତାଙ୍କର ଏକ ବିବାଦୀୟ ବୟାନକୁ ନେଇ କୋର୍ଟ ସରକାରଙ୍କୁ ୪ ଘଣ୍ଟା ମଧ୍ୟରେ ଏଫଆଇଆର ଦାୟର କରି ରିପୋର୍ଟ ଦାଖଲ କରିବାକୁ !-->…
ଓରେରାର ଅଧ୍ୟକ୍ଷ ଭାବରେ ନିଯୁକ୍ତ ଅସିତ କୁମାର ମହାପାତ୍ର
ଭୁବନେଶ୍ୱର: ଦୀର୍ଘ ଦିନର ଅପେକ୍ଷା ପରେ ରାଜ୍ୟ ସରକାର ବୁଧବାର ଅସିତ କୁମାର ମହାପାତ୍ରଙ୍କୁ ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି।
ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂତନ ନିଯୁକ୍ତି ତାଙ୍କ କାର୍ଯ୍ୟଭାର ଗ୍ରହଣ କରିବା ତାରିଖରୁ!-->!-->!-->…
ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ
ଭୁବନେଶ୍ଵର: ବାତ୍ୟା ଖବରକୁ ଖଣ୍ଡନ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)। ଏବେ ବାତ୍ୟାର ସୂଚନା ନଥିବା ବିଭାଗ ସ୍ପଷ୍ଟ କରିଛି। ମେ’ ୨୩ରୁ ୨୮ ମଧ୍ୟରେ ‘ବାତ୍ୟା ଶକ୍ତି’ ହେବା ନେଇ କେତେକ ଗଣମାଧ୍ୟମରେ ପ୍ରସାରିତ ଖବରକୁ ଆଇଏମଡି ଦୃଢ ଭାବରେ ଖଣ୍ଡନ କରିଛି। ଏକ ସରକାରୀ ସୂଚନାରେ ଆଇଏମଡି!-->…
ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ
ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ । ସେପଟେ ଏହି ଘଟଣାରେ!-->…